ଜିଲାର ୬ ବ୍ଲକରେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ନିର୍ବାଚିତ
ସୋନପୁର,୧୨।୩ (ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ନିକଟରେ ଅନୁଷ୍ଠିତ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟରେ ଶନିବାର ୬ଟି ବ୍ଲକ ଅଧ୍ୟକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବ ନିର୍ଦ୍ଧାରିତ ସମୟାନୁଯାୟୀ ନବ ନିର୍ବାଚିତ ସମିତି ସଭ୍ୟା ଓ ସଭ୍ୟ ୬ଟିଯାକ…
ନିର୍ଦ୍ୱନ୍ଦ୍ୱରେ ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ହେଲେ ସସ୍ମିତା ରାଣୀ ନାଏକ
ହିନ୍ଦୋଳ,୧୨ା୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ଭାବେ ସସ୍ମିତା ରାଣୀ ନାଏକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ନାଏକ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ…
ସରିତା ବାଗ୍ ହେଲେ ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା
ବଲାଙ୍ଗୀର ଅଫିସ,୧୨ା୩: ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା ଭାବେ ବଡ଼ିଘାଟ ସମିତି ସଭ୍ୟା ସରିତା ବାଗ୍ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶନିବାର ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ବାଗ୍ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ…
ଜେଲ୍ରେ ତାଲିମ ଦେଉଛନ୍ତି ରେସଲର୍ ସୁଶୀଲ
ନୂଆଦିଲ୍ଲୀ,୧୨।୩: ହତ୍ୟା ଅଭିଯୋଗରେ ତିହାର ଜେଲ୍ରେ ବନ୍ଦୀ ଥିବା ଅଲମ୍ପିଆନ ସୁଶୀଲ କୁମାର କଏଦୀଙ୍କୁ ଫିଟ୍ନେସ ଓ ରେସଲିଂ ତାଲିମ ଦେଉଛନ୍ତି। ଏଥିପାଇଁ ଜେଲ୍ କର୍ତ୍ତୃପକ୍ଷ ତାଙ୍କୁ ଅନୁମତି ଦେଇଥିବା ଜଣାପଡ଼ିଛି। ଅଧିକାରୀଙ୍କ ଅନୁଯାୟୀ, ବର୍ତ୍ତମାନ ୬ରୁ ୭ଜଣ କଏଦୀ ସୁଶୀଲଙ୍କଠାରୁ…
୨୬ ଜୁନରେ ପାଳନ କରାଯାଇଥାଏ ଶ୍ରେୟା ଘୋଷାଲ ଡେ’
ମୁମ୍ବାଇ: ନିଜର ସୁରିଲା ସ୍ୱରରେ ଶ୍ରୋତାଙ୍କୁ ମତୁଆଲା କରୁଥିବା ବଙ୍ଗିୟ ଲଳନା ଶ୍ରେୟା ଘୋଷାଲ ଆଜି ପାଳନ କରୁଛନ୍ତି ତାଙ୍କ ଜନ୍ମଦିନ । ୧୨ ମାର୍ଚ୍ଚ ୧୯୮୪ରେ ପଶ୍ଚିମବଙ୍ଗର ବେହରାମପୁରରେ ଜନ୍ମ ନେଇଥିଲେ ଶ୍ରେୟା । ପିଲାଟିବେଳୁ ସଙ୍ଗିତ ପ୍ରତି ରୁଚି…
ଇଭିଏମ୍, ବାଲଟରେ ମଧ୍ୟ କେଶବ ପଛରେ
ଲକ୍ଷ୍ନୌ,୧୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୨୭୩ ଆସନ ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଇତିମଧ୍ୟରେ ଭାଜପାକୁ ଏକ ବଡ଼ ଝଟ୍କା ଲାଗିଛି। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ନିଜ ଗଡ଼ରେ ହିଁ ପରାଜୟର ସାମ୍ନା କରିବାକୁ ପଡ଼ିଛି। କୋଶାମ୍ବି…
ସ୍ମୃତି, ହରମନପ୍ରୀତଙ୍କ ଦମ୍ଦାର ଶତକ
ହାମିଲଟନ,୧୨।୩: ହାମିଲଟନସ୍ଥିତ ସେଡନ୍ ପାର୍କ ପଡ଼ିଆରେ ଶନିବାର ଖେଳାଯାଇଥିବା ମହିଳା ବିଶ୍ୱକପରେ ଭାରତ ଇତିହାସ ସୃଷ୍ଟି କରିଛି । ୱେଷ୍ଟ୍ଇଣ୍ଡିଜ ବିପକ୍ଷରେ ଭାରତର ଦୁଇ ବ୍ୟାଟର ଶତକ ହାସଲ କରିଛନ୍ତି । ସ୍ମୃତି ମାନ୍ଧାନାଙ୍କ ସହ ହରମନପ୍ରୀତ କୌର ଦମ୍ଦାର ବ୍ୟାଟିଂ…
ପୁଣି ଗୋଆରେ ମୁଖ୍ୟମନ୍ତ୍ରୀ ହେବେ ପ୍ରମୋଦ
ପାଣାଜୀ,୧୨।୩: ୨୦୨୨ରେ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପା ୪୦ଟି ସିଟ୍ ମଧ୍ୟରୁ ୨୦ଟି ହାସଲ କରିଛି। କିନ୍ତୁ ସଂଖ୍ୟାଗରିଷ୍ଠତା ହାସଲ କରି ନଥିବା ବେଳେ ନିର୍ବାଚିତ ସ୍ବାଧୀନ ପ୍ରାର୍ଥୀଙ୍କ ସମର୍ଥନ ମିଳିଛି। ଅନ୍ୟପକ୍ଷେ ପ୍ରମୋଦ ସାୱନ୍ତଙ୍କ ନେତୃତ୍ୱରେ ଗୋଆରେ ପୁଣି…
ଚିଲିକା ବିଧାୟକଙ୍କୁ ଆକ୍ରମଣ
ଚିଲିକା ବିଧାୟକଙ୍କୁ ଆକ୍ରମଣ ଖୋର୍ଦ୍ଧା ଅଫିସ,୧୨ା୩: ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇଛନ୍ତି। ବର୍ତ୍ତମାନ ବିଧାୟକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା…
ବିଧାୟକ ପଦରୁ ଇସ୍ତଫା ଦେଇପାରନ୍ତି ଅଖିଳେଶ-ଆଜମ
ଲକ୍ଷ୍ନୌ,୧୨।୩: ଚଳିତ ବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତ ସହ ସଂଖ୍ୟାଗରିଷ୍ଠତାରେ ଭାଜପା ଐତିହାସିକ ବିଜୟ ଲାଭ କରିଛି। ପୁଣି ଥରେ ରାଜ୍ୟରେ ସରକାର ଗଢ଼ିବ ଭାଜପା। କିନ୍ତୁ ସମାଜବାଦୀ ପାର୍ଟି(ଏସ୍ପି)ର ମୁୁଖ୍ୟ ଅଖିଳେଶ ଯାଦବଙ୍କୁ କ୍ଷମତାକୁ ଫେରିବା ପାଇଁ ପୁଣି…
ଫେସ୍ବୁକ୍, ଟୁଇଟର ପରେ ଇନ୍ଷ୍ଟାଗ୍ରାମରେ ପ୍ରତିବନ୍ଧକ ଲଗାଇଲା ରୁଷିଆ
ମସ୍କୋ,୧୨।୩: ୟୁକ୍ରେନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଲଗାତର ଭାବେ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ କଡ଼ା ପ୍ରତିବନ୍ଧକ ଲଗାଉଛି। ଇତିମଧ୍ୟରେ ଫେସ୍ବୁକ୍ ଓ ଟୁଇଟରରେ ପରେ ଏବେ ରୁଷିଆ ଇନ୍ଷ୍ଟାଗ୍ରାମ ଉପରେ ପ୍ରତିବନ୍ଧକ ଲଗାଇ ଏହାକୁ ବ୍ଲକ…
ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଛାଡିଲେନି ଠାକୁରଙ୍କ ମୂର୍ତ୍ତି ସହ ମୁକୁଟ
ପୁରୀ ଅଫିସ,୧୨।୩: ପୁରୀ ଜିଲା ବୀରନରସିଂହପୁର ଗାଁରେ ଥିବା ଗୋପିନାଥ ମନ୍ଦିରରୁ ଚୋରି ହୋଇଛି। ଅଷ୍ଟଧାତୁରେ ନିର୍ମିତ ବାବା ଗୋପିନାଥଙ୍କ ସହ, ରାଧା, ଦୁର୍ଗା ଓ ଅନ୍ୟ ପାଶର୍ବ ଦେବାଦେବୀଙ୍କ ମୂର୍ତ୍ତିକୁ ଦୁର୍ବୃତ୍ତ ନେଇଯାଇନ୍ତି । ଏହାସହ ଠାକୁରଙ୍କ ସୁନା ଓ…
Archives


