Home Left

ରାଜ ଠାକରେଙ୍କୁ ରାଲି କରିବାକୁ ମିଳିଲା ଅନୁମତି

ମୁମ୍ବାଇ,୨୯।୪: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ମୁଖ୍ୟ ରାଜ ଠାକରେଙ୍କୁ ବହୁପ୍ରତିକ୍ଷୀତ ରାଲି କରିବାକୁ ଅନୁମତି ମିଳିଛି। ମେ’୧ରେ ଔରଙ୍ଗାବାଦର ସାଂସ୍କୃତିକ ଖେଳ ପଡ଼ିଆରେ ହେବାକୁ ଥିବା ଜନସଭା ପାଇଁ ରାଜ ଠାକରେଙ୍କୁ ଅନୁମତି ପ୍ରଦାନ କରାଯାଇଛି। କିନ୍ତୁ ଏହି ରାଲିରେ ଅନେକ…

ଓଟିଟିରେ ରିଲିଜ୍‌ ହେବ ‘ଆଚାର୍ଯ୍ୟ’!

ସାଉଥ୍‌ ଅଭିନେତା ଚିରଞ୍ଜୀବୀ ଏବଂ ରାମ ଚରଣଙ୍କ ଅଭିନୀତ ଫିଲ୍ମ‘ଆଚାର୍ଯ୍ୟ’ ଆଜି ପ୍ରେକ୍ଷାଳୟରେ ରିଲିଜ୍‌ ହେବାକୁ ଯାଉଛି। ତେବେ ଫିଲ୍ମଟି ଆଗାମୀ କିଛି ସପ୍ତାହ ମଧ୍ୟରେ ଓଟିଟିରେ ରିଲିଜ୍‌ ହେବା ନେଇ କୁହାଯାଉଛି। ଏ ନେଇ ଏକ ସରକାରୀ ଘୋଷଣା ହେବାର…

‘ସଂରକ୍ଷିତ ପ୍ରାର୍ଥୀ ଅଧିକ ନମ୍ବର ରଖିଥିଲେ ସାଧାରଣ ବର୍ଗ ପଦବୀ ପାଇଁ ହକ୍‌ଦାର’

ଗୁଆହାଟୀ,୨୯।୪: ସଂରକ୍ଷିତ ବର୍ଗ ପ୍ରାର୍ଥୀ ସାଧାରଣ ବର୍ଗର ଅନ୍ତିମ ପ୍ରାର୍ଥୀଙ୍କଠାରୁ ଅଧିକ ନମ୍ବର ରଖିଥିଲେ, ସେ ଜେନେରାଲ କାଟାଗୋରି ପାଇଁ ଉଦ୍ଦିଷ୍ଟ ପଦବୀ କିମ୍ବା ସିଟ୍‌ ପାଇବାକୁ ହକ୍‌ଦାର ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏନେଇ ରାଜସ୍ଥାନ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତ…

ବକେୟା ପାଉଣା ଦାବିରେ ଡିଆରଡିଏ ଅଫିସ ଘେରିଲେ ଶ୍ରମିକ

ବଲାଙ୍ଗୀର ଅଫିସ,୨୯ା୪: ବଲାଙ୍ଗୀର ଡିଆରଡିଏ ଅଫିସ ସମ୍ମୁଖରେ ଶ୍ରମିକମାନେ ଅଭିନବ ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦୀର୍ଘଦିନର ବକେୟା ପାଉଣା ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲେ ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ସୁଲେକେଲା ପଞ୍ଚାୟତର ଶ୍ରମିକ। ହାତରେ ଡାଲାଭାର ଧରି ଶ୍ରମିକମାନେ ଶୋଭାଯାତ୍ରା…

ରାୟଗଡ଼ା ଗସ୍ତରେ ରାଜ୍ୟ ଖାଦ୍ୟ କମିଶନ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ାକୁ ଦିନିକିଆ ଗସ୍ତ କରି ରାଜ୍ୟ ଖାଦ୍ୟ କମିଶନ ପି.କେ.ମେରକାପ ଖାଦ୍ୟ ଯୋଜନାର ସମୀକ୍ଷା କରିଛନ୍ତି। ରାୟଗଡ଼ା ବ୍ଲକରେ ଆଇଓ୍ବାଇସିଏଫ୍‌ କାର୍ଯ୍ୟକ୍ରମ, ସୁଲଭ ମୂଲ୍ୟ ଦୋକାନ,ଅଙ୍ଗନଓ୍ବାଡି କେନ୍ଦ୍ର, ପୁଷ୍ଟି ବଗିଚା,ରୋଷେଇ ବଗିଚା ଓ ଶିଶୁଯତ୍ନ ଗୋଷ୍ଠୀଗୁଡ଼ିକ ପରିଦର୍ଶନ କରିଛନ୍ତି।

୨ଦିନ ଆହୁରି ବଢିବ ତାତି!

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ କଲବଲ ହୋଉଛନ୍ତି ଲୋକେ। ତେବେ ୨ଦିନ ମଧ୍ୟରେ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶନିବାର ପର୍ଯ୍ୟନ୍ତ ୧୧ ଜିଲାକୁ…

୧୫ ଆକାଉଣ୍ଟ ଅଚଳ, ଜବତ ହେବ ସମ୍ପତ୍ତି

ସମ୍ବଲପୁର,୨୯ା୪(ବ୍ୟୁରୋ): ସମ୍ବଲପୁର ପୋଲିସ ଗତ ୨୬ ତାରିଖରେ ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ କରିଥିଲା। ଏହି ର଼୍ୟାକେଟର ମୁଖ୍ୟ ଅଭିଯୁକ୍ତ ସଦର ଥାନା ପୁଟିବନ୍ଧ ଶ୍ରୀରାମନଗରର ସୁଶାନ୍ତ କୁମାର ଲେଙ୍କା (୪୪)ଙ୍କ ସମେତ ୭ଜଣଙ୍କୁ ପୋଲିସ…

‘ମୋର ରାଷ୍ଟ୍ରପତି ହେବାର ସ୍ବପ୍ନ ନାହିଁ କିନ୍ତୁ…’

ଲକ୍ଷ୍ନୌ,୨୯।୪: ଦେଶରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବାରୁ ଉତ୍ତରପ୍ରଦେଶରେ କଳ୍ପନାଜଳ୍ପନା ଜାରି ରହିଛି। ନିକଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ କହିଥିଲେ, ବହୁଜନ ସମାଜ ପାର୍ଟି (ବିଏସପି) ର ଭୋଟ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟ୍ରାନ୍ସଫର୍‌…

ଆଜି ଜାମିନ୍‌ ଆବେଦନର ରାୟ ଶୁଣାଇବେ କୋର୍ଟ

ଗାନ୍ଧିନଗର,୨୯।୪: ଗୁଜୁରାଟର ବିଧାୟକ ଜିଗ୍ନେଶ ମଓ୍ବୋନୀଙ୍କ ଗିରଫ ମାମଲାରେ ଆଜି ଜାମିନ୍‌ ଆବେଦନର ରାୟ ଶୁଣାଇବେ କୋର୍ଟ। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଟୁଇଟ୍‌ କରି ସେ ଗିରଫ ହୋଇଥିଲେ। ଆସାମ ବାରପେଟା ଜିଲାର ଏକ ସ୍ଥାନୀୟ ଅଦାଲତ ଗୁରୁବାର ତାଙ୍କ ଜାମିନ ଆବେଦନର…

ବଲିଉଡ୍‌ରେ ଡେବ୍ୟୁ କରିବେ ଶେହନାଜ୍‌

ବିଗ ବସ ୧୩ ପରଠାରୁ ଅଭିନେତ୍ରୀ ଶେହନାଜ ଗିଲ ସବୁଆଡେ ଚର୍ଚ୍ଚାରେ ଅଛନ୍ତି। ଶୋ’ ପରେ ଶେହନାଜ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ବିଗ ବସ୍‌ରେ ଦର୍ଶକଙ୍କ ସହ ଶୋ’ର ହୋଷ୍ଟ ସଲମାନ ଖାନ ମଧ୍ୟ ଶେହନାଜଙ୍କୁ ପସନ୍ଦ…

ଝିଅ ସାମ୍ନାରେ ବାପାଙ୍କୁ ହାଣିଲେ

ପଦ୍ମପୁର,୨୯ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆନ୍ଦଲା ପଞ୍ଚାୟତର ଜୋରଗଡ଼ିଆ ଗ୍ରାମର କରୁଣାକର ପ୍ରଧାନ(୫୦)ଙ୍କୁ ଗ୍ରାମର କିଛି ଦୁର୍ବୃତ୍ତ ସଙ୍ଗବଦ୍ଧ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସା ପାଇଁ କଟକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା କରୁଣାକରଙ୍କ ମୃତ୍ୟୁ…

ରାଜଧାନୀ କଲେଜରୁ ଚିହ୍ନଟ ହେଲେ ୬ ନକଲି ଦିବ୍ୟାଙ୍ଗ ଛାତ୍ର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ବିଜେବି କଲେଜ ପରେ ରାଜଧାନୀ କଲେଜରୁ ଚିହ୍ନଟ ହୋଇଛନ୍ତି ୬ ନକଲି ଦିବ୍ୟାଙ୍ଗ ଛାତ୍ର। କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ୱାରା ନକଲି ଛାତ୍ର ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସରକାର ଗାଇଡ୍‌ଲାଇନ୍‌ ଅନୁସାରେ ସେମାନଙ୍କ ଆଡ୍‌ମିଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri