ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..
ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି । ତେବେ ଚାଲନ୍ତୁ ଦେଖିବା ପେଟ୍ରୋଲ ମୂଲ୍ୟରେ ହୋଇଛି ପରିବର୍ତ୍ତନ । ଆଜି ଭୁବନେଶ୍ବରରେ…
POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ
ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି କରୁଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ପୁଅ ବିରୋଧରେ ନାବାଳିକା ପ୍ରତି ବଳାତ୍କାର ଅଭିଯୋଗ ରହିଛି। ମାମଲାରେ…
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍, କ୍ରୋମାଇଟ୍ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍ର ଚାହିଦା ମଧ୍ୟ ବଢ଼ିିଛି । କେନ୍ଦୁଝର ଜିଲାର ବାଙ୍ଗୁର କ୍ରୋମାଇଟ୍ ଖଣିରୁ ପ୍ଲାଟିନମ୍ ଗ୍ରୁପ୍ ଏଲିମେଣ୍ଟ ଉତ୍ତୋଳନ କରିବାରେ…
ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…
ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ ତାଙ୍କ ୩ ସହଯୋଗୀଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ନକାଉଣ୍ଟର ହୋଇଥିବା…
ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ
ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’ ୩ରେ ଅନୁଷ୍ଠିତ ହୋଇଥିବା ଏନ୍ଇଇଟି-ୟୁଜି ପରୀକ୍ଷା ପାଇଁ ଜାତୀୟ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)ର…
ତାମିଲନାଡୁର ରାଜତାରକା
ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍ ଯୋଶେଫ୍ ବିଜୟ ଗ୍ରୀନ୍ ହର୍ସ (ଅନଭିଜ୍ଞ ବା ଅଣପ୍ରଶିକ୍ଷିତ ଘୋଡ଼ା) ଭାବେ ଉଭା ହୋଇ ତାମିଲନାଡୁ ରାଜନୀତିରେ…
ନିର୍ବାଚନ ପ୍ରକ୍ରିୟାରେ ଭୋଟର
”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ ଠିକଣା ଜାଗାରେ ଶୁଅନ୍ତି କି ନାହିଁ ତାହା ନିଶ୍ଚିତ କରିବେ। ଯାଞ୍ଚରୁ ଯଦି…
ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି
ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି ଜଘନ୍ୟ ଘଟଣା ଗୁଜରାଟର ମୋରବି ଅଞ୍ଚଳରେ ଘଟିଛି। ଘରମାଲିକ ଓ ତାଙ୍କର ଜଣେ…
ସିବିଏସ୍ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏକ ବଡ଼ ପଦକ୍ଷେପ ନେଇଛି। ଆସନ୍ତା ଜୁଲାଇ ୧ରୁ ୨୦୨୬-୨୭ ଶିକ୍ଷାବର୍ଷର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ୩ଟି…
ଆଜି ଓଡ଼ିଶା ଗସ୍ତରେ ନୀତିନ୍ ନବୀନ
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନୀତିନ୍ ସାଧାରଣ ଯାତ୍ରୀବାହୀ ବିମାନରେ ରବିବାର ସାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ।…
ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ
ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘ ପକ୍ଷରୁ ଏକାଧିକ ଦାବg ନେଇ ଆସନ୍ତା ୨୦…
ଜୁନ୍ ୭ରେ ଓଡ଼ିଶା ସିଭିଲ ସର୍ଭିସ୍ ପ୍ରିଲିମ୍
କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍ ୭ ତାରିଖ (ରବିବାର) ଏହି ପରୀକ୍ଷା ୨ଟି ପର୍ଯ୍ୟାୟରେ ହେବ। ଓଡ଼ିଶାର ୬ଟି ଜୋନ୍…

