ନିଶା କବଳରେ ଯୁବବର୍ଗ
କେନ୍ଦ୍ରାପଡ଼ା ଅଫିସ, ୧୩।୮: କେନ୍ଦ୍ରାପଡା ଟାଉନ ପୋଲିସ ଗତ ସୋମବାର ସହରର ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ପ୍ରାୟ ୧୦ଲକ୍ଷ ଟଙ୍କାର ବ୍ରାଉନସୁଗାରକୁ ପୋଲିସ ଜବତ କରିଛି। ଏହା ପୂର୍ବରୁ ସହର ଥାନା ସମେତ ଜିଲାର ମାର୍ଶାଘାଇ,…
ଅଣୁଅସ୍ତ୍ର ଦସ୍ତାବିଜ ଖୋଜୁଥିଲା ଏଫ୍ବିଆଇ
ଓ୍ବାଶିଂଟନ,୧୩ା୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଫ୍ଲୋରିଡ଼ା ଘରେ ସଂଘୀୟ ତଦନ୍ତକାରୀ ସଂସ୍ଥା ଏଫ୍ବିଆଇ ଗତ ସପ୍ତାହରେ ଚଢ଼ାଉ ବେଳେ ଅଣୁଅସ୍ତ୍ର ସମ୍ପର୍କିତ ଦସ୍ତାବିଜ୍ ଖୋଜିଥିଲା। ତେବେ ଟ୍ରମ୍ପଙ୍କ ମାର୍-ଏ-ଲାଗୋ ରିସର୍ଟରୁ ଉକ୍ତ ଦସ୍ତାବିଜ୍ ମିଳିଛି କି ନାହିଁ ତାହା…
ମହିମା ଆଶ୍ରମରେ ସାଧୁସନ୍ଥଙ୍କ ନବାନ୍ନ ଭକ୍ଷଣ
ଝାରସୁଗୁଡ଼ା ଅଫିସ,୧୩ା୮: ଲଖନପୁର ବ୍ଲକ୍ ପଞ୍ଚଗାଁ ପଞ୍ଚାୟତ ମହିମାପରୁରମ୍ ବିଜାପାଲି ମହିମା ଆଶ୍ରମରେ ନବାନ୍ନ ଭକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଶ୍ରମର ଚିତ୍ରସେନ ଦାସ, ନିରଞ୍ଜନ ଦାସ, ସ୍ବରୂପା ଦାସ, ନେପାଳ ଦାସ, ନିର୍ମାୟାନନ୍ଦ ଦାସ, ଅଭୟ ଦାସ, ନରହରି…
କିଛି ଘଣ୍ଟାର ସର୍ଜରୀ ପରେ ଭେଣ୍ଟିଲେଟରରେ ସଲମାନ, ହରାଇ ପାରନ୍ତି ଆଖି
ନ୍ୟୁୟର୍କ,୧୩ ।୮: ନାମୀଦାମୀ ଲେଖକ ସଲମାନ ରୁଶିଦଙ୍କ ଉପରେ ଆମେରିକାର ନ୍ୟୁୟର୍କରେ ଆକ୍ରମଣ ହୋଇଛି । ଭାରତୀୟ ମୂଳ ବାସିନ୍ଦା ସଲମାନ ରୁଶିଦଙ୍କ ଉପରେ ହଠାତ୍ କେହି ଦୁର୍ବୁତ୍ତ ଆମେରିକାର ନ୍ୟୁୟର୍କରେ ଛୁରିରେ ଆକ୍ରମଣ କରିଥିଲେ । ଆହତ ହୋଇଥିବା ରୁଶିଦଙ୍କୁ…
କୁକୁଡ଼ାର ଏସବୁ ଗୁଣ ବଦଳାଇ ଦେବ ଭାଗ୍ୟ
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଯାହାକୁ ଗ୍ରହଣ କରି ଜଣେ ମଣିଷ ନିଜ ଜୀବନରେ ସଫଳତା ହାସଲ କରି ପାରିବ। ସେ ଏକ ଶ୍ଳୋକ ମାଧ୍ୟମରେ କୁକୁଡ଼ାଙ୍କର ଚାରୋଟି ଗୁଣ ବର୍ଣ୍ଣନା କରିଛନ୍ତି। ଯାହାକୁ…
ବାଘ ଶିକାରୀଙ୍କୁ ଧରାଇଦେଲା ଫଟୋ
ନୟାଗଡ଼ ଅଫିସ,୧୩ା୮: ୪ ବର୍ଷ ତଳେ ୪ଜଣ ବ୍ୟକ୍ତି କଲରାପତରିଆ ବାଘ ଶିକାର କରିଥିଲେ। ଜଣେ ଶିକାରୀ ମୃତ ବାଘ ସହ ଫଟୋ ଉଠାଇଥିଲେ। ଏବେ ସେହି ଫଟୋ ସେମାନଙ୍କୁ ଧରାଇଦେଇଛି। ଏହି ଘଟଣାରେ ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ରେଞ୍ଜ ବନ…
ଓଡ଼ିଶା ଆଗକୁ ବଢ଼ିବା ଚିତ୍ର ସ୍ପଷ୍ଟ ହେଉଛି: ମୁଖ୍ୟମନ୍ତ୍ରୀ
ବାରିପଦା ଅଫିସ/ ମୋରଡ଼ା, ୧୩ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟର ଶୁଭ ଉଦ୍ଘାଟନ ଓ ଶିଳାନ୍ୟାସ ପାଇଁ ଭିତ୍ତିପ୍ରସ୍ତର…
ଆମିର ଖାନ୍ଙ୍କୁ ଆସାମ ଗସ୍ତ ସ୍ଥଗିତ ରଖିବାକୁ କହିଲେ ବିଶ୍ୱଶର୍ମା
ଗୁଆହାଟୀ,୧୩ା୮: ଅଭିନେତା ଆମିର ଖାନ୍ଙ୍କ ଆସାମ ଗସ୍ତ ସ୍ଥଗିତ କରିବାକୁ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପରାମର୍ଶ ଦେଇଛନ୍ତି। ଆମିର ଆସନ୍ତା ୧୪ରେ ଗୁଆହାଟୀ ଯିବାକୁ ଯୋଜନା କରିଥିଲେ। କିନ୍ତୁ ରାଜ୍ୟବାସୀ ‘ହର୍ ଘର ତ୍ରିରଙ୍ଗା’ ପାଳନ କରୁଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତକୁ…
ଶାଖା କେନାଲ ରାସ୍ତା ମଝିରେ ଗର୍ତ୍ତ
ମାହାଙ୍ଗା ୧୩ା୮(ସ୍ବ.ପ୍ର.): ମାହାଙ୍ଗା ବ୍ଲକ ଅନ୍ତର୍ଗତ ତଥା ନିଶ୍ଚିିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡ ଅଧୀନରେ ଥିବା ୮ ଏଫ୍ ଶାଖା କେନାଲ ବନ୍ଧ ଗ୍ରାମ୍ୟ ଉନ୍ନୟନ ରାସ୍ତାର ଗୋତରା ସେନାପତି ସାହି ନିକଟରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି।…
ବ୍ରିଟେନରେ ମରୁଡ଼ି, ଫ୍ରାନ୍ସରେ ବନାଗ୍ନି
ଲଣ୍ଡନ/ ପ୍ୟାରିସ୍,୧୩ା୮: ଲଗାତର ଅନାବୃଷ୍ଟି ଓ ଗ୍ରୀଷ୍ମ ପ୍ରବାହ ଯୋଗୁ ଇଂଲଣ୍ଡର ବିଭିନ୍ନ ଭାଗରେ ମରୁଡ଼ି ଦେଖାଦେଇଛି। କ୍ରମାଗତ ୫ ମାସ ଧରି ସ୍ବାଭବିକଠାରୁ କମ୍ ବର୍ଷା ହୋଇଛି। ଜୁଲାଇରେ ହାରାହାରି ବୃଷ୍ଟିପାତ ୩୫% ରହିଥିବାବେଳେ ଶନିବାର କେତେକ ଭାଗରେ ତାପମାତ୍ରା…
ହାତୀ ଦିବସରେ ଅଭିନବ ପ୍ରତିବାଦ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ସାରା ବିଶ୍ବରେ ଅଗଷ୍ଟ ୧୨କୁ ହାତୀ ଦିବସ ଭାବରେ ପାଳନ କରାଯାଉଛି। ହାତୀ ସଂରକ୍ଷଣ ଓ ହାତୀ-ମଣିଷ କିପରି ଭାବରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ କରିପାରିବେ, ସେହି ବାର୍ତ୍ତା ବହନ କରିଥାଏ ହାତୀ ଦିବସ। ହେଲେ ଓଡ଼ିଶାରେ ହାତୀ ମୃତ୍ୟୁରେ…
ରତ୍ନଭଣ୍ଡାର ଖୋଲିବା ନେଇ ଜୋର୍ ଧରିଲା ଚର୍ଚ୍ଚା
ପୁରୀ ଅଫିସ,୧୩।୮:ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେ (ଏଏସ୍ଆଇ) ଚିଠି ଲେଖିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଛି। ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି କି ନିଷ୍ପତ୍ତି ନେଉଛି ତାହାରି…

