Home Left

ମୁମ୍ବାଇର ଅପେକ୍ଷା ଜାରି

ମୁମ୍ବାଇ,୨୪।୪: ସ୍ଥାନୀୟ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୩୬ ରନ୍‌ରେ ହରାଇ ଦେଇଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଅଧିନାୟକ ଲୋକେଶ ରାହୁଲଙ୍କ ଅପରାଜିତ ୧୦୩ ରନ୍‌ର ଶତକୀୟ ଇନିଂସ୍‌ ଯୋଗୁ ଲକ୍ଷ୍ନୌ ୨୦ ଓଭରରେ ୬ ଉଇକେଟ…

ବୁଡ଼ିଗଲେ ୨ ସାଙ୍ଗ

ରାୟଗଡ଼ା ଅଫିସ,୨୪ା୪: ପ୍ରବଳ ଗରମରୁ ସାମାନ୍ୟ ନିସ୍ତାର ପାଇବା ପାଇଁ ସାଙ୍ଗମାନଙ୍କ ସହ ସନ୍ଧ୍ୟାରେ ନାଗାବଳୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ଗଭୀର ଜଳରେ ବୁଡ଼ିଯାଇ ୨ ନାବାଳକଙ୍କ ଜୀବନ ଚାଲିଯାଇଛି। ରାୟଗଡ଼ା ଜିଲା ତୁମ୍ବିଗୁଡ଼ାରେ ଏଭଳି ଘଟଣା ଘଟିଛି। ଦୁଇ…

ଚଳନ୍ତା ଟ୍ରେନ୍‌ରେ ଚଢ଼ି ଜଳିଗଲେ ଯୁବକ

ରାୟଗଡ଼ା ଅଫିସ,୨୪ା୪: ଚଳନ୍ତା ଟ୍ରେନ୍‌ରେ ହଠାତ ଚଢ଼ିଗଲେ ଯୁବକ। ଏହା ଦେଖି ତାଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିବାରୁ ଟ୍ରେନ୍‌ ଉପର ଦେଇ ଯାଇଥିବା ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ ତାରକୁ ଧରି ଜଳିଗଲେ ଯୁବକ। ରାୟଗଡ଼ା ଜିଲା ଜେମାଦେଇପେଣ୍ଠ ଷ୍ଟେଶନ ନିକଟରେ…

ଦୁର୍ଘଟଣାରେ ଚାଲିଗଲା ଡାକ୍ତରଙ୍କ ଜୀବନ

ବାରିପଦା ଅଫିସ,୨୩ା୪: ମୟୂରଭଞ୍ଜ ଜିଲାର ସୁନାମଧନ୍ୟ ବରିଷ୍ଠ ବିଶେଷଜ୍ଞ ଡାକ୍ତର ଅଞ୍ଜନ ଷଡଙ୍ଗୀଙ୍କ ରବିବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଗୁରୁତର ହୋଇ ପ୍ରଥମେ ବାରିପଦା ପିଆରଏମ ମେଡିକାଲ ଓ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ନେବା…

ହୃଦ୍‌ଘାତରେ ୪୦ ବର୍ଷୀୟ କ୍ରିକେଟର୍‌ଙ୍କ ପରଲୋକ

ମୁମ୍ବାଇ,୨୪।୪:ମୁମ୍ବାଇର ପୂର୍ବତନ ଦ୍ରୁତ ବୋଲର ତଥା ରଣଜୀ ଟ୍ରଫି ବିଜେତା ଦଳର ଅଂଶ ଥିବା ରାଜେଶ ବର୍ମାଙ୍କ ଦେହାନ୍ତ ହୋଇଛି। ସେ ୪୦ ବର୍ଷ ବୟସରେ ହୃଦଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଜେଶ ତାଙ୍କ କ୍ୟାରିୟରରେ ୭ଟି ପ୍ରଥମ ଶ୍ରେଣୀ…

ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୩ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ରୋଗୀଙ୍କ ମଧ୍ୟ…

ଅଭିନେତ୍ରୀଙ୍କୁ ପ୍ରତାରଣା କରି ଗିରଫ ହେଲେ ଅଭିନେତା

ଫୁଲନଖରା,୨୪।୪:(ଡି.ଏନ୍‌.ଏ.): ଜଣେ ଅଭିନେତ୍ରୀଙ୍କୁ ପ୍ରତାରଣା କରି ଗିରଫ ହେଲେ ଅଭିନେତା। ଗିରଫ ଅଭିନେତା ଜଣକ ହେଲେ ବ୍ୟାସନଗର ଥାନା ଅଧୀନ ଯାଜପୁର ରୋଡ଼ର ଏମ୍‌.ସୁମନ କୁମାର। ଅଭିଯୋଗ ମୁତାବକ, ଅଭିନେତା ସୁମନ ୨ ବର୍ଷ ଧରି ଜଣେ ଅଭିନେତ୍ରୀଙ୍କ ସହ ପାହାଳ…

ଗୋଟିଏ ଓଭରରେ ସର୍ବାଧିକ ଉଇକେଟ ନେଇ ରେକର୍ଡ ଭାଙ୍ଗିଲେ

ମୁମ୍ବାଇ,୨୪।୪: କୋଲ୍‌କାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଅଲ୍‌ରାଉଣ୍ଡର ଆନ୍ଧ୍ରେ ରସେଲ ଶନିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଇତିହାସର ପ୍ରଥମ ବୋଲର ଭାବେ ଗୋଟିଏ ଓଭର ବୋଲିଂ କରି ୪ ଉଇକେଟ ସଫଳତା ହାସଲ କରିଛନ୍ତି। ଗୁଜରାଟ ଟାଇଟନ୍ସ (ଜିଟି) ବିପକ୍ଷ…

ଆରମ୍ଭ ହେଲା ନ୍ୟାଶନାଲ ଆର୍ଟ, କ୍ରାଫ୍ଟ ମେଳା

ସମ୍ବଲପୁର,୨୪।୪(ବ୍ୟୁରୋ): ନ୍ୟାଶନାଲ ଆର୍ଟ ଏବଂ କ୍ରାଫ୍ଟ କଟନ୍‌ ସିଲ୍କ ଏକ୍ସପୋ-୨୦୨୨ (ପ୍ରଦର୍ଶନୀ ଓ ମେଳା) ସମ୍ବଲପୁର ଅଇଁଠାପାଲିସ୍ଥିତ ପିଏଚ୍‌ଡି ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି। ମେଳାରେ ୧ଲକ୍ଷରୁ ଅଧିକ ସାମଗ୍ରୀ ପ୍ରଦର୍ଶନୀ ଓ ବିକ୍ରି ସକାଶେ ଉପଲବ୍ଧ ରହିଛି। ଜାତୀୟ କଳା ଓ…

ଟସ୍‌ ଜିତିଲା ମୁମ୍ବାଇ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଲକ୍ଷ୍ନୌ…

ଫାର୍ମ ହାଉସରେ ଖବରଦାତାଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୨୪ା୪(ଡି.ଏନ୍‌.ଏ.): ବେଲଗୁଣ୍ଠାରେ କାର୍ଯ୍ୟରତ ଥିବା ଖବରଦାତା ମଦନ ମୋହନ ପାଢ଼ୀ(୩୮)ଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ପୋଲିସ ରବିବାର ମଦନଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ…

ଚାଇନା ବିରୋଧରେ ‘ଯେସାକୁ ତେସା’ ନୀତି ଆପଣାଇଲା ଭାରତ

ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକଙ୍କ ପର୍ଯ୍ୟଟନ ଭିସା ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ। ଅନ୍ତର୍ଜାତୀୟ ବିମାନ ପରିବହନ ସଂଘ(ଆଇଏଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଚାଇନା ନାଗରିକଙ୍କୁ ଦିଆଯାଇଥିବା ଭାରତୀୟ ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଆଇଏଟିଏ ପକ୍ଷରୁ କୁହାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri