ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଚେନ୍ନାଇ
ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୩୮ତମ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ରବିନ୍ଦ୍ର ଜାଡେଜା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ପଞ୍ଜାବ…
୧୬ ୟୁଟ୍ୟୁବ ଚ୍ୟାନେଲ ଉପରେ କେନ୍ଦ୍ର ସରକାରଙ୍କ ପ୍ରତିବନ୍ଧକ, ୬ଟି ଅପରେଟ ହେଉଥିଲା ପାକିସ୍ତାନରୁ
ନୂଆଦିଲ୍ଲୀ,୨୫ ।୪: ଦେଶରେ ମିଥ୍ୟା ନ୍ୟୁଜ ପ୍ରଚାର ପ୍ରସାର କରୁଥିବା ୟୁଟ୍ୟୁବ ଚ୍ୟାନେଲକୁ ନେଇ କେନ୍ଦ୍ରର ମୋଦି ସରକାର କଠୋର ପଦକ୍ଷେପ ନେଇଛନ୍ତି । ଭାରତ ସରକାର ୧୬ ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ କରି ଦେଇଛନ୍ତି । ଏସବୁ ୟୁଟ୍ୟୁବ ଚ୍ୟାନେଲ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ପୁଣି ଗିରଫ ହେଲେ ଜିଗ୍ନେଶ ମେଭାନି: କିଛି ସମୟ ପୂର୍ବରୁ ମିଳିଥିଲା ଜାମିନ
ଡିସପୁର,୨୫।୪: ଗୁଜରାଟ ବିଧାୟକ ଜିଗ୍ନେଶ ମେଭାନିଙ୍କୁ ପୁଣି ଥରେ ଆସାମ ପୋଲିସ ଗିରଫ କରିଛି। ବିଧାୟକ ଜିଗ୍ନେଶ ମେଭାନିଙ୍କୁ ତାଙ୍କ ଟୁଇଟ ସହ ଜଡିତ ଏକ ମାମଲାରେ ଜାମିନ ମିଳିବା ପରେ ଆସାମର ବାରପେଟା ପୋଲିସ ପୁନର୍ବାର ତାଙ୍କୁ ଗିରଫ କରିଛି।…
ଯୁକ୍ତ୨ ପିଲାଙ୍କ ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭୁବନେଶ୍ୱର,୨୫।୪(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଛି। ଏଥିପାଇଁ ସିଏଚ୍ଏସଇ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୋମବାରରୁ ମେ ୩୧ ଯାଏ ଏହି କଣ୍ଟ୍ରୋଲ ରୁମ ଚାଲୁ ରହିବ । କୌଣସି ସମସ୍ୟା ଥିଲେ, ଦ୍ୱନ୍ଦ…
ରୋଷେୟା ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
ଝାରସୁଗୁଡ଼ା ଅଫିସ,୨୫।୪: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରୋଷେୟା ଲଳିତ କୁମାର ସାହୁଙ୍କ ସନ୍ଦେହଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ବ୍ରଜରାଜନଗର ଭାଜପା ପକ୍ଷରୁ ସୋମବାର ସ୍ଥାନୀୟ ରେଳଷ୍ଟେଶନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଭାଜପା କର୍ମକର୍ତ୍ତାମାନେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ।…
ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ଆଶ୍ୱସ୍ତିକର ଖବର: କୋଭିଡ ସଂକ୍ରମଣରୁ ମୁକ୍ତ ହେଲା ଏହି ରାଜ୍ୟ
କୋହିମା,୨୫।୪: କିଛି ସମୟର ବିରତି ପରେ ପୁଣି ଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହା ସରକାର ଓ ଜନସାଧାରଣଙ୍କ ଚିନ୍ତା ଆହୁରି ବଢ଼ାଇ ଦେଇଛି। ଇତିମଧ୍ୟରେ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡରୁ ଏକ ଖୁସି ଖବର ସାମ୍ନାକୁ ଆସିଛି।…
ବ୍ୟାଙ୍କରେ ଅଚେତ ହୋଇଗଲେ ନାବାଳିକା ଛାତ୍ରୀ
ଗଞ୍ଜାମ,୨୫।୪(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଜ୍ୟୋତ୍ସ୍ନା ସ୍ବାଇଁ ଓ ତାଙ୍କ ଝିଅ କାଜଲ ସ୍ବାଇଁ(୯) ସୋମବାର କୌଣସି କାମରେ ଗଞ୍ଜାମ ଷ୍ଟେଟ୍ ବ୍ୟାଙ୍କ ଆସିଥିଲେ। ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଯୋଗୁ କାଜଲ ହଠାତ୍ ଅଚେତ ହୋଇ…
ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି କହି ଠକିନେଲେ ୧୦ ହଜାର
ଗଞ୍ଜାମ,୨୫।୪(ଡି.ଏନ୍.ଏ.): ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି। ୧୯୯୯ ମହାବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଟଙ୍କା ମିଳିବ କହି ଜଣେ ବୃଦ୍ଧଙ୍କଠାରୁ ୧୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଗତ ଶନିବାର ପୂର୍ବାହ୍ନରେ ଏକ ବାଇକ୍ରେ ଜଣେ ଯୁବକ ଗଞ୍ଜାମ…
ଟ୍ରୋଲ ହେଲେ ଟ୍ୱିଙ୍କଲ
ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ଓ ତାଙ୍କ ପତ୍ନୀ ଟ୍ୱିଙ୍କଲ ଖାନ୍ନା ସୋସିଆଲ ମଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ତାଙ୍କର କିଛି ଫଟୋ ଓ ଭିଡିଓ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଶେୟାର କରି ଉଭୟ ଦର୍ଶକଙ୍କ ହୃଦୟରେ ରହିବାକୁ…
‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’
ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ କାମ ହେଉଛି ସମସ୍ତଙ୍କ କାର୍ଯ୍ୟ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ଆଗେଇ ନେବା…
ଅଭିନୟ ଜଗତରେ କ୍ୟାରିୟର କରିବେ ସଚିନ୍ଙ୍କ ଝିଅ ସାରା
କ୍ରିକେଟ୍ର ସଚିନ୍ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କୁ ନେଇ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ବ୍ୟକ୍ତିଗତ ଜୀବନ ଠାରୁ ଆରମ୍ଭ କରି ବୃତ୍ତିଗତ ଜୀବନ ଯାଏ ସେ ପ୍ରାୟତଃ ଲାଇମ ଲାଇଟ୍ରେ ରୁହନ୍ତି। ତାଙ୍କ ଫଟୋ ଅନେକ ସମୟରେ ସୋସିଆଲ ମିଡିଆରେ…
Archives


