Home Left

ଘରେ ପଶିଲେ ରୁଷିଆ ସୈନ୍ୟ, ବୃଦ୍ଧ ଦମ୍ପତି ଦେଖି କଲେ ଭୟଙ୍କର କାମ

କ୍ୱିଭ୍‌,୧୪।୩: ତିନି ସପ୍ତାହରୁ ଅଧିକ ଦିନ ହେବ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଭୟରେ ଲକ୍ଷ ଲକ୍ଷ ଲୋକ ନିଜ ଦେଶ ଛାଡି ପଳାଇଛନ୍ତି। ତଥାପି, ଅନେକ ଲୋକ ନିଜ ଘର ଛାଡି ନାହାଁନ୍ତି। କିଛି ସାଧାରଣ ନାଗରିକ…

ଜଗତ୍‌ସିଂହପୁର ପୌର ପରିଷଦ: ୨ନଂ. ୱାର୍ଡରେ ହେବ ଜୋରଦାର ଲଢ଼େଇ

ଜଗତ୍‌ସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ପୌର ପରିଷଦ ୨ନଂ. ୱାର୍ଡ ଉପରେ ଲୋକଙ୍କ ନଜର। କାରଣ ଏହି ୱାର୍ଡଟି କଂଗ୍ରେସର ଦୁର୍ଗ ଥିଲା। ଜଗତ୍‌ସିଂହପୁର ଏନ୍‌ଏସିରୁ ପୌର ପରିଷଦ ହେବା ପର୍ଯ୍ୟନ୍ତ କେବଳ ଥରେ ଅଣ କଂଗ୍ରେସ ପ୍ରାର୍ଥୀ ଜିତିଥିଲେ। ଅବଶିଷ୍ଟ…

ସରୁନି ଗ୍ରାମ୍ୟ ସଂଯୋଗୀକରଣ ରାସ୍ତା କାର୍ଯ୍ୟ

କେନ୍ଦ୍ରାପଡ଼ା ଅଫିସ,୧୪ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ନନ୍ଦଲାଲପାଟଣା ତାରିଣୀ ଛକ ପର୍ଯ୍ୟନ୍ତ ମାଟି ମୋରମ ରାସ୍ତା ଆବଶ୍ୟକ। ଏହି ରାସ୍ତା ପାଇଁ ୨୦୧୬-୧୭ ଆର୍ଥିକ ବର୍ଷରେ ପ୍ରସ୍ତାବ ଆଗତ ହୋଇଛି। ଏହି ପ୍ରସ୍ତାବକୁ ଇତିମଧ୍ୟରେ ୫ ବର୍ଷ…

ନକ୍ସଲଙ୍କ ଆଇଡି ବିସ୍ଫୋରଣ: ଆଇଟିବିପି ଯବାନ ଶହୀଦ

ରାୟପୁର,୧୪।୩: ପୁଣି ଥରେ ନକ୍ସଲମାନଙ୍କ ଭୟଭୀତ କାର୍ଯ୍ୟ ସାମ୍ନାକୁ ଆସିଛି। ଛତିଶଗଡର ନାରାୟଣପୁରରେ ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ଜଣେ ଆଇଟିବିପି ଅଧିକାରୀ ଶହୀଦ ହୋଇଛନ୍ତି। ଏହି ବିସ୍ଫୋରଣରେ ଜଣେ ହେଡ କନଷ୍ଟେବଳ ମଧ୍ୟ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ବିମାନ ଉଡ଼ାଣ…

ଅମିର ଖାନ୍‌ଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ହିନ୍ଦୀ ସିନେମାର ଜଣେ ଜଣାଶୁଣା ନାମ ହେଉଛନ୍ତି ଅମିର ଖାନ। ଦର୍ଶକମାନେ ଉତ୍ସାହର ସହିତ ତାଙ୍କ ଫିଲ୍ମକୁ ଅପେକ୍ଷା କରନ୍ତି। ସେ ଗୋଟିଏ କିମ୍ବା ଦୁଇ ବର୍ଷରେ ଗୋଟିଏ ଫିଲ୍ମ କରନ୍ତି। ଆଜି ଅମିର ୫୭ ବର୍ଷରେ ପଦାର୍ପଣ କରିଛନ୍ତି। ଫିଲ୍ମ…

ବାରାକ ଓବାମା କରୋନା ପଜିଟିଭ୍‌, ନେଇଥିଲେ ବୁଷ୍ଟର ଡୋଜ୍‌…

ଓ୍ବାଶିଂଟନ,୧୪।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କରୋନା ପଜିଟିଭ୍‌ ହୋଇଛନ୍ତି। ସେ ବୁଷ୍ଟର ଡୋଜ୍‌ ମଧ୍ୟ ନେଇଥିଲେ। ନେଇ ଓବାମା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ ଦୁଇ ଦିନ ଧରି ତାଙ୍କ ଗଳାରେ ସଂକ୍ରମଣ ହେବା ସହିତ…

ଦଳ ପାଇଁ ବଳିଦାନ ଦେବାକୁ ପ୍ରସ୍ତୁତ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୧୪।୩: କଂଗ୍ରେସ ଆନ୍ତରୀଣ ସଭାପତି ସୋନିଆ ଗାନ୍ଧୀ ତାଙ୍କ ପରିବାର ସଦସ୍ୟ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)ରେ ଇସ୍ତଫା ପ୍ରସ୍ତାବ ଦେଇଥିଲେ। କିନ୍ତୁ ସିଡବ୍ଲ୍ୟୁସି ସର୍ବସମ୍ମତି କ୍ରମେ ଏହାକୁ ପ୍ରତ୍ୟାଖ୍ୟାନ…

କୋହଲିଙ୍କ ପାଇଁ ପାଗଳ ପ୍ରଶଂସକ; କଲେ ଏମିତି କାମ

ବେଙ୍ଗାଲୁରୁ,୧୪।୩: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ୨ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଦୃଢ ସ୍ଥିତିରେ ଅଛି। ଭ୍ରମଣକାରୀ ଶ୍ରୀଲଙ୍କା ସମ୍ମୁଖରେ ଟିମ ଇଣ୍ଡିଆ ୪୪୭ ରନର ଏକ ବଡ଼ ଲକ୍ଷ୍ୟ…

ରୋଗୀ-ଡାକ୍ତର ହାତାହାତି

ଭବାନୀପାଟଣା,୧୪ା୩(ସ୍ବ.ପ୍ର.): ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ ଏପରି ଅଦ୍ଭୁତ କାଣ୍ଡ ଦେଖିବାକୁ ମିଳିଛି। ଯାହାର ଭିଡିଓ ଭାଇରାଲ ହେବାର ଲାଗିଛି। ସୂଚନାନୁଯାୟୀ, ରବିବାର ରାତିରେ…

ଆଜି ବି ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ସୋମବାର ବି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୬୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ

କାମାକ୍ଷାନଗର,୧୪ା୩(ଡି.ଏନ୍‌.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଅମାନବୀୟ କାଣ୍ଡ। ବାପଘର ଲୋକେ ଗୁରୁତର ଅବସ୍ଥାରେ ଝିଅଙ୍କୁ ଉଦ୍ଧାର…

ଉଚ୍ଚ ଶବ୍ଦ ସୃଷ୍ଟିକାରୀ ବାଇକ ଦେଖିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ସାବଧାନ! ଏଣିକି ବାଇକ୍‌ରୁ ଉଚ୍ଚ ଶବ୍ଦ ବାହାରୁଥିଲେ ହେବ କାର୍ଯ୍ୟାନୁଷ୍ଠାନ। ଖୋଜି ଖୋଜି ଧରିବ ପୋଲିସ। ରାଜଧାନୀରେ ଅନେକ ଯୁବକ ବାଇକ୍‌କୁ ମଡେଲିଂ କରିବା ସହ ସେଥିରେ ବିକଟାଳ ବା ଉଚ୍ଚ ଶବ୍ଦ ସୃଷ୍ଟିକାରୀ ସାଇଲେନ୍ସର ପାଇପ୍‌ ଲଗାଉଛନ୍ତି। କେଉଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri