ପିକେଙ୍କୁ ସେଲ୍ସମ୍ୟାନ୍ କହିଲା ଭାଜପା…
ନୂଆଦିଲ୍ଲୀ, ୨୭।୪ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ଏବଂ କଂଗ୍ରେସ ଦଳ ମଧ୍ୟରେ ହୋଇଥିବା ଚୁକ୍ତି ବିଫଳ ପରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତାମାନେ ଦେଶର ସର୍ବ ପୁରାତନ ଦଳ କଂଗ୍ରେସ ସାଧାରଣ ନିର୍ବାଚନ ପୂର୍ବରୁ ନିଜକୁ ବଞ୍ଚାଇବାକୁ ଚେଷ୍ଟା…
ରିଲେଶନସିପ୍କୁ ନେଇ ଏଭଳି କହିଲେ କିଆରା
ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସମ୍ପର୍କ କଥା ତ ସବୁ ଜାଣିଥିବେ। ନିକଟରେ ଦୁହିଁଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଛି। ଶୁଣାଯାଉଛି କି ଦୁହେଁ ବ୍ରେକ୍ଅପ୍ କରିଦେଇଛନ୍ତି। ଏଥିମଧ୍ୟରେ କିଆରା ଆଡଭାନୀଙ୍କ ଫିଲ୍ମ ’ଭୁଲ ଭୁଲେୟା ୨…
୩୦ ବର୍ଷ ଧରି ଟଏଲେଟରେ ତିଆରି ହେଉଥିଲା ସିଙ୍ଗଡ଼ା, ଆଉ ତା’ ପରେ…
ସାଉଦି ଆରବ,୨୭।୪: ୩୦ ବର୍ଷ ଧରି ଶୌଚାଳୟ (ଟଏଲେଟ)ରେ ସିଙ୍ଗଡ଼ା ତିଆରି କରାଯାଉଥିଲା। ପରେ ଏହା ଜଣାପଡ଼ିବା ପରେ ଉକ୍ତ ରେଷ୍ଟୁରାଣ୍ଟକୁ ଚଢ଼ାଉ କରି ସିଲ୍ କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିିଛି ସାଉଦି ଆରବର ଯେଦ୍ଧା ସହରରେ। ରେଷ୍ଟୁରାଣ୍ଟରେ…
ପ୍ରଶାନ୍ତ କିଶୋରଙ୍କୁ ଭେଟିଲେ ସିନ୍ଧୁ
ନୂଆଦିଲ୍ଲୀ, ୨୭।୪: ଦୀର୍ଘ ଦିନର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର। ଗତ ଅନେକ ଦିନ ଧରି କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଯାହାକୁ ନେଇ ପ୍ରଶାନ୍ତ କିଶୋର ମଙ୍ଗଳବାର କଂଗ୍ରେସରେ ଯୋଗ ଦେବାକୁ…
ତାଞ୍ଜାଭୁର ମନ୍ଦିରରେ ବଡ଼ ଅଘଟଣ: ୩ଶିଶୁ ସମେତ ୧୧ଜଣଙ୍କ ମୃତ୍ୟୁ, ଅନେକ ଆହତ
ଚେନ୍ନାଇ,୨୭।୪: ତାମିଲନାଡୁରେ ଏକ ବଡ଼ ଅଘଟଣ ଘଟିଛି। ମନ୍ଦିରରେ ଶୋଭାଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ ବୁଧବାର ସକାଳେ ତାଞ୍ଜାଭୁର ଜିଲାର କାଲିମେଡୁ ନିକଟସ୍ଥ ଅପ୍ପର ମନ୍ଦିରରେ ୯୪ତମ ଗୁରୁପୂଜା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ…
‘ମନ୍ନତ’ଘର ନେମ୍ ପ୍ଲେଟ ବଦଳାଇଲେ ଶାହରୁଖ, ମୂଲ୍ୟ ଜାଣିଲେ…
ବଲିଉଡ୍ ଅଭିନେତା ଶାହରୁଖ ଖାନ୍ଙ୍କ ଘର ମନ୍ନତ ବର୍ତ୍ତମାନ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଶାହରୁଖ ତାଙ୍କ ଘରର ନେମ ପ୍ଲେଟ ବଦଳାଇ ନୂଆ ନେମ ପ୍ଲେଟ ଲଗାଇଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଶାହରୁଖଙ୍କ ସ୍ତ୍ରୀ ଗୌରୀ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ କମ୍ ବୟସର ପିଲା ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ…
ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି। ପ୍ରତିଦିନ ତାପମାତ୍ରା ବୃଦ୍ଧିରେ ନୂଆ ରେକର୍ଡ ହେଉଛି । ଆସନ୍ତା ୩୦…
କୁକୁର ଛୁଆକୁ କିସ୍ କରୁଛି ଓଟ, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
କୋଭିଡ଼ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ
ନୂଆଦିଲ୍ଲୀ, ୨୭।୪: ଦେଶରେ କୋଭିଡ଼ ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି। ତେବେ ଏ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଦେଶର କୋଭିଡ ସ୍ଥିତି ସମୀକ୍ଷା କରିବେ। ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ…
ବିବାଦୀୟ ଡିଏଫ୍ଓଙ୍କ ବଦଳି: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁରେ ଛନ୍ଦି ହୋଇଥିଲା ନାଁ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁରେ ଛନ୍ଦି ହୋଇଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବଦଳି ହୋଇଛି। ସୌମ୍ୟଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ହୋ-ହାଲ୍ଲା ସତ୍ତ୍ୱେ ବେହେରାଙ୍କୁ ବଦଳି କରାଯାଇ ନ ଥିଲା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ…
ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ…
Archives


