ଅସୁରକ୍ଷିତ ଜଙ୍ଗଲ ସମ୍ପଦ: ଜବରଦଖଲକାରୀଙ୍କ କବ୍ଜାରେ ୩୩ ହଜାର ହେକ୍ଟର
ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ବହୁମୂଲ୍ୟ ଜଙ୍ଗଲ ସମ୍ପଦ ଜବରଦଖଲକାରୀଙ୍କ କବ୍ଜାକୁ ଚାଲିଯାଉଛି। ଦୀର୍ଘ ବର୍ଷ ପରେ ମଧ୍ୟ ସେହି ଜମି ସରକାରଙ୍କ ନିକଟକୁ ଫେରିପାରୁ ନାହିଁ। ଜଙ୍ଗଲ ଜମି କବ୍ଜା କରିବାରେ ସମଗ୍ର ଦେଶରେ ଓଡ଼ିଶା ୫ମ ସ୍ଥାନରେ ରହିଛି। ରାଜ୍ୟର ୩୩…
କମଲା ହାରିସ୍ଙ୍କୁ ‘ଫାଷ୍ଟ ଲେଡି’ କହିଲେ ବାଇଡେନ୍
ଓ୍ବାଶିଂଟନ୍, ୧୭ା୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ମଙ୍ଗଳବାର ହ୍ବାଇଟ୍ହାଉସ୍ରେ ‘ସମାନ ବେତନ ଦିବସ’ ଉପରେ ମନ୍ତବ୍ୟ ରଖୁଥିବାବେଳେ ଭୁଲ୍ରେ ଉପରାଷ୍ଟ୍ରପତି କମଲା ହାରିସ୍ଙ୍କୁ ଫାଷ୍ଟ ଲେଡି (ଦେଶର ପ୍ରଥମ ମହିଳା) ସମ୍ବୋଧନ କରିଥିଲେ। ଏହା ପରେ ହ୍ବାଇଟ୍ ହାଉସ୍ରେ ଥିବା…
ଗୁଣାତ୍ମକ ସାମଗ୍ରୀ ଯୋଗାଇବା ମୂଳ ଲକ୍ଷ୍ୟ: ଇଂ ସଞ୍ଜୟ କୁମାର ଦାସ
ଏକ ମଧ୍ୟବିତ୍ତ ପରିବାରରେ ଜନ୍ମିତ। କିନ୍ତୁ କିଛି ନୂଆ କରିବା ପାଇଁ ମନରେ ଆଗ୍ରହ ରହିଥାଏ। ତେଣୁ ବାପାଙ୍କ ପ୍ରେରଣାକୁ ପୁଞ୍ଜିକରି ୧୫ ବର୍ଷ ତଳେ ବ୍ୟବସାୟ ଆରମ୍ଭ କରିଥିଲେ ଇଂ ସଞ୍ଜୟ କୁମାର ଦାସ। ତାଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ହରି…
ଇମ୍ରାନ୍ ସରକାର ଟଳମଳ
ଇସ୍ଲାମାବାଦ, ୧୭ା୩: ଗତ ସପ୍ତାହରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିବା ପରେ ତାଙ୍କ ସମସ୍ୟା ବଢ଼ିଛି। ଶାସକ ପାକିସ୍ତାନ ତେହରିକ୍-ଇ-ଇନ୍ସାଫ୍ (ପିଟିଆଇ) ସହ ମେଣ୍ଟ କରିଥିବା ଦଳଗୁଡ଼ିକ ଶତପ୍ରତିଶତ ବିରୋଧୀଙ୍କ ଆଡ଼କୁ ଢଳିବା ଖବର ଇମ୍ରାନଙ୍କୁ…
ପୂର୍ବତନ ପ୍ରତିରକ୍ଷା ସଚିବଙ୍କ ବିରୋଧରେ ଚାର୍ଜଶିଟ୍
ନୂଆଦିଲ୍ଲୀ,୧୭।୩ : ବହୁଚର୍ଚ୍ଚିତ ୩,୭୦୦ କୋଟି ଟଙ୍କାର ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ଭିଭିଆଇପି ହେଲିକପ୍ଟର କିଣା ଦୁର୍ନୀତିର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତକାରୀ ଟିମ୍ (ସିବିଆଇ) ବୁଧବାର ପୂର୍ବତନ ପ୍ରତିରକ୍ଷା ସଚିବ ତଥା ପୂର୍ବତନ ସିଏଜି ଶଶୀକାନ୍ତ ଶର୍ମା ଏବଂ ଭାରତୀୟ ବାୟୁସେନାର…
ସଡ଼କ ଦୁର୍ଘଟଣା ରୋକିବାକୁ ୭,୫୦୦ କୋଟିର ଯୋଜନା
ନୂଆଦିଲ୍ଲୀ,୧୭।୩ (ପି.ଟି.): ଭାରତରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁସଂଖ୍ୟା ବିଶ୍ୱରେ ସର୍ବାଧିକ। ପ୍ରତିବର୍ଷ ୧.୫ ଲକ୍ଷ ଲୋକଙ୍କର ଦୁର୍ଘଟଣାରେ ଜୀବନ ଯାଉଛି। ସେଥିରୁ ୬୫ ପ୍ରତିଶତଙ୍କ ବୟସ ୧୮ରୁ ୪୫ ବର୍ଷ ମଧ୍ୟରେ। ଦୁର୍ଘଟଣା ରୋକିବା ଲାଗି କେନ୍ଦ୍ର ସରକାର ଖୁବ୍ଶୀଘ୍ର…
ଗୋଲ୍ଡେନ୍ ବାବା ନିଖୋଜ
କାନପୁର, ୧୭।୩: କାନପୁରର ଗୋଲ୍ଡେନ୍ ବାବା ଭାବେ ଜଣାଶୁଣା ମନୋଜ ସେଙ୍ଗର ମଙ୍ଗଳବାର ନିଖୋଜ ହୋଇଯାଇଛନ୍ତି। ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଗୋଲ୍ଡେନ୍ ବାବାଙ୍କ ଘରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସିସିଟିଭି ଫୁଟେଜ୍ ଆଧାରରେ ଯାଞ୍ଚବେଳେ…
ଗୁଣିଗାରେଡ଼ି ସନ୍ଦେହରେ ଗାଁରୁ ବିତାଡ଼ିତ ପରିବାର ମାଗିଲେ ସୁରକ୍ଷା
କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ଜାବୁଡ଼ି ଧରି ବାଂଶପାଳ ବ୍ଲକର ବାୟାପଣ୍ଡାଧାର ଗ୍ରାମର କେତେକ ଲୋକଙ୍କ ଆକ୍ରମଣର ଶିକାର ହୋଇଥିବା ପୀଡ଼ିତା ସୁଲତାନୀ ଜୁଆଙ୍ଗଙ୍କ ପରିବାର ଏବେ ରାସ୍ତାରେ ସୁରକ୍ଷା ପାଇଁ ବୁଲୁଛନ୍ତି। ଏନେଇ ସେମାନେ ଶୁଆକାଠି ଫାଣ୍ଡିକୁ ମଙ୍ଗଳବାର…
କଂଗ୍ରେସରେ ବଢୁଛି ଫାଟ: ଜି-୨୩ରେ ଯୋଗଦେଲେ ଥରୁର
ନୂଆଦିଲ୍ଲୀ,୧୬।୩: ପାଞ୍ଚଟି ରାଜ୍ୟ ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦଳ ମଧ୍ୟରେ ଫାଟ ବଢିବାରେ ଲାଗିଛି। ଅସନ୍ତୁଷ୍ଟ ଗୋଷ୍ଠୀ ବାରମ୍ବାର ଦଳ ହାଇକମାଣ୍ଡଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତ। ବୁଧବାର କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ଘରେ ପୁଣି…
ଅଷ୍ଟ୍ରେଲିଆ ମୁହଁରୁ ବିଜୟ ଛଡାଇ ଆଣିଲା ପାକିସ୍ତାନ
କରାଚି,୧୬।୩: ଅସମ୍ଭବକୁ ସମ୍ଭବ କରି ଦେଖାଇଛି ପାକିସ୍ତାନ କ୍ରିକେଟ ଦଳ। ୧୭୨ ଓଭର ବ୍ୟାଟିଂ କରି ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚକୁ ପରାଜୟରୁ ବଞ୍ଚାଇ ଦେଇଛି। ଜିତିବା ପାଇଁ ପାକିସ୍ତାନକୁ ଅଷ୍ଟ୍ରେଲିଆ ୫୦୬ ରନ୍ର ଟାର୍ଗେଟ ଦେଇଥିଲା। ଏହା ଏକ ଏପରି ଲକ୍ଷ୍ୟ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୭,୦୪୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଲଦାଖରେ ଭୂକମ୍ପ
ଲେହ.୧୬।୨: କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବୁଧବାର ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରହିଛି। ସନ୍ଧ୍ୟା ୭.୦୫ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ ସୂଚନା…
Archives


