Home Left

ଆଜିଠୁ ସିବିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର, ୨୬।୪ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦେଶରେ ପ୍ରାୟ ୩୫ ଲକ୍ଷ ପିଲା ପରୀକ୍ଷା ଦେବେ। ଦଶମ ଶ୍ରେଣୀରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ…

ପ୍ରତିରକ୍ଷା ବ୍ୟୟ ୨ ଟ୍ରିଲିୟନ ଡଲାର ଟପିଲା

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ, ୨୬ା୪: କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ସତ୍ତ୍ୱେ ପ୍ରତିରକ୍ଷା ବ୍ୟୟ ବୃଦ୍ଧି ପାଇଛି। ୨୦୨୧ରେ ବିଶ୍ୱର ମୋଟ ସାମରିକ ବ୍ୟୟ ୨.୧ ଟ୍ରିଲିୟନ ଡଲାର ଟପିଛି। ଲଗାତର ୭ମ ବର୍ଷ ପାଇଁ ମିଲିଟାରୀ ଏକ୍ସପେଣ୍ଡିଚର ବଢ଼ିଥିବାବେଳେ ଆମେରିକା…

ଆଲୋଚନା ମାଧ୍ୟମରେ ସମାଧାନ କର: ହାଇକୋର୍ଟ

କଟକ ଅଫିସ, ୨୬ା୪:ହାଇକୋର୍ଟରେ ସୋମବାର ନାଲ୍‌କୋ କ୍ୟାପ୍‌ଟିଭ୍‌ ପାୱାର ପ୍ଲାଣ୍ଟରେ କୋଇଲା ସଙ୍କଟ ମାମଲାର ଶୁଣାଣି ହୋଇଛି। ପ୍ଲାଣ୍ଟରେ କୋଇଲା ସଙ୍କଟ କିପରି ଦୂର ହୋଇପାରିବ ଓ ସୁରୁଖୁରୁରେ ପ୍ଲାଣ୍ଟ ପରିଚାଳନା କରାଯାଇପାରିବ ସେନେଇ କେନ୍ଦ୍ର କୋଇଲା ସଚିବ, ଖଣି ସଚିବ,…

ମଧ୍ୟସ୍ଥତା କେନ୍ଦ୍ରରେ ଅଢ଼େଇ ଘଣ୍ଟା କାଉନ୍‌ସେଲିଂ

କଟକ ଅଫିସ, ୨୬ା୪:ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ କାଉନସେଲିଂ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ୩୦ପର୍ଯ୍ୟନ୍ତ ଅଢ଼େଇ ଘଣ୍ଟା କାଳ ଏହି କାଉନସେଲିଂ ଚାଲିଥିଲା। ଆସନ୍ତା ୪ ତାରିଖ ଅପରାହ୍ନ ୩ଟାରେ ପୁନର୍ବାର…

ଯୁକ୍ତ୨ ପରୀକ୍ଷା: ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ପରୀକ୍ଷାକୁ ଦୃଷ୍ଟିରେ ରଖି ପରିଷଦ ପକ୍ଷରୁ…

ଏକାଥରେ ୭୮,୦୦୦ରୁ ଉର୍ଦ୍ଧ୍ୱ ତ୍ରିରଙ୍ଗା ଉଡାଇ ଗିନିଜ ୱାର୍ଲଡ ରେକର୍ଡରେ ସ୍ଥାନ ପାଇଲା ଭାରତ

ନୂଆଦିଲ୍ଲୀ,୨୬ ।୪: ଇତିହାସ ରଚିଲା ଦେଶ । ଏପ୍ରିଲ ୨୩ରେ ଏକାସାଙ୍ଗେ ସବୁଠାରୁ ଅଧିକ ଜାତୀୟ ପତାକା ଉଡାଇ ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡରେ ସ୍ଥାନ ପାଇଛି । ଏହି ଐତିହାସିକ ଦିନରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ…

ପୁନରୁଦ୍ଧାର ହେବ ୪୨,୬୫୮ ହେକ୍ଟର ଜଳସେଚିତ ଜମି

ଯାଜପୁର ଅଫିସ,୨୬ା୪:ସରକାର ରାଜ୍ୟ ବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡ଼ିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ, ଫସଲ ଖସଡ଼ା…

ସୋଲାର ସାଇକେଲ ପାଇଁ ଚର୍ଚ୍ଚାରେ ସୌମ୍ୟ

ରାଜକନିକା,୨୬ା୪(ଡି.ଏନ୍‌.ଏ.):ସୋଲାର ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପେଗରପଡ଼ା ଗ୍ରାମର ଯୁବକ ସୌମ୍ୟ ରଞ୍ଜନ ପଲାଇ। ତାଙ୍କ ସୋଲାର ସାଇକେଲକୁ ଦେଖିବା ପାଇଁ ଆଖପାଖ ଅଞ୍ଚଳର ଲୋକେ ଆସୁଛନ୍ତି। ସୌମ୍ୟ ଜଣେ ଆଇଟିଆଇ ପଢ଼ନ୍ତା ଇଲେକ୍ଟ୍ରିସିଆନ।…

କୁଳପତି ନିଯୁକ୍ତ କରିବେ ରାଜ୍ୟ ସରକାର

ଚେନ୍ନାଇ,୨୬ା୪:ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ କୁଳପତି ଚୟନ ଏବେ ରାଜ୍ୟପାଳଙ୍କ ପରିବର୍ତ୍ତେ ରାଜ୍ୟ ସରକାର କରିବେ। ଏନେଇ ତାମିଲନାଡୁ ସରକାର ସୋମବାର ବିଧାନସଭାରେ ଦୁଇଟି ବିଲ୍‌ ଗୃହୀତ କରାଇଛନ୍ତିି। ରାଜ୍ୟପାଳଙ୍କ କୁଳପତି ନିଯୁକ୍ତି କ୍ଷମତା ଉଚ୍ଛେଦ କରିବା ଏହି ବିଲ୍‌ର ଉଦ୍ଦେଶ୍ୟ। ରାଜ୍ୟପାଳ…

୨୪୮.୫୧ କୋଟିର ଶ୍ରୀମନ୍ଦିର ବଜେଟ

ପୁରୀ ଅଫିସ,୨୬ା୪:୨୦୨୨-୨୩ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ୍‌ରେ ୨୪୮ କୋଟି ୫୧ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି। ବଜେଟ୍‌ରେ ବିଭିନ୍ନ ଯାନିଯାତ୍ରା, ପାଳିଆ ସେବାୟତ ପାଉଣା, କର୍ମଚାରୀଙ୍କ ଦରମା, କର୍ପସ ଫଣ୍ଡ ଜମା ଆଦି ସଂକ୍ରାନ୍ତରେ ଖର୍ଚ୍ଚ ରହିଛି। ବିଭିନ୍ନ କର୍ପସ…

ଚିନ୍ତନ ଶିବିର ପୂର୍ବରୁ ଜି-୨୩ଙ୍କୁ ମନାଇବାକୁ ପ୍ରୟାସ

ନୂଆଦିଲ୍ଲୀ,୨୬ ।୪: ରାଜସ୍ଥାନର ଉଦୟପୁରରେ ୧୩ରୁ ୧୫ ମେ’ ମଧ୍ୟରେ ହେବାକୁ ଯାଉଥିବା କଂଗ୍ରେସର ଚିନ୍ତନ ଶିବିରକୁ ଦଳ ‘ନବ ସଂକଳ୍ପ ଚିନ୍ତନ ଶିବିର’ ନାମ ଦେଇଛି । ଏହି ଚିନ୍ତନ ଶିବିରରେ ଦଳ ମୁଖ୍ୟତଃ ୬ଟି ମୁଖ୍ୟ ବିଷୟକୁ ନେଇ…

୧୧୯ ବର୍ଷରେ ପ୍ରାଣ ହରାଇଲେ ବିଶ୍ୱର ସବୁଠାରୁ ବୟସ୍କା

ଟୋକିଓ,୨୫।୪: ବିଶ୍ୱର ସବୁଠାରୁ ବୟସ୍କା ମହିଳା କାନେ ତାନାକା ୧୧୯ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି। ୧୯୦୩ ଜାନୁୟାରୀ ୨ରେ ଜାପାନର ଦକ୍ଷିଣ-ପଶ୍ଚିମ ଫୁକୁଓକା ଅଞ୍ଚଳରେ ସେ ଜନ୍ମ ଗ୍ରହଣ କରିଥିଲେ। ୨୦୧୯ରେ ତାନାକା ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri