ନିଆଁ ଲାଗିବା ପରେ ଫାଟିଲା ସିଲିଣ୍ଡର, ୪ ମୃତ
ଶ୍ରୀନଗର,୧୫।୩: ଜମ୍ମୁରେ ସୋମବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଜମ୍ମୁର ରେସିଡେନ୍ସି ରୋଡ୍ରେ ଥିବା ସ୍କ୍ରାପ୍ ଦୋକାନରେ ନିଆଁ ଲାଗି ଯାଇଥିଲା। ପରେ ଗ୍ୟାସ…
ବିମାନ ଶୋଭାଯାତ୍ରାରେ ଡିଜେ ବନ୍ଦ
ଡେରାବିଶ,୧୫ା୩(ସ୍ବ.ପ୍ର.):ପ୍ରସିଦ୍ଧ ଓଳକଣା ମେଳଣ ଗୁରୁବାର ଅନୁଷ୍ଠିତ ହେବ। ହେଲେ ଏ ବର୍ଷ ବିମାନ ଶୋଭାଯାତ୍ରାରେ ଡିଜେ ବାଜିବ ନାହିଁ। ଲକ୍ଷାଧିକ ଜନସମାଗମ ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ରବିବାର ସନ୍ଧ୍ୟାରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ମେଳଣ ପଡ଼ିଆରେ ହୋଇଯାଇଛି। ମେଳଣ ପଡ଼ିଆଟି…
୩୦ ସୁଦ୍ଧା ସରିବ ଟେଣ୍ଡର, କାମ ସରିବାକୁ ଆହୁରି ୨ ବର୍ଷ
ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଧାୟକ ଏବଂ ବିଧାୟିକାମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ବହୁତଳ ସରକାରୀ ବାସଭବନ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରିନାହିଁ। ଏଥିଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକାଧିକ ବୈଠକ ହୋଇସାରିଥିବା ବେଳେ ବିଧାୟକମାନଙ୍କୁ ସରକାରୀ ବାସଭବନ ଖାଲି କରିବା ପାଇଁ ବହୁ…
ଚାକିରି ହରାଇଛନ୍ତି ୨.୧୫ କୋଟି
ନୂଆଦିଲ୍ଲୀ, ୧୫ା୩: ଦେଶର ପର୍ଯ୍ୟଟନ କ୍ଷେତ୍ର ଉପରେ କରୋନାର ବ୍ୟାପକ ପ୍ରଭାବ ପଡ଼ିଛି। କୋଭିଡ୍ର ୩ ଲହର ଯୋଗୁ ଏହି ବିଭାଗରେ କାର୍ଯ୍ୟ କରୁଥିବା ପ୍ରାୟ ୨ କୋଟି ୧୫ ଲକ୍ଷ ଲୋକ ଚାକିରି ହରାଇଥିବା କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜି.…
୬ ରାଇସ୍ ମିଲ୍କୁ ବନ୍ଦ ଚେତାବନୀ
ଯାଜପୁର ଅଫିସ,୧୫ା୩:ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରିଥିବାରୁ ରାଜ୍ୟର ୬ ରାଇସ୍ ମିଲ୍ ଓ ଗୋଟିଏ ତେଲ ମିଲ୍୍କୁ ବନ୍ଦ କରି ଦେବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ମର୍ମରେ ୧୫ ଦିନ ମଧ୍ୟରେ ସନ୍ତୋଷଜନକ ଉତ୍ତର…
ମେ’ ୧ରୁ ରବିଧାନ ସଂଗ୍ରହ
ଭୁବନେଶ୍ୱର,୧୫ା୩(ବ୍ୟୁରୋ):ଆସନ୍ତା ମେ ୧ ତାରିଖରୁ ରାଜ୍ୟରେ ରବି ଧାନ ସଂଗ୍ରହ ଆରମ୍ଭ ହେବ। ଏହା ଜୁନ୍ ୩୦ ତାରିଖ ଯାଏ ଚାଲିବ। ରବି ଧାନ ସଂଗ୍ରହ ହେବାକୁ ଥିବା ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଯାଜପୁର, ଝାରସୁୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା,…
କଶ୍ମୀର ପାଇଁ ୧.୪୨ ଲକ୍ଷ କୋଟିର ବଜେଟ
ନୂଆଦିଲ୍ଲୀ,୧୫।୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ୨୦୨୨-୨୩ ଆର୍ଥତ୍କ ବର୍ଷ ନିମନ୍ତେ ୧.୪୨ ଲକ୍ଷ କୋଟି ଟଙ୍କାର ବଜେଟ ଲୋକ ସଭାରେ ଉପସ୍ଥାପନ…
ବଜେଟ ଅଧିବେଶନ ଲାଗି ଆଜି ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଷୋଡ଼ଶ ବିଧାନସଭାର ୬ଦିନିଆ ଅଧିବେଶନ କିପରି ସୁଚାରୁ ରୂପେ ସବୁଦଳର ନେତୃବୃନ୍ଦଙ୍କ ସହଯୋଗ ଓ ସହଭାଗିତାରେ ସମ୍ପାଦିତ ହେବ ସେନେଇ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ…
ବାର୍ରେ ବାଉନ୍ସର ମନା
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଦ୍ୱୈତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଥିବା ମଦ ବାର୍ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ଘରୋଇ ସୁରକ୍ଷା କର୍ମୀ/ବାଉନ୍ସରମାନଙ୍କୁ ନିୟୋଜିତ କରିପାରିବେ ନାହିଁ। ଗତ ନଭେମ୍ବର ୧ ତାରିଖରେ ଏ ସମ୍ପର୍କିତ ଏକ ନିର୍ଦ୍ଦେଶାବଳୀ କମିଶନରେଟ ପୋଲିସ ପକ୍ଷରୁ ଜାରି…
ଏନ୍ଏସ୍ଇ ଦୁର୍ନୀତି: ଜେଲ ଗଲେ ଚିତ୍ରା
ନୂଆଦିଲ୍ଲୀ,୧୫।୩: କୋ-ଲୋକେଶନ ଦୁର୍ନୀତି ମାମଲାରେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣାଙ୍କୁ ଦିଲ୍ଲୀର ଏକ ଅଦାଲତ ସୋମବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଜେଲରେ ହନୁମାନ ଚାଳିଶା ପାଠ ଲାଗି ତାଙ୍କୁ…
୨୦୨୩ ସୁଦ୍ଧା ସରିବ କ୍ୟାନ୍ସର ହସ୍ପିଟାଲ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଇନ୍ଫୋଭ୍ୟାଲି-୨ ନିକଟରେ ୨୦ ଏକର ଜମିରେ ପ୍ରାୟ ୨୨୦ କୋଟି ଟଙ୍କାରେ ନିର୍ମାଣ ହେବାକୁ ଯାଉଥିବା ବାଗ୍ଚୀ-ଶଙ୍କର କ୍ୟାନ୍ସର ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ର ୨୦୨୩ ଜୁଲାଇ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଏହି ହସ୍ପିଟାଲ୍…
ସାହସ ଥିଲେ ମୋ ସହ ଲଢ଼
ମସ୍କୋ,୧୫ା୩: ବୈଦ୍ୟୁତିକ କାର୍ ନିର୍ମାଣକାରୀ କମ୍ପାନୀ ଟେସ୍ଲା ତଥା ମହାକାଶଯାନ ନିର୍ମାତା ସ୍ପେସ୍ଏକ୍ସର ମାଲିକ ଏଲନ୍ ମସ୍କ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଖୋଲାଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ପୁଟିନ୍ ସାମ୍ନାକୁ ଆସି ତାଙ୍କ ସହ ହାତାହାତି ହୁଅନ୍ତୁ। ଏଥିରେ ୟୁକ୍ରେନ୍କୁ ବାଜି…
Archives


