Home Left

୬୬ବର୍ଷରେ ପୁଣି ବର ସାଜିବେ ପୂର୍ବତନ କ୍ରିକେଟର

କୋଲକାତା,୨୫।୪: ଭାରତର ପୂର୍ବତନ ଓପନର ଅରୁଣ ଲାଲ ଦ୍ୱିତୀୟ ଥର ବର ସାଜିବାକୁ ଯାଉଛନ୍ତି। ୬୬ବର୍ଷ ବୟସରେ ଅରୁଣ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ୩୮ବର୍ଷୀୟ ବୁଲବୁଲ ଶାହା ନାମକ ଯୁବତୀଙ୍କୁ ସେ ବିବାହ କରିବାକୁ ଯାଉଥିବା ଜଣାପଡ଼ିଛି। ବୁଲବୁଲ୍‌ ଅରୁଣଙ୍କଠାରୁ…

କେଜିଏଫ୍‌-୨ର ଷ୍ଟାର୍‌ କାଷ୍ଟଙ୍କ ପାରିଶ୍ରମିକ କେତେ ଜାଣନ୍ତି

କେଜିଏଫ୍‌ ୨ ଏପ୍ରିଲ ୧୨ରେ ମୁକ୍ତିଲାଭ କରିଛି। ପ୍ରଶାନ୍ତ ନୀଲଙ୍କ ନିର୍ଦ୍ଦେଶନାରେ କେଜିଏଫ୍‌-୨ ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଛି। ୧୦ ଦିନ ମଧ୍ୟରେ ୮୦୦ କୋଟିରୁ ଅଧିକ ଆୟ କରିଛି। ଖୁବ ଶୀଘ୍ର ଏହି ଫିଲ୍ମ ୧୦୦୦ କୋଟି କ୍ଲବରେ ଯୋଗ…

ରଣବୀରଙ୍କ ଯୋଗୁ ମାଆ ହୋଇ ପାରିବେ ନାହିଁ ଦୀପିକା!

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଇଣ୍ଡଷ୍ଟ୍ରିର ପାୱାର କପୁଲ ବୋଲି କୁହାଯାଏ । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି କପୁଲ ତାଙ୍କ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ବେଳେ ବେଳେ କିଛି ଫଟୋ ଓ ଭିଡିଓ…

ଦିଲ୍ଲୀରେ ଭୁଷୁଡ଼ିିଲା ନିର୍ମାଣଧିନ କୋଠା

ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀରେ ସୋମବାର ଏକ ବଡ଼ ଅଘଟଣ ଘଟିଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ କୋଠା ଭୁଷୁଡ଼ିପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ୫ଜଣ ଶ୍ରମିକ ଭଗ୍ନାବଶେଷ ତଳେ ଫସିଯାଇଥିଲେ। ଘଟଣାସ୍ଥଳରେ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ସେମାନଙ୍କୁ ଉଦ୍ଧାର…

ପୂର୍ବତନ କେନ୍ଦ୍ର ଗୃହ ସଚିବଙ୍କ ପରଲୋକ

ନୂଆଦିଲ୍ଲୀ,୨୫।୪: ପୂର୍ବତନ କେନ୍ଦ୍ର ଗୃହ ସଚିବ ମାଧବ ଗଡବୋଲେଙ୍କର ହୃଦ୍‌ଘାତରେ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ୧୯୯୩ରେ ଆଇଏଏସ ଚାକିରିରୁ ସେୱଚ୍ଛାକୃତ ଅବସର ନେବା ପୂର୍ବରୁ ସେ କେନ୍ଦ୍ର ଗୃହ ବିଭାଗର ସଚିବ ଥିଲେ।…

ଶ୍ରୀମନ୍ଦିର ପାଇଁ ୨୪୮ କୋଟି ଟଙ୍କାର ବଜେଟ ଅନୁମୋଦନ

ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷିତ ଅଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ମିଳିତ ଭାବରେ ଆଗେଇ ନେବା ଉଚିତ୍‌।…

ଡହଡ଼ହ ଖରାରେ ଶିଝୁଛି ରାଜଧାନୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ୩ ଦିନ ହେଲା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି। ଡହଡ଼ହ ଖରାରେ ଶିଝୁଛି ସାରା ସହର । ଗରମ ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିପକାଉଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇପଡୁଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରର…

ଉଦ୍ଧବ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ଫଡନଭୀସ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦକୁ ନେଇ ରାଜନୀତି ତୀବ୍ର ହୋଇଛି। ଶାସକ ଦଳର ନେତା ଏବଂ ବିରୋଧୀ ଦଳ ମଧ୍ୟରେ ବାକ୍‌ ଯୁଦ୍ଧ ଚାଲିଛି। ଏହି କ୍ରମରେ, ସୋମବାର ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସ…

‘କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାର ୪ର୍ଥ ଲହରକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତ ରୁହ, ସବୁ ପ୍ରକାର ପଦକ୍ଷେପ ନିଆଯାଉଛି। କରୋନା ଅନ୍ୟ ରାଜ୍ୟ ତୁଳନାରେ ଆମ ରାଜ୍ୟରେ ନିୟନ୍ତ୍ରଣରେ ରହିଛି।…

ବାଚସ୍ପତିଙ୍କୁ ଚିଠି ଲେଖିଲେ ନବନୀତ: ଆଣିଲେ ସାଂଘାତିକ ଅଭିଯୋଗ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଘର ସମ୍ମୁଖରେ ହନୁମାନ ଚାଳିଶା ପାଠ ପାଇଁ ଖୋଲା ଚାଲେଞ୍ଜ ଦେବା ପରେ ପୋଲିସ ଅମରାବତୀର ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣାଙ୍କୁ ଗିରଫ କରିଛି। ସୋମବାର ଲୋକ ସଭା…

ମେଡ଼ିକାଲ ଛାତ୍ର ମୃତ୍ୟର ତଦନ୍ତ ନେଇ ଡିନ୍‌ଙ୍କୁ ଭେଟିଲେ ବୁଦ୍ଧିଜୀବୀ

ବଲାଙ୍ଗୀର ଅଫିସ,୨୫।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରଥମ ବର୍ଷ ଛାତ୍ର ନିଶାନ୍ତ କୁମାରଙ୍କ ମୃତ୍ୟୁ ର଼୍ୟାଗିଂଜନିତ ବୋଲି ଅଭିଯୋଗ ହେବା ପରେ ବଲାଙ୍ଗୀର ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ସୋମବାର ଏକ…

କଶ୍ମୀରରୁ ଧାରା ୩୭୦ ହଟିବା ପ୍ରସଙ୍ଗ: ଜୁଲାଇରେ ହୋଇପାରେ ଶୁଣାଣି

ନୂଆଦିଲ୍ଲୀ,୨୫।୪: କଶ୍ମୀରରୁ ଧାରା ୩୭୦କୁ ହଟିବା ଏବଂ ଜମ୍ମୁ କାଶ୍ମୀରକୁ ଦୁଇ କେନ୍ଦ୍ର ଶାସିତ ଅଞ୍ଚଳରେ ବିଭକ୍ତ କରିବା ବିରୋଧରେ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଚାଲେଞ୍ଜ କରି ହୋଇଥିବା ମାମଲାର ଶୁଣାଣି ଆସନ୍ତା ମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri