Home Left

କାଳିଆପାଣି ଖଣି ଅଞ୍ଚଳରେ ବଢୁଛି ନୀଳପଥର ଚୋରାଚାଲାଣ

କାଳିଆପାଣି,୨୪ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ୍‌, ଆଇରନ ଓ ପାରାସନାଇଟ ନୀଳପଥର ଆଦି ରହିଥିବା ବେଳେ ୯୫ ପ୍ରତିଶତ କ୍ରୋମାଇଟ ରହିଛି। ତେବେ ଏହି ଧାତୁ ଉପରେ ସରକାରଙ୍କ ନଜର ପଡ଼ି ନ ଥିବା ବେଳେ ଚୋରା ମାଫିଆଙ୍କ…

ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ଅଭିଯୋଗ

ଆର୍‌.ଉଦୟଗିରି,୨୪।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ଦଣ୍ଡାସି ସାହୁ ନିଜ ଘରେ ଜରାନିବାସ ଚଳାଉଥିବା ଦର୍ଶାଇ ଅର୍ଥ ହଡ଼ପ କରିବାକୁ…

ହନୁମାନ ଚାଳିଶା ବିବାଦ: କୋର୍ଟ ହାଜର ହେବା ପୂର୍ବରୁ ନବନୀତଙ୍କୁ ଆଉ ଏକ ଝଟ୍‌କା

ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍‌ପି ନବନୀତ ରାଣାଙ୍କୁ ରବିବାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ହେଲେ କୋର୍ଟରେ ହାଜର କରାଯିବା ପୂର୍ବରୁ ତାଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ନବନୀତ…

ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀ-ଶାଳୀଙ୍କୁ ମାରି ଘରେ ରଖିଥିଲେ ବ୍ୟକ୍ତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଚାଞ୍ଚଲ୍ୟ। ହାଉସିଂବୋର୍ଡ ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀ ଏବଂ ଶାଳିଙ୍କୁ ହତ୍ୟା କରିବା ପରେ ଦୁଇରୁ ତିନି ଦିନ ହେବ ଘରେ ରଖିଥିଲେ। ରବିବାର ଚନ୍ଦ୍ରଶେଖରପୁର ପୋଲିସ ଖବରପାଇ ମୃତଦେହକୁ ଜବତ କରିଛି। ଏଥିସହ…

କାର୍‌କୁ ମୁହାଁମୁହିଁ ପିଟିଲା ବସ୍‌; ଜଣେ ଆରୋହୀଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୪।୪- ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକରେ ରବିବାର ଭୋର ପ୍ରାୟ ସାଢେ ୪ଟାରେ ଏକ ଯାତ୍ରୀବାହୀ ବସ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ କାର୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ,…

ପୁରୀରୁ ଦର୍ଶନ ସାରି ଫେରୁଥିଲେ; ଓଲଟିଲା ବସ୍‌

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିବାରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଛତ୍ରପୁର…

ଖୋର୍ଦ୍ଧା-କଟକ ଆଗରେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩ ଜଣ ପିଲା ସଂକ୍ରମିତ ହୋଇଥିବା ନେଇ ରାଜ୍ୟ ସୂଚନା…

ମୋଦିଙ୍କ ଗସ୍ତ ପୂର୍ବରୁ ଜମ୍ମୁର ଏକ ଗାଁରେ ବିସ୍ଫୋରଣ

ଜମ୍ମୁ,୨୪ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜମ୍ମୁ-କଶ୍ମୀର ଗସ୍ତର କିଛି ଘଣ୍ଟା ପୂର୍ବରୁ ଏକ ସନ୍ଦିଗ୍ଧ ବିସ୍ଫୋରଣ ହୋଇଛି । ରବିବାର ସକାଳେ ହୋଇଥିବା ଏହି ବିସ୍ଫୋରଣ ସୁରକ୍ଷା ଏଜେନ୍ସିର ଚିନ୍ତା ବଢାଇ ଦେଇଛି । ରିପୋର୍ଟ ଅନୁଯାୟୀ, ଏହି ବିସ୍ଫୋରଣ…

ବିକ୍ରମ ଭଟ୍ଟଙ୍କ ଫିଲ୍ମରୁ ବଲିଉଡ ଏଣ୍ଟ୍ରି କରିବେ ଅଭିକା

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିର ମୋଷ୍ଟ ପପୁଲାର ଆକ୍ଟ୍ରେସ୍ ଅଭିକା ଗୋର ଖୁବ୍ କମ୍ ବୟସରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ‘ବାଳିକା ବଧୂ’ ଧାରାବାହିକ ମାଧ୍ୟମରେ ସେ ଘରେ ଘରେ ପରିଚତ ହୋଇଯାଇଥିଲେ । ଏହାପରେ ସେ…

ଢୋଲ ବଜାଇଲେ ମୋଦି

ନୂଆଦିଲ୍ଲୀ,୨୪ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରଙ୍ଗୋଲି ବିହୁ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମ କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନେୱାଲଙ୍କ ପକ୍ଷରୁ ଦିଲ୍ଲୀ ସ୍ଥିତ ତାଙ୍କ ଘରେ ଆୟୋଜନ କରାଯାଇଥିଲା । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିନ୍ନ…

ତରଭୁଜର ଦାମ ୪ ଲକ୍ଷ!

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। ଆମ ଦେଶରେ ଏହାର ଭଲ ଉତ୍ପାଦନ ବି ହୋଇଥାଏ। ତେଣୁ କମ୍‌ ମୂଲ୍ୟରେ ବି ଏହା ମିଳିଯାଏ। ତେବେ ଚାଇନା, ଜାପାନ, ମାଲେସିଆ ଓ ଥାଇଲାଣ୍ଡରେ ଏମିତି ଏକ ପ୍ରକାରର ତରଭୁଜ…

ମୁହଁ ଖୋଲିଲେ ଗେହଲଟ

ଜୟପୁର,୨୪ ।୪: ରାଜସ୍ଥାନରେ କିଛିଦିନ ହେବ ଅନୁମାନ ଲଗାଯାଉଛି କି ମୁଖ୍ୟମନ୍ତ୍ରୀ ବଦଳି ପାରନ୍ତି । ଏବେ ଏହାକୁ ନେଇ ମୁହଁ ଖୋଲିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ସେ ଜୟପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଖବରଦାତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri