Home Left

ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର

ଭୁବନେଶ୍ୱର,୨୮।୪(ବ୍ୟୁରୋ): ସାବଧାନ! ସହରରେ ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର। ଦେଖାଉଛନ୍ତି ଦିବ୍ୟାଙ୍ଗ ପ୍ରମାଣପତ୍ର। ଭିକ୍ଷା ମାଗିବା ଆଳରେ ଘରକୁ ଘର, ହଷ୍ଟେଲ, ମେସ୍‌ ବୁଲି ଚୋରି କରୁଛନ୍ତି। ଏଭଳି ଏକ ଗ୍ୟାଙ୍ଗ୍‌କୁ କମିଶନରେଟ ସ୍ପେଶାଲ ସ୍କ୍ବାଡ୍‌ ଧରିଛି। ବୁଧବାର…

ନାବାଳକଙ୍କୁ ଅପହରଣ, ନୟାଗଡ଼ରେ ବିକ୍ରି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀ ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଶିଶୁକନ୍ୟାକୁ ବିସ୍କୁଟ ଦେଇ ଅପହରଣ କରାଯିବା ଘଟଣାର ୧୦ଦିନ ପରେ ଖଣ୍ଡଗିରି ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଅପହରଣ କରାଯାଇ ବିକ୍ରି କରାଯାଇଥିବା ଜଣାପଡ଼ିଛି। ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ କାବୁ କରି ତାଙ୍କ…

କପି ଧରାପଡ଼ିବାରୁ ଜୀବନ ହାରିଲେ ଛାତ୍ର, ହଷ୍ଟେଲରୁ ମିଳିଲା ମୃତଦେହ

ଜଟଣୀ,୨୮।୪(ଡି.ଏନ୍‌.ଏ.): ରାଜ୍ୟରେ ଗତ କିଛିମାସ ମଧ୍ୟରେ କେତେକ କଲେଜ ପରିସରରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ନଜରକୁ ଆସିଛି। ଏହା ଉଭୟ କଲେଜ କର୍ତ୍ତୃପକ୍ଷ ଓ ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଗତ ମାସ ୧୪ତାରିଖରେ ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ନାଇଜର…

ବେବିରାଣୀ ହେଲେ ଶ୍ରେଷ୍ଠ ଓଡ଼ିଆଣୀ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପ୍ରଥା, ପରମ୍ପରା ଓ ଚଳଣିର ପୁନଃ ଅଭ୍ୟାସ ଜରିଆରେ ଓଡ଼ିଆ ସ୍ବାଭିମାନ, ଅସ୍ମିତାକୁ ଅନୁଭବ କରିବା ପାଇଁ ଏକ ଅନନ୍ୟ ଆନ୍ଦୋଳନ ହେଉଛି ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା ଓ ଓଡ଼ିଆ ମହୋତ୍ସବ’। କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ବୁଧବାର ସୂଚନା ଭବନଠାରେ…

ଇସ୍ରାଏଲରେ ରିଲିଜ ହେବ ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ଭାରତୀୟ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରିଥିବା ଅଭିନେତା ଅନୁପମ ଖେରଙ୍କ ଅଭିନୀତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ୨୮ ଏପ୍ରିଲ ଅର୍ଥାତ୍ ଗୁରୁବାର ଇସ୍ରାଏଲରେ ରିଲିଜ୍ ହେବାକୁ ପ୍ରସ୍ତୁତ ହୋଇ ସାରିଛି । ଆଇ ଏମ ବୁଦ୍ଧାଙ୍କ ନିର୍ଦ୍ଦେଶକ…

ସୂର୍ଯ୍ୟମୁଖୀ ଚାଷକୁ ପ୍ରୋତ୍ସାହନ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି । ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ । ପ୍ରଥମ ବର୍ଷର…

ପଞ୍ଜାବ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କୁ ଆତଙ୍କବାଦୀଙ୍କ ଧମକ

ଚଣ୍ଡିଗଡ଼,୨୮ ।୪: ଆତଙ୍କବାଦୀମାନେ ପଞ୍ଜାବର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ କିଛି ରେଲୱେ ଷ୍ଟେଶନକୁ ଉଡାଇ ଦେବାକୁ ଧମକ ଦେଇଥିବା ଜଣାପଡିଛି । ରାଜ୍ୟର କପୁରତାଲା ଷ୍ଟେଶନର ଡିଆରଏମଙ୍କୁ ମିଳିଥିବା ଚିଠିରେ ସୁଲ୍ଲତାନପୁର ଲୋଧି, ଲୋହିୟାଂ ଖାସ, ଫିରୋଜପୁର ଉାବନି, ଫଗୱାଡା, ଅମୃତସର…

ଶ୍ରମିକଙ୍କ କାମ କରୁଛି ମେଶିନ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନା ବାଟବଣା

ବରୀ,୨୮ା୪(ଡି.ଏନ.ଏ.): ସରକାର ଶ୍ରମିକଙ୍କୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାମ ଯୋଗାଇ ଦେବାର ନିୟମ ରହିଛି। ଏଥିସହିତ ଶ୍ରମିକମାନେ କିପରି ଏହି ଯୋଜନାରେ ସାମିଲ ହୋଇ ଉପକୃତ ହୋଇପାରିବେ ତାହା ଉପରେ ପ୍ରଶାସନକୁ ଗୁରୁତ୍ୱ…

୩ ମାସ ହେଲା ଗହମ ପାଉନାହାନ୍ତି ହିତାଧିକାରୀ, କଳାବଜାରରେ ବିକ୍ରି ପାଇଁ ମସୁଧା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୮ା୪(ଡି.ଏନ.ଏ./ସ୍ବ.ପ୍ର.): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଓ ଗହମ ପ୍ରଦାନ କରାଯାଉଛି। ତେବେ ଫେବୃୟାରୀରୁ ୩ ମାସ ହେଲା ହିତାଧିକାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବଡ଼ଚଣା ବ୍ଲକ ଅନ୍ତର୍ଗତ ୪୩ ପଞ୍ଚାୟତରେ ଏଭଳି ସମସ୍ୟା ଦେଖାଦେଇଛି।…

ବାଲିଚନ୍ଦ୍ରପୁର-କଳାଶ୍ରୀ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଲିଚନ୍ଦ୍ରପୁରଠାରୁ କଳାଶ୍ରୀ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ରାସ୍ତାଟି ପୂର୍ବରୁ ଜଳସମ୍ପଦ ବିଭାଗ ଅଧୀନରେ ଥିଲାବେଳେ ୨ ବର୍ଷ ତଳେ ଏହାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରାଯାଇଛି। ପୂର୍ତ୍ତ ବିଭାଗ ତରଫରୁ ୫…

ମନ୍ତ୍ରୀଙ୍କୁ ମୋଦିଙ୍କ ନିର୍ଦ୍ଦେଶ: ବଜେଟର ହେଉ ପୂର୍ଣ୍ଣ ବ୍ୟବହାର, ଟିମ ଭଳି କାମ କର, ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁ ଯୋଜନା

ନୂଆଦିଲ୍ଲୀ,୨୮ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ଟିମ୍ ବା ଦଳୀୟ ଭାବନାର ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି । ସେ ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସେମାନେ ଏକ ଟିମ୍ ଭଳି କାର୍ଯ୍ୟ କରନ୍ତୁ ।…

ବଦଳିବ ଆଦ୍ୟ ଶ୍ରୀକ୍ଷେତ୍ରର ରୂପ, ନୟାଗଡ଼ ଜିଲାରେ ଖୁସିର ପରିବେଶ

ନୟାଗଡ଼ ଅଫିସ/କଣ୍ଟିଲୋ,(ସ୍ବ.ପ୍ର.)୨୮।୪: ସମନ୍ବିତ, ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଆଦ୍ୟ ଶ୍ରୀକ୍ଷେତ୍ର କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟି ଟଙ୍କା ରାଜ୍ୟ ସରକାର ମଞ୍ଜୁର କରିବା ପରେ ନୟାଗଡ଼ ଜିଲାରେ ଖୁସିର ପରିବେଶ ସୃଷ୍ଟି ହୋଇଛି । ପୁରୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri