ପୂର୍ବତନ ବିଧାୟକଙ୍କ ପରଲୋକ
ବାଲିଗୁଡ଼ା,୨୩ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ଶିକ୍ଷକରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡ଼ା ବିଧାୟକ…
ଘର ସାମ୍ନାରୁ ଯୁବକ ଚୋରି କରିଥିଲେ ବାଇକ୍, ଆଜି ପଡ଼ିଲେ ଧରା
କେନ୍ଦୁଝର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ପୋଲିସ ମୋଟର ସାଇକେଲ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। କେନ୍ଦୁଝର ସହର ଗାୟତ୍ରୀ ମନ୍ଦିର ଲେନ୍ରେ ରହୁଥିବା ସନ୍ତୋଷ ବେହେରାଙ୍କ ଏକ ମୋଟରସାଇକେଲ ଓଡି-୦୯ ଏଫ୍ ୧୩୯୯ ତାଙ୍କ…
ରାଜସ୍ଥାନୀ ଲୁକ୍ସରେ ଜାହ୍ନବୀଙ୍କ ଫଟୋ ଶୁଟ୍ ଦେଖି ଦିୱାନା ହେଲେ ପ୍ରଶଂସକ
ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ସବୁବେଳେ ତାଙ୍କ ଲୁକ୍ସକୁ ନେଇ ଥାଆନ୍ତି ଚର୍ଚ୍ଚାରେ । ନିଜ ଭିନ୍ନ ଭିନ୍ନ ଲୁକ୍ସର ଫଟୋ ସେ ତାଙ୍କ ପ୍ରଶଂସକଙ୍କ ପାଇଁ ଶେୟାର କରିଥାଆନ୍ତି । ନିକଟରେ ଜାହ୍ନବୀ ତାଙ୍କର କିଛି ସୁନ୍ଦର ଫଟୋ ଶେୟାର…
ଅପ୍ରମୟୀଙ୍କ ଗୋଟିଏ ଫୋନ୍ କଲ୍ ଧରାଇଲା ବଡ଼ ଡକାୟତ ଗ୍ୟାଙ୍ଗ
କେନ୍ଦ୍ରାପଡା ଅଫିସ,୨୩ା୪: କେନ୍ଦ୍ରାପଡ଼ା ଜିଲା ତନ୍ତିଆପାଳ ଥାନା କାକଟପୁର ଗ୍ରାମର ଅପ୍ରମୟୀ ସ୍ବାଇଁଙ୍କ ଗୋଟିଏ ଫୋନ୍ କଲ୍ ଏକ ଆନ୍ତଃରାଜ୍ୟ ଡକାୟତ ଦଳର ପର୍ଦ୍ଦାଫାଶ କରିଛି। ଏହି ଡକାୟତ ଦଳର ୧୮ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ଜିଲା ପୋଲିସ ଗିରଫ କରିଛି। ନିକିରାଇ…
ଜୁନ ୧୦ରେ ରିଲଜ୍ ହେବ ‘ଜନହିତ ମେ ଜାରି’
ମୁମ୍ବାଇ: ଜୁନ୍ ୧୦ରେ ସିନେମା ହଲରେ ରିଲିଜ୍ ହେବ ସୋସିଆଲ କମେଡି ଫିଲ୍ମ ‘ଜନହିତ ମେ ଜାରି’ । ଜୟ ବସନ୍ତୁ ସିଂ ଏହାର ନିର୍ଦ୍ଦେଶନା ଦେଇଥିବା ବେଳେ ଏଥିରେ ଅନୁଜ ସିଂ ଟିନୁ ଆନନ୍ଦ, ବିଜୟ ରାଜ ଓ ପରିତୋଷ…
ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ରଙ୍ଗୀନ ଅଣ୍ଡା
କେନ୍ଦୁଝର,୨୩ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସ୍ଲିମ ବସ୍ତିର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ରଙ୍ଗୀନ ଅଣ୍ଡାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ରଙ୍ଗୀନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପିଲାମାନଙ୍କୁ ଦିଆଯାଇଥିବା ଅଣ୍ଡା ମଧ୍ୟରୁ ଜଣେ…
ସୋନିଆଙ୍କୁ ଭେଟିବେ ପଟିଦାର ନେତା ନରେଶ ପଟେଲ: ଗୁଜରାଟ ନିର୍ବାଚନରେ ମିଳିପାରେ ଗୁରୁଦାୟିତ୍ୱ
ନୂଆଦିଲ୍ଲୀ,୨୩।୪: ଚଳିତ ବର୍ଷ ଶେଷ ସୁଦ୍ଧା ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ଗୁଜରାଟ ରାଜନୀତି ସରଗରମ ହେବାରେ ଲାଗିଛି। ପ୍ରତ୍ୟେକ ଦଳ ବର୍ତ୍ତମାନଠାରୁ ନିଜ ଦଳକୁ ମଜବୁତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହିକ୍ରମରେ କଂଗ୍ରେସ ମଧ୍ୟ ସାମିଲ…
ପନ୍ତଙ୍କୁ ଜରିମାନା, କୋଚ୍ଙ୍କୁ ଗୋଟିଏ ମ୍ୟାଚ ବ୍ୟାନ
ନୂଆଦିଲ୍ଲୀ, ୨୩।୪: ଆଇପିଏଲ୍ ୨୦୨୨ର ଶୁକ୍ରବାର ୩୪ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିଲା। ମ୍ୟାଚର ଶେଷ ଓଭରରେ ଅମ୍ପାୟାର ଏକ ନୋ ବଲ୍ ନ ଦେବାରୁ ରାଗି ଯାଇଥିଲେ ଦିଲ୍ଲୀ ଅଧିନାୟକ ଋଷଭ ପନ୍ତ। ଏପରିକି…
ବିହାର ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ: ନୀତିଶଙ୍କୁ ଭେଟିଲେ ଶାହା
ପାଟନା,୨୩।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଦିନିକିଆ ବିହାର ଗସ୍ତ କରିଛନ୍ତି। ଏହି ସମୟରେ ଅମିତ ଶାହା ପାଟନାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟି ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି। ସୂଚନାଯୋଗ୍ୟ, ଭୋଜପୁର ଜିଲାର ଜଗଦୀଶପୁରରେ ୧୮୫୭ରେ ବିଦ୍ରୋହରେ ନାୟକ ସାଜିଥିବା…
ହନୁମାନ ଚାଲିଶାକୁ ନେଇ ତେଜୁଛି ବିବାଦ: ଅପରାହ୍ନ ୩ଟାରେ ଖବରଦାତା ସମ୍ମିଳନୀ କରିବେ ନବନୀତ ରାଣା
ମୁମ୍ବାଇ,୨୩।୪: ମୁମ୍ବାଇରେ ହନୁମାନ ଚାଳିଶା ଜପକୁ ନେଇ ବିବାଦ ତେଜିବାରେ ଲାଗିଛି। ନିର୍ଦ୍ଦଳୀୟ ଏମ୍ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ରବି ରାଣା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀ ବାହାରେ ହନୁମାନ ଚାଳିଶା ପଢ଼ିବେ ବୋଲି ଶୁକ୍ରବାର ଘୋଷଣା…
ପତ୍ନୀହନ୍ତା ସ୍ବାମୀ ଗିରଫ
ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣିଘାଟି ପଞ୍ଚାୟତ ଜାମୁଳେଇ ବେଡା ଗ୍ରାମର ପତ୍ନୀହନ୍ତା ସ୍ବାମୀଙ୍କୁ ଘଟଗାଁ ପୋଲିସ ଗିରଫ କରିଛି। ଏହାପରେ ଉକ୍ତ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ, ଜାମୁଳେଇ ବେଡା ଗ୍ରାମରେ…
ଡ୍ରିଲ୍ ସମୟରେ ହଠାତ୍ ଅଚେତ ହୋଇପଡ଼ିଲେ ୩ଛାତ୍ରୀ
ସଜନାଗଡ,୨୩।୪(ଡି.ଏନ୍.ଏ.): ବାଲେଶର ଜିଲା ନୀଳଗିରି ବ୍ଲକ ଅଧିନ ଜାମୁଢିଆ ଆଦର୍ଶ ବିଦ୍ୟାଳୟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ଡ୍ରିଲ୍ ସମୟରେ ୨୦୦ ପିଲା ଭାଗ ନେଇଥିବା ବେଳେ ୧୫ଜଣ ଛାତ୍ରୀହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ଅସୁସ୍ଥଙ୍କ ମଧ୍ୟରୁ ୩ଜଣ ଛାତ୍ରୀ…
Archives


