Home Left

ଚେନ୍ନାଇ ବିପକ୍ଷ ମ୍ୟାଚରେ ଦ୍ରୁତ ବଲ୍‌ ପିଙ୍ଗି ରେକର୍ଡ କଲେ ଉମ୍‌ରାନ

ନୂଆଦିଲ୍ଲୀ,୨।୫: ସନ୍‌ରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଆଇପିଏଲ୍‌-୨୦୨୨ ଖେଳୁଥିବା ଦ୍ରୁତ ବୋଲର ଉମ୍‌ରାନ ମଲ୍ଲିକ ରବିବାର ଚେନ୍ନାଇ ସୁପର କିଙ୍ଗ୍‌ସ ବିପକ୍ଷ ମ୍ୟାଚରେ ଦ୍ରୁତ ବଲ୍‌ ପିଙ୍ଗି ରେକର୍ଡ ସୃଷ୍ଟି କରିଛନ୍ତି । ଜମ୍ମୁ-କଶ୍ମୀରର ୨୨ ବର୍ଷୀୟ ଉମ୍‌ରାନ ଘଣ୍ଟା ପ୍ରତି ୧୫୪…

ଏହିଦିନ ରିଲିଜ ହେବ ‘କଭି ଇଦ୍‌ କଭି ଦିଓ୍ବାଲୀ’

ମୁମ୍ବାଇ: ଭାଇଜାନଙ୍କ ଫିଲ୍ମ ‘କଭି ଇଦ୍‌ କଭି ଦିଓ୍ବାଲୀ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି ସୋସିଆଲ ମିଡିଆ ସେନ୍ସେସନ ଶେହନାଜ ଗିଲ୍‌। ସଲମାନଙ୍କ ଫିଲ୍ମରେ ଶେହନାଜଙ୍କ ଏଣ୍ଟ୍ରିକୁ ନେଇ ବି-ଟାଉନରେ ଜୋର୍‌ଦାର ଚର୍ଚ୍ଚା। କାରଣ ଏହି ଫିଲ୍ମରେ ଶେହନାଜଙ୍କୁ ନିଜ…

‘ମୁଁ ଧୋନୀଙ୍କ ପାଇଁ ଜୀବନ ଦେଇପାରିବି’

ମୁମ୍ବାଇ,୨।୫: କ୍ରିକେଟ ଦୁନିଆରେ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରେଜ ସବୁଠି ଦେଖାଯାଏ। ଦେଶ ହେଉ କି ବିଦେଶ ଖେଳରେ ଧୋନୀଙ୍କ ଫ୍ୟାନ ବେସ ସର୍ବାଧିକ। କ୍ୟାପଟେନ କୁଲଙ୍କ ପାଇଁ କ୍ରିକେଟ ପ୍ରଶଂସକମାନେ କେତେ ପାଗଳ, ଅନେକ ଥର ଏହାର ଉଦାହରଣ ଦେଖିବାକୁ…

୯ରେ ବଡ଼ ଘୋଷଣା କରିପାରନ୍ତି ପୁଟିନ୍‌

ମସ୍କୋ,୨ା୫: ୟୁକ୍ରେନ୍‌ର ବିଭିନ୍ନ ସହର ଧ୍ୱସ୍ତବିଧ୍ୱସ୍ତ ହେବା ସହ ଆକ୍ରମଣରେ ହଜାର ହଜାର ହୋକଙ୍କ ପ୍ରାଣ ଯିବା ପରେ ରୁଷିଆ ଖୁବଶୀଘ୍ର ପୂର୍ବ ୟୁରୋପୀୟ ଦେଶରେ ଶେଷ ଆକ୍ରମଣ କରିବାକୁ ଯାଉଛି। ରୁଷିଆ ଓ ପାଶ୍ଚାତ୍ୟ ଅଧିକାରୀଙ୍କ ସୂତ୍ରରୁ ଏହା ଜଣାପଡ଼ିଛି।…

ମହଙ୍ଗା ପଡିଲା ପ୍ରେମ:କଲେଜ ଛାତ୍ରଙ୍କୁ ବୀଭତ୍ସ ହତ୍ୟା

କୁଆମରା ୨।୫: ମୟୁରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ରୀନାଥପୁର ଗ୍ରାମର ନବୀନ ଆଚାର୍ଯ୍ୟଙ୍କ ବାଡିରେ ସ୍ଥାନୀୟ ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ତେବେ ଏହା ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସର…

କାଳବୈଶାଖୀ ତାଣ୍ଡବରେ ଉଡିଗଲା ଆଜବେଷ୍ଟସ

ପାଟଣା,୨।୫(ସ୍ବ.ପ୍ର.):କାଳବୈଶାଖୀ ପ୍ରଭାବରେ ରବିବାର ରାତିରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଘଡ଼ଘଡି ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ହୋଇଥିଲା। ବର୍ଷା ପବନ ଯୋଗୁ ପାଟଣା ବ୍ଲକ ବୁଢୀକାପୁଡି ପଞ୍ଚାୟତ ତେନ୍ତେଳା ଗ୍ରାମର ରଙ୍କିଆ ନାଏକଙ୍କ ୩ ବଖରା ଘରର ଆଜବେଷ୍ଟସ…

ଓଢଣୀ ଲଗାଇ ଝୁଲି ପଡ଼ିଲେ ନାବାଳିକା

ପାଟଣା,୨।୫(ସ୍ବ.ପ୍ର.):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ମଲାରପଦା ଗାଁ ନିକଟ ଏକ ସିମିରିଆ ଗଛରୁ ଜଣେ ୧୭ ବର୍ଷୀୟା ନାବାଳିକାଙ୍କର ଝୁଲନ୍ତା ମୃତଦେହ ସୋମବାର ସକାଳୁ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା କରଞ୍ଜିଆ ଥାନା କାଠ କରଞ୍ଜିଆ ଗ୍ରାମର…

ବର୍ଲିନରେ ପହଞ୍ଚିଲେ ମୋଦି, ଶୁଭିଲା ଭାରତ ମାତା କି ଜୟ ନାରା

ବର୍ଲିନ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ତିନି ଦିନିଆ ୟୁରୋପ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ବର୍ଲିନରେ ପହଞ୍ଚିଛନ୍ତି। ଏଠାରେ ସେ ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ଭେଟିଥିଲେ। ଏହି ସମୟରେ ଲୋକେ ଭାରତ ମାତା କି ଜୟ ନାରା ଦେଇଥିଲେ। ପ୍ରଧାନମନ୍ତ୍ରୀ…

ପ୍ରଥମ ଫିଲ୍ମରୁ ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଥିଲେ ଏହି ଭାରତୀୟ ନିର୍ଦ୍ଦେଶକ

ଆଜି ପ୍ରସିଦ୍ଧ ଫିଲ୍ମ ନିର୍ଦ୍ଦେଶକ ସତ୍ୟଜିତ୍‌ ରାୟଙ୍କ ୧୦୧ତମ ଜନ୍ମ ବାର୍ଷିକୀ। ଭାରତୀୟ ସିନେମାର ମହାନ ବ୍ୟକ୍ତିତ୍ୱ ସତ୍ୟଜିତ୍‌ ଏକାଧାରାରେ ଜଣେ ଲେଖକ, କଳାକାର, ଚିତ୍ରକାର, ଚଳଚ୍ଚିତ୍ର ନିର୍ମାତା, ଗୀତିକାର, କଷ୍ଟ୍ୟୁମ୍‌ ଡିଜାଇନର୍‌ ଥିଲେ। କଳା ଏବଂ ସାହିତ୍ୟ ସହିତ ଜଡିତ…

ଗିରଫ ହେଲେ ସୈତାନ ବାପା

ଟେନ୍‌ସା,୨ା୫(ଡି.ଏନ୍‌.ଏ.): ମଦନିଶାରେ ତିନି ୩ ନିଷ୍ପାପ ସନ୍ତାନଙ୍କୁ ହତ୍ୟା କରି ଜଙ୍ଗଲରେ ଲୁଚି ରହିଥିବା ସୈତାନ ବାପାଙ୍କୁ ଜଙ୍ଗଲ ଭିତରୁ ଗିରଫ କରିଛି କୋଇଡା ପୋଲିସ। ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ଡେଙ୍ଗୁଳା ପଞ୍ଚାୟତର କୁଲା ଗ୍ରାମର ମୁଣ୍ଡା ବସ୍ତିରେ…

କରୋନା ଗ୍ରାଫ୍‌ ତଳମୁହାଁ, ଆଜି ୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ): ସୋମବାର ରାଜ୍ୟରୁ ୧୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ଚିହ୍ନଟ…

ଦେବଗଡ଼ ବିଧାୟକଙ୍କ ବହିଷ୍କାର ଦାବି କଲା କଂଗ୍ରେସ

ଦେବଗଡ଼,୨ା୫(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ବହିଷ୍କାର ଦାବି କରାଯାଇଛି। ତିଲେଇବଣି ବ୍ଲକ ବିଡିଓଙ୍କୁ ଆକ୍ରମଣ ଘଟଣାରେ ବହିଷ୍କାର ଦାବି ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି କଂଗ୍ରେସ। ଦେବଗଡ଼ ଜିଲା ସଭାପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri