Home Left

ୟୁକ୍ରେନ୍ ଉପରେ ରୁଷିଆର ସାଇବର ଆଟାକ

ମସ୍କୋ,୨୮ ।୪: ରୁଷିଆ ୟୁକ୍ରେନ୍ ଯୁଦ୍ଧକୁ ୨ ମାସ ପୂରଣ ହେଲାଣି । ହେଲେ ଏବେବି ଯୁଦ୍ଧ ଜାରି ରହିଛି । ଆରମ୍ଭରୁ ଅନୁମାନ କରାଯାଉଥିଲା କି ରୁଷିଆ ଆଗରେ ୟୁକ୍ରେନ୍ ବେଶୀଦିନ ତିଷ୍ଠି ପାରିବ ନାହିଁ । ହେଲେ କିଛି…

୧୭୬ ଦେଶରେ ବ୍ୟବହାର ହେଉଛି ଓଡ଼ିଆ ଛାତ୍ର ଦେବାଶିଷଙ୍କ ଆପ୍‌

ଯୋଡ଼ା,୨୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଛାତ୍ର ଦେବାଶିଷ ବେହେରା ଫିଜବି ମୋବାଇଲ ଆପ୍‌ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି। ଏହି ଆପ୍‌ ଜରିଆରେ ଫ୍ରି ଆଣ୍ଡ୍‌ ସିକ୍ୱର ଭାବେ ଭିଡିଓ କନଫରେନ୍ସିଂ ସେବା ଉପଲବ୍ଧ ରହିଛି। ଏକକାଳୀନ ୭୦ ଜଣ…

ଆଜିଠୁ ଯୁକ୍ତ୨ ପରୀକ୍ଷା, ସକାଳ ୯ଟାରୁ ଆରମ୍ଭ

ଭୁବନେଶ୍ୱର, ୨୮।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦୁଇବର୍ଷ ପରେ ଛାତ୍ରୀଛାତ୍ର ପରୀକ୍ଷା…

କର୍ମକ୍ଷେତ୍ରରେ ନିରାପତ୍ତା ଅପରିହାର୍ଯ୍ୟ

କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସୁରକ୍ଷା ଏବଂ ନିରାପତ୍ତା ପ୍ରତି ଦୃଷ୍ଟି ଦେବା ଅତ୍ୟନ୍ତ ଜରୁରୀ । ଏହା ଦ୍ୱାରା କର୍ମଚାରୀଙ୍କ କାର୍ଯ୍ୟ କ୍ଷମତା ବୃଦ୍ଧି ସହିତ ବିକାଶ ଧାରା ଜାରି ରହିଥାଏ। ଏ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ଏପ୍ରିଲ ୨୮ରେ କର୍ମକ୍ଷେତ୍ରରେ…

ଏନ୍‌ପିଆରରେ ଜନ୍ମ, ମୃତ୍ୟୁ ଓ ପ୍ରବାସର ଅପଡେଟ ଜରୁରୀ

ନୂଆଦିଲ୍ଲୀ,୨୮ ।୪: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ୨୦୨୦-୨୧ ବର୍ଷର ରିପୋର୍ଟ ଅନୁଯାୟୀ, ଜନ୍ମ, ମୃତ୍ୟୁ ଓ ପ୍ରବାସ କାରଣରୁ ହେଉଥିବା ପରିବର୍ତ୍ତନକୁ ସାମିଲ କରିବା ପାଇଁ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏପନ୍‌ପିଆର୍‌)କୁ ପୁଣିଥରେ ଅପଡେଟ କରିବାର ଆବଶ୍ୟକତା ରହିଛି । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ…

ଆତ୍ମଘାତୀ ମହିଳା ସ୍ନାତକୋତ୍ତର

କରାଚୀ, ୨୮ା୪: ପାକିସ୍ତାନର କରାଚୀ ବିଶ୍ୱବିଦ୍ୟାଳୟ ପରିସରରେ ଏକ ଭ୍ୟାନ୍‌ରେ ମଙ୍ଗଳବାର ଆତ୍ମଘାତୀ ବିସ୍ଫୋରଣ କରିଥିବା ମହିଳା ଜଣେ ଉଚ୍ଚଶିକ୍ଷିତା ଏବଂ ୨ ପିଲାଙ୍କ ମା’ ବୋଲି ଜଣାପଡ଼ିଛି। ଆଫଗାନ୍‌ ଜର୍ନାଲିଷ୍ଟ ବଶିର୍‌ ଅହମ୍ମଦ ଗ୍ବାଖଙ୍କ ଅନୁସାରେ, ୩୦ ବର୍ଷୀୟା ଉକ୍ତ…

ସେନାକୁ ଭିକ ମାଗିଥିଲେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୮ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ କ୍ଷମତା ପାଇଁ ଏତେ ପାଗଳ ଥିଲେ ଯେ ସେ ନିଜ ସରକାର ବଞ୍ଚାଇବା ପାଇଁ ଶେଷ ପର୍ଯ୍ୟନ୍ତ ସେନାକୁ ଭିକ ମାଗିଥିଲେ ବୋଲି ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ(ପିଏମ୍‌ଏଲ୍‌-ଏନ୍‌) ଉପାଧ୍ୟକ୍ଷା ମରିୟମ ନଓ୍ବାଜ୍‌…

ପୁଲୱାମା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଆଉ ଜଣେ ଆତଙ୍କବାଦୀ ମୃତ ୨ ଏକେ ୪୭ ଜବତ

ପୁଲୱାମା,୨୮ ।୪: ଜମ୍ମୁ-କଶ୍ମୀର ପୁଲୱାମାର ମିତ୍ରିଗାମ ଅଞ୍ଚଳରେ ବୁଧବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା । ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ହେଲେ ଗୁରୁବାର ପୁଣିଥରେ ପୋଲିସ ପକ୍ଷରୁ ସୂଚନା ମିଳିଛି କି…

କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ ୬ ମାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୨୮ ।୪: କେନ୍ଦ୍ର ସରକାର କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଡୋଜ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ କମାଇ ୬ ମାସ କରିପାରନ୍ତି । ଅଧିକାରୀଙ୍କ ସୂତ୍ରରୁ ବୁଧବାର ମିଳିଥିବା ସୂଚନାରୁ ଏହା ଜଣାପଡିଛି । ଏମାନେ କହିଛନ୍ତି…

ଗୁଜରାଟର ରୋମାଞ୍ଚକ ବିଜୟ

ମୁମ୍ବାଇ,୨୭।୪: ଆଇପିଏଲ୍‌ରେ ୨୦୨୨ରେ ୪୦ତମ ମ୍ଯାଚରେ ଗୁଜରାଟ ଟାଇଟାନ୍ସ ଏକ ରୋମାଞ୍ଚକ ମୁକାବିଲାରେ ୪ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ୧୯୬ର ବିଜୟ ଲକ୍ଷ୍ୟକୁ ପିଛା କରି ଗୁଜରାଟ ଭଲ ବ୍ୟାଟିଂ ଆରମ୍ଭ କରିଥିଲା। ଦଳ ପକ୍ଷରୁ ରିଦ୍ଧିମାନ୍ ସାହା…

ଗୁଜରାଟକୁ ୧୯୬ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୨୭।୪: ଆଇପିଏଲ୍‌ରେ ୨୦୨୨ରେ ୱାଙ୍ଖେଡେ ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ସନରାଇଜର୍ସ ହାଇଦ୍ରାବାଦ ଗୁଜରାଟ ଟାଇଟାନ୍ସ ସମ୍ମୁଖରେ ୧୯୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହରାଇବା ପରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଦଳ…

କ୍ୟାନ୍‌ସର ବେଡ୍‌ରୁ ଚାକିରି ପାଇଁ ସାକ୍ଷାତକାର ଦେଲେ ଆଇଟି ପ୍ରଫେସନାଲ୍‌

ନିକଟରେ ଜଣେ କ୍ୟାନ୍‌ସର ରୋଗୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ରୋଗୀ ଜଣକ ହସ୍ପିଟାଲ ବେଡ ଉପରେ ବସି ଚାକିରି ପାଇଁ ସାକ୍ଷାତକାର ଦେଉଥିବାର ଦେଖାଯାଇଛି। କେମୋଥେରାପି ସେସନରେ ରୋଗୀଟି ଚାକିରି ପାଇଁ ଅନଲାଇନ ସାକ୍ଷାତକାର ଦେଇଥିଲେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri