ଏପ୍ରିଲ ୨୬ରୁ ସିବିଏସ୍ଇ ଟର୍ମ-୨ ପରୀକ୍ଷା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୩(ବ୍ୟୁରୋ): ପରୀକ୍ଷା ପାଇଁ ତାରିଖ ଘୋଷଣା କଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ । ଏପ୍ରିଲ ୨୬ରୁ ଉଭୟ ଦଶମ ଏବଂ ଦ୍ୱାଦଶ ଟର୍ମ-୨ ପରୀକ୍ଷା ହେବ। ଏ ନେଇ ସିବିଏସ୍ଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦିନ ୧୦ଟା୩୦ରୁ…
କେଜ୍ରିଓ୍ବାଲଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭଗଓ୍ବନ୍ତ
ନୂଆଦିଲ୍ଲୀ,୧୧।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)କୁ ବିପୁଳ ପରିମାଣରେ ଭୋଟ ମିଳିଛି। ପଞ୍ଜାବରେ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନଙ୍କ ଦମ୍ଦାର ବିଜୟ ପରେ ସମସ୍ତଙ୍କ ନଜର ଏବେ ଦଳ ଉପରେ ରହିଛି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯଯୋକ ଅରବିନ୍ଦ…
ଅନେକ ରେକର୍ଡ ଭାଙ୍ଗିଲେ ଯୋଗୀ
ଲକ୍ଷ୍ନୌ,୧୧ା୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି। ଗୋରଖପୁର ସହରାଞ୍ଚଳ ଆସନରୁ ବିଜୟୀ ହୋଇଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତାଙ୍କ ଦଳ ନିର୍ବାଚନରେ ଅନେକ ରେକର୍ଡ ସୃଷ୍ଟି କରିଛନ୍ତି।…
ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ
ଡେରାଡୁନ୍,୧୧।୩: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ନିର୍ବାଚନମଣ୍ଡଳୀ ଖତିମାରୁ ବିଧାନସଭା ନିର୍ବାଚନରେ ହାରିଯିବା ପରେ ଆଜି ରାଜ୍ୟପାଳଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ନୂତନ ସରକାର ଗଠନ ନ…
୬ ପୌରାଧ୍ୟକ୍ଷା, ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ
ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ପୌରନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚପରେ ୬ ପୌରାଧ୍ୟକ୍ଷ ଏବଂ ୭୬ କାଉନସିଲର ପ୍ରାର୍ଥୀପତ୍ର କାଏମ ରହିଛି। ପୌରାଧ୍ୟକ୍ଷା ପଦବୀରେ ବିଜେଡିର ରଞ୍ଜନା ପଣ୍ଡା, ଭାଜପାର ତନୟା ମିଶ୍ର, କଗ୍ରେସର ସସ୍ମିତା ଯୋଶୀ ଏବଂ ସ୍ବାଧୀନ ପ୍ରାର୍ଥନୀ ଭାବେ ନିନିମା…
ଏଲ୍ଓସି ପାଖରେ ଖସିଲା ସେନା ଚପର
ଶ୍ରୀନଗର,୧୧।୩: ଭାରତୀୟ ସେନାର ଚିତା ହେଲିକପ୍ଟର ଲାଇନ୍ ଅଫ୍ କଣ୍ଟ୍ରୋଲ (ଏଲ୍ଓସି) ପାଖରେ ଖସିପଡ଼ିଛି। ଉତ୍ତର କଶ୍ମୀରର ଗୁରେଜ ସେକ୍ଟରରେ ଏହି ଦୁର୍ଘଟଣା ଘଟିଥିବା ଅଧିକାରୀମାନେ କହିଛନ୍ତି। ତେବେ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ସୀମା ସୁରକ୍ଷା ବଳ (ବିଏସ୍ଏଫ୍)…
ଜଙ୍ଗଲରେ ନାବାଳିକାଙ୍କୁ ବଳାତ୍କାର
ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଦାଣ୍ଡପାନି ନୁଆଡିହି ଗ୍ରାମରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ନାବାଳିକା ଗାଁ ନିକଟ ଜଙ୍ଗଲକୁ ଜାଳେଣି ସଂଗ୍ରହ ପାଇଁ ଯାଇଥିଲେ। ଏହି ସମୟରେ ତାଙ୍କୁ ଅଭିଯୁକ୍ତ ବଳତ୍କାର…
ଜାଡେଜାଙ୍କ ଅପେକ୍ଷାରେ ମାଇଲଷ୍ଟୋନ
ବାଙ୍ଗାଲୋର,୧୧।୩: ଶନିବାର ଠାରୁ ଶ୍ରୀଲଙ୍କା ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ତଥା ଦିବା-ରାତ୍ର ଟେଷ୍ଟରେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ବଡ଼ ବ୍ୟକ୍ତିଗତ ମାଇଲଷ୍ଟୋନ ହାସଲ କରିପାରିନ୍ତି। ଭାରତ ପାଇଁ ୫୯ତମ ଟେଷ୍ଟ ଖେଳିବାକୁ ଯାଉଥିବା ଜାଡେଜାଙ୍କୁ ୨୫୦…
ଝିଅର ପ୍ରଥମ ଝଲକ ଶେୟାର କଲେ ଆଦିତ୍ୟ
ବଲିଉଡ ଆକ୍ଟର ତଥା ସିଙ୍ଗର ଆଦିତ୍ୟ ନାରାୟଣ-ଶ୍ୱେତା ଅଗ୍ରୱାଲ ଗତ କିଛି ଦିନ ପୂର୍ବରୁ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଫେବୃୟାରୀ ୨୪ରେ ତାଙ୍କର ପ୍ରଥମଙ୍କୁ ଜନ୍ମ ଦେଇଥିଲେ ଶ୍ୱେତା। କିଛି ଦିନ ପୂର୍ବେ ନିଜ ଝିଅର ନାଁ ଘୋଷଣା…
ଭାରତକୁ ଚେତାବନୀ ଦେଲା ପାକିସ୍ତାନ
ଇସଲାମାବାଦ,୧୧।୩: ଭାରତରେ ନିର୍ମିତ ସୁପରସୋନିକ୍ ବସ୍ତୁ ପାକିସ୍ତାନର ଭୂଖଣ୍ଡରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥି ଲାଗି ଅପ୍ରୀତିକର ପରିଣାମ ଭୋଗିବାକୁ ପଡ଼ିପାରେ ବୋଲି ନୂଆଦିଲ୍ଲୀକୁ ଚେତାବନୀ ଦେଇଛି ପାକିସ୍ତାନ। ପାକିସ୍ତାନର ବୈଦେଶିକ କାର୍ଯ୍ୟାଳୟ ପକ୍ଷରୁ ଭାରତ ଦ୍ୱାରା କରାଯାଇଥିବା ଏୟାର ସ୍ପେସ୍ ଉଲ୍ଲଂଘନକୁ…
ଇସ୍ତଫା ଦେଲେ ଚନ୍ନି
ଚଣ୍ଡିଗଡ,୧୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଚରଣଜିତ ସିଂ ଚନ୍ନି ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ତେବେ ନୂତନ ସରକାର ଗଠନ ନ ହେବା…
ଘରେ ଲୁଚାଇ ରଖିଥିଲେ ୧ କୁଇଣ୍ଟାଲ ୬୭ କେଜି ଗଞ୍ଜେଇ
କୋକସରା,୧୧।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗୁଡା ପଞ୍ଚାୟତ ଦାବ୍ରିଗୁଡାରେ ଜିଲା ଅବକାରୀ ବିଭାଗର ଏକ ଟିମ୍ ଚଢ଼ାଉ କରି ୪ଜଣଙ୍କ ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରି…
Archives


