ଜିଗ୍ନେସଙ୍କୁ ମିଳିଲା ଜାମିନ
ଡିସପୁର,୨୯।୪: ଗୁଜରାଟର ନିର୍ଦ୍ଦଳୀୟ ବିଧାୟକ ଜିଗ୍ନେସ ମେଭାନିଙ୍କୁ ମିଳିଲା ଜାମିନ। ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ଜିଗ୍ନେସଙ୍କୁ ଆସାମ ବାରପେଟା ଜିଲାର ଏକ ସ୍ଥାନୀୟ ଅଦାଲତ ଶୁକ୍ରବାର ଜାମିନ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ…
ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟ ବିଚାରପତିଙ୍କ ବୈଠକ ଡାକିଥିବା କାର୍ଯ୍ୟକ୍ରମରେ ଯୋଗ ଦେବି। ଓଡ଼ିଶାର ବାକି ଥିବା ବିଭିନ୍ନ…
ଜେଡିୟୁ ଅର୍ଥ ନୀତୀଶ କୁମାର! ଦଳ ପୋଷ୍ଟରରେ କେବଳ ମୁଖ୍ୟମନ୍ତ୍ରୀଙ୍କ ରହିବ ଫଟୋ, ନ ମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ପାଟନା,୨୯ ।୪: ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ଯେ କୌଣସି ପୋଷ୍ଟର ଓ ବ୍ୟାନରରେ ଏବେ କେବଳ ନୀତୀଶ କୁମାରଙ୍କର ଫଟୋ ରହିବ । ଦଳ ପକ୍ଷରୁ ଏ ସମ୍ପର୍କରେ ନିର୍ଦ୍ଦେଶ ଜାରି କରାଯାଇ କର୍ମକର୍ତ୍ତା ଓ ନେତାଙ୍କୁ ସଫା ସଫା ନିର୍ଦ୍ଦେଶ…
ବନ୍ଧୁ ହେବ ତ ଏମିତି; ଚହଲ ଜିତନ୍ତୁ ବୋଲି କହି ଚର୍ଚ୍ଚାରେ କୁଲଦୀପ
ମୁମ୍ବାଇ,୨୯।୪: ଚଳିତ ବର୍ଷ ଟି-୨୦ କ୍ରିକେଟର ସବୁଠାରୁ ବଡ଼ ଟୁର୍ନାମେଣ୍ଟ ‘ଆଇସିସି ଟି୨୦ ବିଶ୍ୱକପ୍’ର ଆୟୋଜନ ହେବାକୁ ଯାଉଛି। ଏବେ ଆଇପିଏଲ୍ ଚାଲିଥିବାରୁ ସମସ୍ତ ଦେଶର ନଜର ନିଜ ନିଜ ଖେଳାଳିଙ୍କ ଉପରେ ରହିଛି। ଏହି କ୍ରମରେ ଭାରତୀୟ କ୍ରିକେଟ ଟିମ୍ରେ…
ବାତିଲ ହେଲା ୬୫୭ ଯାତ୍ରୀବାହୀ ଟ୍ରେନ୍
ନୂଆଦିଲ୍ଲୀ,୨୯।୪: କୋଇଲା ପରିବହନ ନେଇ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଦ୍ୟୁତ୍ ସଙ୍କଟକୁ ଦୂର କରିବା ଲାଗି ୬୫୭ ଯାତ୍ରୀବାହୀ ଟ୍ରେନ୍କୁ ସାମୂହିକ ପାଇଁ ବାତିଲ କରାଯାଇଛି। ସରକାର ଶୁକ୍ରବାର ଏନେଇ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି। ଗତ…
ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ବାଇକ୍କୁ ଧକ୍କାଦେଲା ଆମ୍ବୁଲାନ୍ସ
କାମାକ୍ଷାନଗର,୨୯।୪: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଧୀନ ମୁକ୍ତାପଶି କେନାଲ ଛକ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ସହ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପରଜଙ୍ଗ ଥାନା କଙ୍କିଳି…
ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ। ଜଣେ ଯୁବତୀଙ୍କୁ ନୟାପଲ୍ଲୀ ଭୋଇ ସାହି ଅଞ୍ଚଳରେ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । କାରରେ ଯୁବତୀଙ୍କୁ ଅପହରଣ କରୁଥିବା ବେଳେ ପୋଲିସ ହାତରେ ଧରାପଡିଯାଇଥିଲେ ଅଭିଯୁକ୍ତ। ଏହି ଘଟଣାରେ ୩ ଜଣଙ୍କୁ…
ବୁର୍ଲା ପାୱାର କେନାଲରେ ଭାସିଗଲେ ଇଂଞ୍ଜିନିୟରିଂ ଛାତ୍ର
ସମ୍ବଲପୁର,୨୯।୪(ବ୍ୟୁରୋ): ସମ୍ବଲପୁର ବୁର୍ଲା ପାୱାର କେନାଲରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଗାଧୋଉଥିବାବେଳେ ଜଣେ ଇଂଞ୍ଜିନିୟରିଂ ଛାତ୍ର ଭାସିଯାଇ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭିସୁଟର ମେକାନିକାଲ ଇଂଞ୍ଜିନିୟରିଂ ଦ୍ୱିତୀୟ ବର୍ଷର ଛାତ୍ର ତ୍ରିଲୋଚନ ମହାରଣା। ମିଳିଥିବା ସୂଚନା ମୁତାବକ,…
ସାମ୍ପ୍ରଦାୟିକ ହିଂସାକୁ ନେଇ ଆରଏସ୍ଏସ୍ ମୁଖ୍ୟଙ୍କ ବୟାନ
ନୂଆଦିଲ୍ଲୀ,୨୯।୪: ରାମନବମୀ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ ସାମ୍ପ୍ରଦାୟିକ ହିଂସା ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ଏବେ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତଙ୍କ ବୟାନ ସାମ୍ନାକୁ ଆସିଛି। ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତ କହିଛନ୍ତି, ଏକ ସଭ୍ୟ ସମାଜରେ କୌଣସି…
ପଟିଆଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ
ପଟିଆଲା(ପଞ୍ଜାବ),୨୯।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ ଖଲିସ୍ତାନ ସମର୍ଥକ ପଟିଆଲାରେ ମୁହାଁମୁହିଁ ହୋଇ ଗୋଷ୍ଠୀ ସଂଘର୍ଷର ରୂପ ନେଇଥିଲା। ଏନେଇ ଘଟଣାସ୍ଥଳରେ…
ଦିଲ୍ଲୀର ନାମ ବଦଳାଇ ଇନ୍ଦ୍ରପ୍ରସ୍ଥ ରଖିଲେ ବଦଳିବ ମୌସୁମୀ, ହେବ ବର୍ଷା: ସ୍ୱାମୀ ଚକ୍ରପାଣି ମହାରାଜ
ନୂଆଦିଲ୍ଲୀ,୨୯ ।୪: ଗୋଟିଏ ପଟେ ଅସହ୍ୟ ଗରମରେ ରାଜଧାନୀ ଦିଲ୍ଲୀରେ ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ବେଳେ ବେଳକୁ ବେଳ ତାତି ବଢିବାରେ ଲାଗିଛି । ଏହାକୁ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିବା…
‘ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ’
ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡକୁ ଯାଉଛେ। ଏ ଭାଇରସ କୁଆଡେ ଯିବନି, କିନ୍ତୁ ତା’ର ରୋଗ କରିବା କ୍ଷମତା କମିଯିବ…
Archives


