ମଣ୍ଡିରୁ ଧାନ ନ ଉଠିଲେ ଆନ୍ଦୋଳନ
ବୋଲଗଡ଼,୧୪।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସଙ୍କ ଦେଖା ମିଳୁନାହିଁ। ଫଳରେ ଚାଷୀ ମଣ୍ଡିରେ ଧାନ ଦେଇ ନ ପାରି ଶୋଷଣର ଶିକାର ହେଉଛି। ଟୋକନ…
ୟୁକ୍ରେନ୍ ସେନା ପ୍ରଶିକ୍ଷଣ ଶିବିର ଉପରେ ରୁଷିଆର ମିଶାଇଲ ମାଡ, ଭଡାରେ ଆସିଥିବା ୧୮୦ ବିଦେଶୀ ସେନା ନିହତ!
କ୍ୱିଭ/ମସ୍କୋ/ୱାଶିଂଟନ,୧୪ ।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୨ ସପ୍ତାହରୁ ଅଧିକ ସମୟ ହୋଇଥିଲେ ବି ଏବେବି ଏହା କମ୍ ହୋଇନାହିଁ । ରୁଷିଆ ପକ୍ଷରୁ ୟୁକ୍ରେନର ଏକ ସେନା ପ୍ରଶିକ୍ଷଣ କେନ୍ଦ୍ର ଉପରେ ମିଶାଇଲ ମାଡ କରାଯିବା…
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଆର୍ ଆଣ୍ଡ ବି ଡିଭିଜନ ଫୋର୍ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…
ବିଜେଡି ପ୍ରାର୍ଥୀଙ୍କୁ ଟକ୍କର ଦେବେ ସ୍ବାଧୀନ
ଖୋର୍ଦ୍ଧା ଅଫିସ,୧୪ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିବସ। ଟିକେଟ ବଣ୍ଟନକୁ କେନ୍ଦ୍ର କରି ଭାଜପା ଓ ବିଜେଡିରୁ ଏକାଧିକ ଅସନ୍ତୁଷ୍ଟ କର୍ମୀ ମଇଦାନକୁ ଓହ୍ଲାଇଛନ୍ତି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବା ପରେ ସ୍ପଷ୍ଟ ଚିତ୍ର…
କ୍ଷୀର ଦାମ ୧୫୦ ଟଙ୍କା, ଚିନି କିଲୋ ୧୦୦
ଇସ୍ଲାମାବାଦ,୧୪ ।୩: ପାକିିସ୍ତାନର ଇମ୍ରାନ ସରକାର ପୁଣି ଟାର୍ଗେଟରେ । ଗୋଟିଏ ପଟେ ମହଙ୍ଗା ମାଡ ହୋଇଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ବିଶ୍ୱ ନେତାଙ୍କ ସହ ଆଖି ମିଶାଇ ପାରୁ ନାହାନ୍ତି । ବିରୋଧି ଏହାର ମଜା ଉଡାଉଥିବା…
ରୁଷିଆ ଆକ୍ରମଣରେ ନଷ୍ଟ ହେଲାଣି ୟୁକ୍ରେନର ୭ ହସ୍ପିଟାଲ, ୧୦୪ କ୍ଷତିଗ୍ରସ୍ତ
କ୍ୱିଭ୍,୧୪ ।୩: ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଆକ୍ରମଣକୁ ଆହୁରି ତୀବ୍ର କରାଯାଇଛି । ଏହାରି ଭିତରେ ଦ କ୍ୱିଭ ଇଣ୍ଡିପେଣ୍ଡେଟର ରିପୋର୍ଟରୁ ଜଣାପଡିଛି କି ରୁଷିଆ ଆକ୍ରମଣରେ ଏବେ ପର୍ଯ୍ୟନ୍ତ ୟୁକ୍ରେନର ୭ ହସ୍ପିଟାଲ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବା…
ଜିଲାପାଳଙ୍କ ପିଏ ହତ୍ୟା ମାମଲା: ରିପୋର୍ଟ ଦାଖଲ ନେଇ ଡିଜିଙ୍କୁ ଏନ୍ଏଚ୍ଆର୍ସିଙ୍କ ନିର୍ଦ୍ଦେଶ
ଜୟପୁର ୧୪ା୩ (ନି.ପ୍ର.): ମାଲକାନଗିରିର ପୂର୍ବତନ ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ପିଏ ସ୍ବର୍ଗତ ଦେବ ନାରାୟଣ ପଣ୍ଡାଙ୍କ ହତ୍ୟା ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି) ହସ୍ତକ୍ଷେପ କରି ଅଭିଯୁକ୍ତ ଏଯାଏ ଗିରଫ ହୋଇ ନ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି।…
ବେଗୁନିଆ ସରପଞ୍ଚଙ୍କ ସମେତ ୨ ଗିରଫ
ବେଗୁନିଆ,୧୪ା୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନର ଫଳାଫଳ ଶନିବାର ଘୋଷଣା ପରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗାଡ଼ି ଭଙ୍ଗାରୁଜା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ଏନେଇ ସାରୁଅ ଗ୍ରାମର ସମ୍ବିିତ୍ କୁମାର ମହାଭୋଇଙ୍କ ଅଭିଯୋଗକ୍ରମେ ବେଗୁନିଆ ପୋଲିସ…
ପୁଞ୍ଜିଭୂତ ଜନଅସନ୍ତୋଷର ପ୍ରତିଫଳନ
ଖୋର୍ଦ୍ଧା ଅଫିସ,୧୪ା୩: ବିଜେଡିରୁ ନିଲମ୍ବିତ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗୁଣ୍ଡାଗର୍ଦ୍ଦିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଶନିବାର ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଚାଲୁଥିବାବେଳେ ବ୍ଲକ କାର୍ଯ୍ୟାଳୟ ଆଗରେ ଲୋକଙ୍କ ଉପରକୁ ବିଧାୟକ ଜଗଦ୍ଦେବ ଗାଡ଼ି…
ଏମ୍ସିଏଲ୍ ସର୍ବବୃହତ୍ କୋଇଲା ଉତ୍ପାଦନକାରୀ କମ୍ପାନୀ
ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ (ଏମ୍ସିଏଲ୍) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍ ଟନ୍ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା ଉତ୍ପାଦନକାରୀ କମ୍ପାନୀ ହୋଇପାରିଛି। ଗତ ୧୨ ତାରିଖ ସୁଦ୍ଧା କମ୍ପାନୀ ଶୁଖିଲା ଇନ୍ଧନର ୭.୬୨…
ଶତ୍ରୁଘ୍ନ ସିହ୍ନା, ବାବୁଲ ସୁପ୍ରିୟୋ ଟିଏମ୍ସି ପ୍ରାର୍ଥୀ
କୋଲକାତା,୧୪।୩(ଆଇଏଏନ୍ଏସ୍): ପଶ୍ଚିମବଙ୍ଗରେ ଏପ୍ରିଲ ୧୨ରେ ହେବାକୁ ଥିବା ଉପନିର୍ବାଚନ ଲାଗି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶତ୍ରୁଘ୍ନ ସିହ୍ନା ଏବଂ ବାବୁଲ ସୁପ୍ରିୟୋଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଆସାନସୋଲ ଲୋକ ସଭା ଆସନ ଲାଗି ଶତ୍ରୁଘ୍ନ ଟିଏମ୍ସି ପ୍ରାର୍ଥୀ…
ନଦୀ କୁହେ ସଭ୍ୟତା କଥା
ମଣିଷ ସଭ୍ୟତାଗୁଡ଼ିକ ପ୍ରାୟତଃ ନଦୀକୂଳରେ ଗଢ଼ି ଉଠିଥିଲା। ସଭ୍ୟତାର କ୍ରମବିକାଶ ସମ୍ପର୍କରେ ନଦୀ ମୂକସାକ୍ଷୀ ପାଲଟିଛି। ନଦୀର ଗୁରୁତ୍ୱକୁ ଉପଲବ୍ଧି କରି ପ୍ରତିବର୍ଷ ମାର୍ଚ୍ଚ ୧୪ରେ ଅନ୍ତର୍ଜାତୀୟ ନଦୀ ଦିବସ (ଇଣ୍ଟରନ୍ୟାଶନାଲ ଡେ ଅଫ୍ ଆକ୍ସନ୍ ଫର୍ ରିଭର୍ସ) ପାଳନ କରାଯାଇଥାଏ।…
Archives


