Home Left

ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଫାଇଲ ତଳେ ଚାପି ହୋଇଛି: ବର୍ଷାଦିନେ ଜଳବନ୍ଦୀ ସହରବାସୀ

କେନ୍ଦ୍ରାପଡ଼ା ଅଫିସ,୨୫ା୪: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ଦୀର୍ଘ ୬ ବର୍ଷ ପରେ ଶେଷ ହୋଇଛି। ଏହି ପରିଷଦ ପାଇଁ ପୌରାଞ୍ଚଳ ଡ୍ରେନେଜ୍‌ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ୍‌ ସଫେଇକୁ ଗୁରୁତ୍ୱ ଦିଆଯାଉଛି।…

ନମ୍ବର ପ୍ଲେଟ୍‌ ଦାମ୍‌ ୭୦ କୋଟି

ଦୁବାଇ,୨୫।୪ : କାର୍‌ ନମ୍ବର ପ୍ଲେଟ୍‌ର ଦାମ୍‌ ୭୦ କୋଟି ଟଙ୍କା। ଏହା ବିଶ୍ୱର ତୃତୀୟ ସବୁଠୁ ମହଙ୍ଗା ନମ୍ବର ପ୍ଲେଟ୍‌ ବୋଲି କୁହାଯାଉଛି। ଏଏ୮ ଲେଖାଥିବା ଉକ୍ତ ନମ୍ବର ପ୍ଲେଟ୍‌କୁ ଦୁବାଇର ସଡ଼କ ଓ ପରିବହନ କର୍ତ୍ତୃପକ୍ଷ ନିକଟରେ ନିଲାମ…

ଇସ୍ରାଏଲ ଯିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ୱାଶିଂଟନ,୨୫ ।୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ କିଛି ମାସ ମଧ୍ୟରେ ଇସ୍ରାଏଲ ଗସ୍ତ ପରିପାରନ୍ତି । ଇସ୍ରାଏଲ ପ୍ରଧାନମନ୍ତ୍ରୀ ନଫ୍ତାଲି ବେନେଟ ଇସ୍ରାଏଲ ଆସିବାକୁ ବାଇଡେନଙ୍କୁ ନିମନ୍ତ୍ରଣ ଦେଇଥିଲେ । ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବୟାନ…

ପାଞ୍ଚଗଡ଼ ଜଙ୍ଗଲରେ ନିଆଁ

ବୋଲଗଡ଼,୨୪ା୪(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଖୋର୍ଦ୍ଧା ରେଞ୍ଜ୍‌ ବୋଲଗଡ଼ ବନପାଳ ଅଧୀନ ପାଞ୍ଚଗଡ଼ ସଂରକ୍ଷିତ ଜଙ୍ଗଲରେ ରବିବାର ନିଆଁ ଲାଗି ପ୍ରାୟ ଅଢ଼େଇ ଏକର ପରିମିତ ଅଞ୍ଚଳର ବୃକ୍ଷଲତା ଜଳିଯାଇଛି। ବୋଲଗଡ଼ ପଞ୍ଚାୟତ ମରଦାବାଡ଼ି ଗ୍ରାମ ନିକଟ ଜଙ୍ଗଲରେ ନିଆଁ…

୩ ବର୍ଷ ବିତିଲା, ସରୁନି ମେଗା ଜଳଯୋଗାଣ ପ୍ରକଳ୍ପ

ବୋଲଗଡ଼,୨୫ା୪(ଡି.ଏନ୍‌.ଏ.): ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚକରି ପ୍ରକଳ୍ପ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀ ଏବଂ ଠିକାସଂସ୍ଥାର ଅବହେଳା ଯୋଗୁ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରୁନି। ଫଳରେ ଲୋକେ ପାଇପ୍‌ ଯୋଗେ ପାନୀୟଜଳ ପାଇବାରୁ…

୨ କୋଟିରେ ପେଣ୍ଟିଂ କିଣିବାକୁ ଗାନ୍ଧୀ ପରିବାର ବାଧ୍ୟ କରିଥିଲା

ମୁମ୍ବାଇ/ନୂଆଦିଲ୍ଲୀ,୨୫।୪ : ଖ୍ୟାତନାମା ଚିତ୍ରକର ଏମ୍‌.ଏଫ୍‌. ହୁସେନଙ୍କ ଏକ ପେଣ୍ଟିଂକୁ ୨ କୋଟି ଟଙ୍କାରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କଠାରୁ କିଣିବା ପାଇଁ ବାଧ୍ୟ କରାଯାଇଥିବା ୟେସ୍‌ ବ୍ୟାଙ୍କ ସହପ୍ରତିଷ୍ଠାତା ରାଣା କପୁର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ କହିଛନ୍ତି। ଏହି…

୮ ବର୍ଷରେ ସନ୍ନ୍ୟାସିନୀ

ସୁରଟ,୨୫।୪ : ଖେଳିବା ବୁଲିବା ବୟସରେ ଗୁଜରାଟ ଅହମଦାବାଦର ୮ ବର୍ଷୀୟା ଆଙ୍ଗି ବାଗ୍ରେଚ୍‌ ସନ୍ନ୍ୟାସିନୀ ହୋଇଛନ୍ତି। ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଆଙ୍ଗି ରବିବାର ସୁରଟରେ ଆୟୋଜିତ ଏକ ଉତ୍ସବରେ ସନ୍ନ୍ୟାସିନୀ ଦୀକ୍ଷା ଗ୍ରହଣ କରିଥିବା ଜଣାପଡ଼ିଛି। ଦୀକ୍ଷା ଗ୍ରହଣ କରିବାରେ…

କୋମାରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ଭିତ୍ତିଭୂମି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟକୁ ୭ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଏଥିରେ ପ୍ରାୟ ୩୫ ହଜାର କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା…

୭ ଦିନରେ ଧରାହେଲାଣି ୧୦୯୬ ସ୍କୁଲ ଗାଡ଼ି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସ୍କୁଲପିଲାଙ୍କୁ ନେଉଥିବା ବସ୍‌ ଏବଂ ଅନ୍ୟ ଗାଡିଗୁଡ଼ିକର ଫିଟ୍‌ନେସ୍‌ ଉପରେ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଅଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛି। ସେଥିଲାଗି କିଛିଦିନ ହେଲା ରାଜ୍ୟର ବିଭିନ୍ନ ଜିଲାରେ ସ୍କୁଲ ବସ୍‌ଗୁଡ଼ିକ ଉପରେ ଜୋର୍‌ଦାର ଚଢ଼ାଉ କରାଯାଉଛି। ଗତ…

ସଚେତନତା ହିଁ ନିଦାନ

ବିଶ୍ୱସ୍ତରରେ ମ୍ୟାଲେରିଆକୁ ନିୟନ୍ତ୍ରଣ କରାଯିବା ଲାଗି ଉଦ୍ୟମ ଅବ୍ୟାହତ ରହିଛି। ମ୍ୟାଲେରିଆଠାରୁ କିଭଳି ଦୂରେଇ ରହିହେବ ସେନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ୨୫ ଏପ୍ରିଲ୍‌ରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳନ କରାଯାଇଥାଏ। ବିଶ୍ୱସ୍ତରରେ ୧୦୬ଟି ଦେଶରେ ୩.୩ ବିଲିୟନ ଲୋକ…

କେସିଆର୍‌ଙ୍କ ଦଳ ପାଇଁ କାମ କରିବ ଆଇପିଏସି

ଗୁଆହାଟୀ,୨୫।୪: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗଦେବା ଲାଗି କଥାବାର୍ତ୍ତା ଚାଲିଥିବାବେଳେ ସେପଟେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ଦଳ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସହ ତାଙ୍କ ରାଜନୈତିକ ପରାମର୍ଶଦାତା ଟିମ୍‌ ଆଇପିଏସି (ଇଣ୍ଡିଆନ ପଲିଟିକାଲ…

ମାଲି ସେନା ଶିବିର ଉପରେ ଆତଙ୍କବାଦୀ ଆକ୍ରମଣ, ୬ ସେନା ମୃତ ଅନେକ ଆହତ

ବମାକୋ,୨୫ ।୪: ଦକ୍ଷିଣ ଆଫ୍ରିକୀୟ ଦେଶ ମାଲିରେ ରବିବାର ୩ ସେନା ଶିବିରକୁ ଟାର୍ଗେଟ କରି କରାଯାଇଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୬ ଜଣ ସେନାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଡଜନେରୁ ଅଧିକ ଆହତ ବି ହୋଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri