ସାତ୍ତ୍ୱିକ-ଚିରାଗ ଫାଇନାଲରେ
ବ୍ୟାଙ୍କକ୍,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ ଟାଇଟଲ ବିଜେତା ଏହି ଭାରତୀୟ ଯୋଡ଼ି ଶନିବାର ଅନୁଷ୍ଠିତ ଫାଇନାଲରେ ମାଲେସିଆର ତଥା…
କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…
ମୋହନା,୧୬।୫(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି। ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ କୁମାର ବେହେରଦଳାଇ (୨୮ )ଙ୍କ ସହ ସାଙ୍ଗ ସାଥି କ୍ରିକେଟ୍ ଖେଳୁଥିବା ସମୟରେ…
ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର
ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ ବୟସ୍କ ଓ ବିଭାଗର ସୁଇମିଂ କ୍ୟାଟାଗୋରିରେ ୨୦୦ରୁ ଅଧିକ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।…
୩୩ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର
ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍ ଲାଇନର ଖୁଣ୍ଟ ଓ ତାର ଦୀର୍ଘଦିନ ହେଲା ବିପଦସଙ୍କୁଳ ଅବସ୍ଥାରେ ଜମି ପଟକୁ ନଇଁ କି ରହିଥିଲା। ପୋଲ…
ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।
କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି। ଘଟଣା ଅନୁଯାୟୀ, ୨୦୨୫ ମସିହାରେ ସେହି ଅଞ୍ଚଳର ଶାରୀରିକ ଭିନ୍ନକ୍ଷମ ଅର୍ଜୁନ ବେହେରା…
ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ
ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି। ଶନିବାର (୧୬ ମଇ, ୨୦୨୬) ଲୋକ ଭବନ ଦ୍ୱାରା ପ୍ରକାଶିତ ଏକ ସରକାରୀ…
ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି
ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ନିରନ୍ତର ଯୁଦ୍ଧ ଏବଂ ବିଶ୍ୱ ଅସ୍ଥିରତା ଦଶନ୍ଧି ଧରି ଚାଲିଥିବା ବିକାଶକୁ…
Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ
ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ, ପାକିସ୍ତାନର ଦ୍ରୁତ ବୋଲର ହାସନ ଅଲିଙ୍କ ସହିତ ଏକ ଦୁଃଖଦ ଘଟଣା ଘଟିଛି।…
ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…
ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍ଯାପିତ ହେବ। ଆଜି ଅର୍ଥାତ୍ ଶୁକ୍ରବାର ସାବିତ୍ରୀ ଅମାବାସ୍ୟା ଥିବାରୁ ଦେବୀଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ମହିଳାମାନେ ସାବିତ୍ରୀ…
ଖବରଦାତାଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ତୁମର ରିପୋର୍ଟିଂ ଦେଶଦ୍ରୋହ…
ଓ୍ବାଶିଂଟନ,୧୬।୫ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯିବା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ରୋଧିତ ହୋଇଥିଲେ। ଦେଶ ସହ ଜଡିତ ଏକ ପ୍ରଶ୍ନ ଉପରେ ଟ୍ରମ୍ପ ଜଣେ…
ଅଲିମ୍ପିକ୍ସ ଆୟୋଜନ, ବିଶ୍ୱ ବିକାଶର ଇଞ୍ଜିନ, … ନେଦରଲ୍ୟାଣ୍ଡସ ଗସ୍ତ ସମୟରେ ଭାରତର ଏଜେଣ୍ଡା ସ୍ଥିର କଲେ ପ୍ରଧାନମନ୍ତ୍ରୀ ମୋଦି
ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସ୍ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ସମ୍ମୁଖରେ ‘ନୂତନ ଭାରତ’ର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ଆଉ କେବଳ ଏକ ଦ୍ରୁତ ବିକାଶଶୀଳ ରାଷ୍ଟ୍ର ନୁହେଁ; ଏହା…
ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ
ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର ଜୀବନ ଯାଇଥିବାବେଳେ ଅନ୍ୟ ୩ ଜଣ ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି। ଖାଦ୍ୟ…

