ଆଜି ଐତିହାସିକ ନିଷ୍ପତ୍ତି ଘୋଷଣା କରିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ,୧୭।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ଭଗଓ୍ବନ୍ତ ମାନ ଏକ ବଡ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ସେ ଟୁଇଟ୍ କରି କରି ଏହି ସୂଚନା ଦେଇଛନ୍ତି। ପଞ୍ଜାବବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ଆଜି ଏକ ବଡ…
ମୁଖ୍ୟ ରାସ୍ତାରୁ ଉଠିଲା ପିଚୁ
କେନ୍ଦୁଝର, ୧୭ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ରାସ୍ତାର ମରାମତି ପାଇଁ ବହୁ ଅର୍ଥ ଖର୍ଚ୍ଚ କରାଯାଉଥିଲେ ହେଁ ଉପଯୁକ୍ତ ତଦାରଖ ଅଭାବରୁ ନିମ୍ନମାନର କାମ ଯୋଗୁ କିଛି ଦିନ ମଧ୍ୟରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ବର୍ଷା ଓ ରାତିରେ…
ବଳାତ୍କାରୀଙ୍କୁ ଗଛରେ ବାନ୍ଧି ପିଟି ପିଟି ମାରିଦେଲେ ମହିଳା
ଅଗ୍ରତାଲା,୧୭।୩: ଏକ ମହିଳା ଗୋଷ୍ଠୀ ଜଣେ ୪୬ ବର୍ଷୀୟ ବଳାତ୍କାର ଅଭିଯୁକ୍ତଙ୍କୁ ଗଛରେ ବାନ୍ଧି ପିଟି ପିଟି ହତ୍ୟା କରିଛନ୍ତି। ଏଭଳି ଘଟଣା ବୁଧବାର ତ୍ରିପୁରାର ଧଲାଇ ଜିଲରେ ଗାଣ୍ଡାଚେରା ଅଞ୍ଚଳରେ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ମୃତକ ହେଲେ ଏକ…
ପ୍ରାର୍ଥୀଙ୍କ ପ୍ରତିଶ୍ରୁତି ଉପରେ ଭୋଟରଙ୍କ ଭରସା ପାଉନିି
ବାଲେଶ୍ୱର ଅଫିସ, ୧୭ା୩: ବାଲେଶ୍ୱର ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଚୂଡାନ୍ତ ହେବା ପରେ ଅଧ୍ୟକ୍ଷ ଓ କାଉନ୍ସିଲର ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପ୍ରାର୍ଥୀମାନେ ୱାର୍ଡ଼ର ଘରକୁ ଘର ବୁଲି ଲୋକମାନଙ୍କୁ ସାକ୍ଷାତ୍ କରି ବ୍ୟକ୍ତିଗତ ଓ ୱାର୍ଡ଼ର ସମସ୍ୟା…
ମିସ୍ ଓ୍ବାଲର୍ଡ ଟାଇଟଲ ଜିତିଲେ କରୋଲିନା
ଓ୍ବାର୍ସୋ,୧୭ା୩: ପୋଲାଣ୍ଡର କରୋଲିନା ବିଲାଓ୍ବସ୍କା ମିସ୍ ଓ୍ବାଲର୍ଡ ଟାଇଟଲ ଜିତିଛନ୍ତି। ପୁଏର୍ତ୍ତୋ ରିକୋର କୋକାକୋଲା ମ୍ୟୁଜିକ୍ ହଲ୍ରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜାମାଇକାର ଟୋନି ଆନ୍ ସିଂହ କରୋଲିନାଙ୍କୁ ମିସ୍ ଓ୍ବାଲର୍ଡ ମୁକୁଟ ପିନ୍ଧାଇଛନ୍ତି। ଯୁକ୍ତରାଷ୍ଟ୍ରର ସାଇନ ଏହି ପ୍ରତିଯୋଗିତାରେ…
ଭୁବନେଶ୍ୱର ରାସ୍ତାରେ ଭୋରୁ ଭୋରୁ ବୁଲେଟ୍ ଧରି ବୁଲିଲେ କମେଡି କିଙ୍ଗ୍
କମେଡି ରାଜା କପିଲ ଶର୍ମା ଆଜିକାଲି ଅନେକ ଚର୍ଚ୍ଚାରେ ଅଛନ୍ତି। ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କାଶ୍ମୀର ଫାଇଲ୍ସ’ ର ପ୍ରମୋଶନ କରିବାକୁ ସଫା ସଫା ମନା କରିବା ପରେ ଚାରିଆଡେ ସମାଲୋଚନାର ଶିକାର ହେଉଛନ୍ତି କମେଡି କିଙ୍ଗ କପିଲ ଶର୍ମା।…
କମିଲା ସୁନା ଦର
ନୂଆଦିଲ୍ଲୀ, ୧୭ା୩: ଅନ୍ତର୍ଜାତୀୟ ବଜାରରେ ବୁଧବାର ବହୁମୂଲ୍ୟ ଧାତୁ ସୁନା ଏବଂ ରୂପା ଦରରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି। ସୁନାଦର ୨୧୬ଟଙ୍କା ହ୍ରାସ ଘଟିଥିବା ବେଳେ ରୂପା ଦାମ୍ ୨୦୦ଟଙ୍କା ବୃଦ୍ଧି ହୋଇଛି। ପୂର୍ବରୁ ସୁନା ୧୦ଗ୍ରାମ ପିଛା ୫୧,୪୯୫ଟଙ୍କା…
ଧୋନୀଙ୍କୁ ଏକ ବ୍ୟକ୍ତିଗତ ପ୍ରଶ୍ନ ପଚାରିଲେ ପ୍ରଶଂସକ: ଜବାବ ମିଳିଲା ଏମିତି
ଚେନ୍ନାଇ,୧୭।୩: ଆଇପିଏଲ ୨୦୨୨ ପାଇଁ ଚେନ୍ନାଇ ସୁପର କିଙ୍ଗ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରସ୍ତୁତ ହେଉଛନ୍ତି। ତାଙ୍କ ଅଧିନାୟକତ୍ୱରେ ସିଏସ୍କେ ଚାରିଥର ଆଇପିଏଲ ଚାମ୍ପିଅନ ହୋଇଛି। ଏଥର ମଧ୍ୟ ଦଳକୁ ଚାମ୍ପିଅନ୍ କରିବାକୁ ପଡିଆକୁ ଧୋନୀ ଓହ୍ଲାଇବେ। ଧୋନୀ ପଡ଼ିଆରେ…
ଜାଣନ୍ତୁ କିଏ ଆଇପିଏଲ୍ ୧୦ ଟିମ୍ର ଅଧିନାୟକ ଏବଂ ତାଙ୍କ ପାର୍ଟନର; ୩ ଜଣ ଏବେ ବି…
ନୂଆଦିଲ୍ଲୀ,୧୭।୩: ମାର୍ଚ୍ଚ ୨୬ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)। ଚଳିତ ଥର ଦୁଇଟି ନୂଆ ଟିମ୍ ଯୋଡ଼ି ହୋଇଥିବାରୁ ମୋଟ ୧୦ ଟିମ୍ଙ୍କ ମଧ୍ୟରେ ୭୪ ମ୍ୟାଚ୍ ଖେଳାଯିବ। ନୂଆ ଟିମ୍ ସହ ନୂତନ ଅଧିନାୟକ ଚାହୁଁଥିବା ଫ୍ରାଞ୍ଚାଇଜ୍…
ୟୁକ୍ରେନ ଯୁବତୀଙ୍କ ପ୍ରତି ବଢୁଛି ଚାଇନା ଯୁବକଙ୍କ ରୁଚି, କାରଣ ଜାଣିଲେ…
ବେଜିଂ,୧୭ା୩: ଚାଇନା ଯୁବକ ୟୁକ୍ରେନ ଯୁବତୀଙ୍କ ପାଇଁ ପାଗଳ। ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଥିବାରୁ ୟୁକ୍ରେନ ଲୋକମାନେ ନିଜ ଦେଶ ଛାଡ଼ି ଅନ୍ୟ ସ୍ଥାନରେ ଶରଣ ନେଉଛନ୍ତି। ଏହା ମଧ୍ୟରେ ଏକ ଅନ୍ଲାଇନ୍ ଓ୍ବେବ୍ସାଇଟ୍ରେ ୟୁକ୍ରେନ ଯୁବତୀଙ୍କ ପ୍ରତି ଚାଇନା ଯୁବକଙ୍କ…
‘ଗାନ୍ଧୀ ପରିବାରର ବିଶ୍ୱସ୍ତଙ୍କୁ ପଦ ଛାଡ଼ିବାକୁ ପଡ଼ିବ’
ନୂଆଦିଲ୍ଲୀ,୧୭।୩: ବୁଧବାର ରାତିରେ କଂଗ୍ରେସର ‘ଜି-୨୩’ ବୈଠକରେ ନେତାମାନେ ଏବେ ଦଳ ଛାଡ଼ିବାକୁ ମନା କରି ଦେଇଛନ୍ତି। ଅତ୍ୟନ୍ତ ଦୁର୍ବଳ ଥିବା କଂଗ୍ରେସ ଏବେ ଏହାକୁ ସହ୍ୟ କରିପାରିବ ନାହିଁ। କିନ୍ତୁ ଦେଶର ସର୍ବପୁରାତନ ଦଳର ପୁନରୁତ୍ଥାନ ପାଇଁ ଗାନ୍ଧୀ ପରିବାରକୁ…
ବାବରଙ୍କ ପାଇଁ ତାଳି ମାରିଲା ଅଷ୍ଟ୍ରେଲିଆ ଟିମ୍
କରାଚୀ,୧୭।୩: ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ଚିତ୍ତାକର୍ଷକ ଡ୍ର’ ସହ ବୁଧବାର ଶେଷ ହୋଇଛି। ଅଧିନାୟକ ବାବର ଆଜାମଙ୍କ ୧୯୬ ରନ୍ର ପାଳି ଯୋଗୁ ଏହା ସମ୍ଭବ ହୋଇ ପାରିଥିଲା। ଏହି ଇନିଂସ ଜରିଆରେ ସେ ହାସଲ…
Archives


