ୟୁକ୍ରେନର ସ୍କୁଲ-ସାଂସ୍କୃତିକ କେନ୍ଦ୍ର ଉପରେ ଆକ୍ରମଣ: ୨୧ ମୃତ
କ୍ୱିଭ୍,୧୭।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୨୨ ଦିନରେ ପହଞ୍ଚିଛି। ୟୁକ୍ରେନ ଉପରେ ଏବେ ବି ରୁଷିଆ ସୈନ୍ୟ ରକେଟ ଓ ମିଶାଇଲ ମାଡ଼ କରୁଥିବା ବେଳେ ଗୁରୁବାର ଦେଶର ୩ଟି ସହରରେ ବଡ଼ ଆକ୍ରମଣ ହୋଇଛି।…
ପ୍ରଚାରରେ ମନ୍ତ୍ରୀ, ଏମ୍ପି
ବରଗଡ଼ ଅଫିସ୍/ବରପାଲି,୧୭।୩(ଡି.ଏନ.ଏ): ବରଗଡ଼ ଜିଲାରେ ଆସନ୍ତା ୨୪ତାରିଖରେ ପୌର ନିର୍ବାଚନ ପାଇଁ ମତଦାନ ଗ୍ରହଣ ହେବ। ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ପ୍ରଚାର ଜମିବାରେ ଲାଗିଛି। ଜିଲାର ବରଗଡ଼ ମ୍ୟୁନିସିପାଲିଟି ସମେତ ବିଜେପୁର, ବରପାଲି ଏବଂ ପଦ୍ମପୁରରେ ଏହି…
ଆଇସିଜେ ରାୟକୁ ମାନିଲାନି ରୁଷିଆ
ହେଗ୍/ମସ୍କୋ,୧୭ା୩: ୟୁକ୍ରେନ୍ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍ସର ହେଗ୍ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଛି। କିନ୍ତୁ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଆଇସିଜେ ରାୟକୁ ରୁଷିଆ ମାନିବ ନାହିଁ ବୋଲି ଗୁରୁବାର ସ୍ପଷ୍ଟ ଶୁଣାଇଦେଇଛି।…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ
ଜୟପୁର, ୧୭ା୩ (ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲାର ବିଚାର ଗୁରୁବାର ଫାଷ୍ଟଟ୍ରାକ୍ ସ୍ପୋଶାଲ କୋର୍ଟରେ ହୋଇଛି। ଆଡହକ ଆଡିସନାଲ ସେସନ ଜଜ୍ ପ୍ରଦୀପ କୁମାର ସାସମଲ ମାମଲାର ରାୟ ଶୁଣାଣି…
ଦକ୍ଷିଣ କୋରିଆରେ ୬ ଲକ୍ଷ ଟପିଲା ଦୈନିକ ସଂକ୍ରମଣ
ସିଓଲ,୧୭।୩: ଦକ୍ଷିଣ କୋରିଆରେ ଓମିକ୍ରନ୍ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୁରୁବାର ଗୋଟିଏ ଦିନରେ ୬,୨୧,୦୦୦ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ଅତିକ୍ରମ କରିଛି। ଓମିକ୍ରନ୍ ଆସିବା ପରେ ଫେବୃୟାରୀରୁ ଇତିମଧ୍ୟରେ…
ଶୁକ୍ରବାର ଜିନ୍ପିଙ୍ଗ୍ଙ୍କ ସହ ଆଲୋଚନା କରିବେ ବାଇଡେନ୍
ଓ୍ବାଶିଂଟନ୍, ୧୭ା୩: ୟୁକ୍ରେନ୍ ପ୍ରସଙ୍ଗରେ ଆଲୋଚନା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଏବଂ ଚାଇନା ପ୍ରତିପକ୍ଷ ଶି ଜିନ୍ପିଙ୍ଗ୍ ଶୁକ୍ରବାର ଆଲୋଚନା କରିବେ। ଗୁରୁବାର ଏନେଇ ହ୍ବାଇଟ୍ ହାଉସ୍ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଚାଇନା ଓ ଆମେରିକା ମଧ୍ୟରେ…
ଖୁବ୍ଶୀଘ୍ର ସୋନିଆଙ୍କୁ ଭେଟିବେ ଗୁଲାମନବୀ ଆଜାଦ
ନୂଆଦିଲ୍ଲୀ,୧୭।୩: ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଜି-୨୩ (ଅସନ୍ତୁଷ୍ଟ ନେତାମାନଙ୍କ ଗୋଷ୍ଠୀ) ଦଳୀୟ ନେତୃତ୍ୱରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଦାବିକୁ ଜୋର୍ଦାର କରିଛିି। ବୁଧବାର ରାତିରେ ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ବାସଭବନରେ ୧୮ ଅସନ୍ତୁଷ୍ଟ…
ବାଇଡେନ ପ୍ରଶାସନରେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁରୁ ଦାୟିତ୍ୱ
ଓ୍ବାଶିଂଟନ୍, ୧୭ା୩: ଭାରତୀୟ ବଂଶୋଦ୍ଭବ ଡା. ଆଶିଷ ଝାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ହ୍ବାଇଟ୍ ହାଉସ୍ର କୋଭିଡ୍ ରେସ୍ପନ୍ସ କୋଅର୍ଡିନେଟର ଭାବେ ନିଯୁକ୍ତି ଦେଇଛନ୍ତି। ଆସନ୍ତା ମାସରେ ସେ ଏହି ଦାୟିତ୍ୱ ଗ୍ରହଣ କରିବେ ବୋଲି ହ୍ବାଇଟ୍ ହାଉସ୍ ପକ୍ଷରୁ…
ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ ଗୁରୁତର
ରାୟଗଡ଼ା ଅଫିସ,୧୭ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ଜଣ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଦୟାନିଧି ବେହେରା, ସ୍ତ୍ରୀ ଲକ୍ଷ୍ମୀ, ବଡ଼ ବୋହୂ ସ୍ବପ୍ନା…
ବିଧାନ ପରିଷଦ ପ୍ରାର୍ଥୀ ଘୋଷଣା କଲା ଏସ୍ପି
ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ପାଖେଇ ଆସୁଛି। ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବା ପରେ ସମାଜବାଦୀ ପାର୍ଟି(ଏସ୍ପି) ଏବେ ବିଧାନ ପରିଷଦ ପାଇଁ ଅଣ୍ଟା ଭିଡିଛି। ପୂର୍ବରୁ ବିଧାନ ପରିଷଦ ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଥିବା ବେଳେ…
ଦୋଳଯାତ୍ରାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି
ଗଞ୍ଜାମ,୧୭।୫(ଡି.ଏନ୍.ଏ.): ଗଞ୍ଜାମ ସହରରେ ଚାଲିଛି ଦୋଳଯାତ୍ରା। ଏନେଇ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି l ସହରରେ କିପରି ଶାନ୍ତି ଶୃଙ୍ଖଳାକୁ ବଜାୟ ରହିବ ସେନେଇ ଗୁରୁବାର ସନ୍ଧ୍ୟାରେ ଛତ୍ରପୁର ଏସ୍ଡିପିଓ ଗୌତମ କିଷାନ ଏହାର ସ୍ଥିତି ଅନୁଧ୍ୟାନ…
ସ୍ବର ବଦଳାଇଲେ ସିଦ୍ଧୁ: ଇସ୍ତଫା ପରେ ମାନଙ୍କୁ କଲେ ପ୍ରଶଂସା
ଚଣ୍ଡିଗଡ଼,୧୭।୩: ପ୍ରଥମ ଥର ପାଇଁ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କ୍ଷମତାକୁ ଆସିଛି। ବୁଧବାର ଏଏପି ମୁଖ୍ୟମନ୍ତ୍ରୀ ଚେହେରା ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରି ସରକାର ଗଠନ କରିଛନ୍ତି। ଅନ୍ୟପକ୍ଷରେ ପଞ୍ଜାବରେ ଖରାପ ପ୍ରଦର୍ଶନ କରି ପରାଜୟ…
Archives


