ଚିତ୍ରୋତ୍ପଳା, ପାଇକା, ଲୁଣାନଦୀରେ ବନ୍ୟା ପରିସ୍ଥିତି
ପାଟକୁରା,୧୭ା୮ (ଡି.ଏନ.ଏ.): ମହାନଦୀରେ ବନ୍ୟା ଯୋଗୁ ଜଳସ୍ତର ବୃଦ୍ଧି ପାଉଥିବାରୁ ଶାଖା ନଦୀ ଚିତ୍ରୋତ୍ପଳା, ପାଇକା, ଲୁଣା ନଦୀରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଫଳରେ ନଦୀ କୁଳିଆ ଅଧିବାସୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଚିତ୍ରୋତ୍ପଳା ନଦୀର ଦକ୍ଷିଣ ପାର୍ଶ୍ୱ ଗରଦପୁର ବ୍ଲକର ଭଦାଳ…
ବନ୍ୟାଜଳ ଘେରରେ କଣାସ ଅଞ୍ଚଳବାସୀ
କଣାସ,୧୭ା୮(ସ୍ବ.ପ୍ର.): ରାଜ୍ୟରେ ଲଘୁଚାପଜନିତ ବର୍ଷା ଯୋଗୁ ଅଧିକାଂଶ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉପରୁ ମୁଣ୍ଡରେ ବନ୍ୟାଜଳ ସମେତ ଲଗାଣ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକର ଅଧିକାଂଶ ସ୍ଥାନରେ ଘାଇ ସୃଷ୍ଟି ହୋଇଯାଇଛି। ଫଳରେ ଗ୍ରାମର ରାସ୍ତାଗୁଡ଼ିକ…
‘ଅହିଂସା ରଥ’ର ଶୁଭାରମ୍ଭ
ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭ୍ରାମ୍ୟମାଣ ଭିଡିଓ ରଥ ଅଭିଯାନ ‘ଅହିଂସା ରଥ’ର ଶୁଭାରମ୍ଭ କରିଛନ୍ତି। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ମହାତ୍ମାଙ୍କ ବାର୍ତ୍ତା ସହ ବହୁ ସ୍ବାଧୀନତା ସଂଗ୍ରାମୀଙ୍କ ମହାନ୍…
ପ୍ରାଣୀଧନ, ମତ୍ସ୍ୟ ସମ୍ପଦ ସୁରକ୍ଷା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ପ୍ରାଣୀଧନ ଓ ମତ୍ସ୍ୟସମ୍ପଦର ସୁରକ୍ଷା ଲାଗି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ବିଭାଗ ପକ୍ଷରୁ ଆଗୁଆ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ…
ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତାଙ୍କୁ ଗୋଡ଼ାଇ ହାଣିଲେ
ଭୁବନେଶ୍ୱର,୧୭ା୮(ବ୍ୟୁରୋ): କିଛି ଦିନର ନୀରବତା ପରେ ରାଜଧାନୀ ରାସ୍ତାରେ ରକ୍ତର ଛିଟା ପଡ଼ିଛି। ମଙ୍ଗଳବାର ନୟାପଲ୍ଲୀ ଥାନା ଅନ୍ତର୍ଗତ ଜୟଦେବବିହାର ବିଜୁ ପଟ୍ଟନାୟକ କଲେଜ ଛକରେ ଜଣେ ଜେଲ ଫେରନ୍ତାଙ୍କୁ ତାଙ୍କ ଗୋଷ୍ଠୀର ୬ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଫଳରେ…
କମିଶନରେଟ୍ ପୋଲିସର ଗଣେଶ ପୂଜା ପ୍ରସ୍ତୁତି ବୈଠକ
କଟକ ଅଫିସ,୧୭ା୮: କଟକ ସହରର ବିଭିନ୍ନ ମଣ୍ଡପରେ ଆସନ୍ତା ୩୧ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ଏହାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଟକ ସାରଳା ଭବନଠାରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
ମହାନଦୀରେ ବନ୍ୟା: ବହୁ ଗ୍ରାମ ଜଳବନ୍ଦୀ
ବାଙ୍କୀ/ଆଠଗଡ଼/ବଡ଼ମ୍ବା/ତିଗିରିଆ, ୧୭ା୮(ସ୍ବ.ପ୍ର./ଡି.ଏନ୍.ଏ): ମହାନଦୀରେ ବନ୍ୟା ଯୋଗୁ କଟକ ଜିଲାର ବିଭିନ୍ନ ଗ୍ରାମ ଜଳାର୍ଣ୍ଣବ ହୋଇଯାଇଛି। ବହୁ ଗ୍ରାମରେ ଯାତାୟାତ ଠପ୍ ହୋଇଯାଇଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ଗ୍ରାମରେ ସହାୟତା ଯୋଗାଇ ଦିଆଯାଉଛି। ବାଙ୍କୀ-କଟକ ମୁଖ୍ୟ ରାସ୍ତାର କଇଁମୁଣ୍ଡି ଠାରୁ ପାଥପୁର ପର୍ଯ୍ୟନ୍ତ…
ମା’ ସମ୍ମୁଖରେ ପୁଅକୁ ହାଣିଦେଲେ
ବଲାଙ୍ଗୀର ଅଫିସ,୧୭ା୮: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ଭିତରେ ମଙ୍ଗଳବାର ସକାଳୁ ଏକ ହତ୍ୟାକାଣ୍ଡ ଘଟିଛି। ମା’ ସମ୍ମୁଖରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ୨ ଦୁର୍ବୃତ୍ତ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ମୃତକ ହେଲେ ସୁଦପଡା…
୧୧ ବଳାତ୍କାରୀଙ୍କୁ ଛାଡ଼ିଦେଲା ଗୁଜରାଟ
ଅହମଦାବାଦ/ନୂଆଦିଲ୍ଲୀ,୧୭ା୮: ଗୁଜରାଟ ଦଙ୍ଗା ବେଳେ ୫ ମାସର ଗର୍ଭବତୀ ଥିବା ବିଲ୍କିସ୍ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡାଦେଶ ଭୋଗୁଥିବା ସମସ୍ତ ୧୧ ଦୋଷୀଙ୍କୁ ମଙ୍ଗଳବାର ରାଜ୍ୟ ସରକାର ଗୋଧ୍ରା ସବ୍ଜେଲରୁ ଛାଡ଼ିଦେଇଛନ୍ତି।…
ଜୀବନ ହାନି ନ ହେବା ସୁନିଶ୍ଚିତ କର
ଭୁବନେଶ୍ୱର,୧୭ା୮(ବ୍ୟୁରୋ): କୌଣସି ଗୋଟିଏ ଜୀବନ ଯେପରି ହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ଜୀବନ ଯାତ୍ରାରେ ଯେପରି ବ୍ୟାପକ ଅସୁବିଧା ନ…
ବାଘକୁ ଚକମା ଦେଇ ଚାଲିଗଲା ମୟୂର, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଜୁନ୍ ସୁଦ୍ଧା ୪୩୩ ନୂଆ ଆର୍ଆଇ ଅଫିସ୍
ଭୁବନେଶ୍ବର, ୧୭ା୮(ବ୍ୟୁରୋ): ୨୦୧୯ ଜୁଲାଇରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ‘୫-ଟି’ରେ ଅନ୍ତର୍ଭୁକ୍ତ ହୋଇଥିଲା। ଏହାପରେ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସେବା ପ୍ରଦାନରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ରାଜ୍ୟରେ ୪୩୩ ନୂତନ ରାଜସ୍ବ ନିରୀକ୍ଷକ (ଆର୍ଆଇ) ପଦବୀ ସୃଷ୍ଟି ହୋଇଛି।…

