Home Left

୨୪ଘଣ୍ଟାରେ ୫୬ ଆକ୍ରମଣ

ଖାର୍କ୍ୱିଭ୍‌,୨୩।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷୀୟ ସୈନ୍ୟ ୟୁକ୍ରେନରେ ଭୟଙ୍କର ବିନାଶ ଘଟାଇବାରେ ଲାଗିପଡ଼ିଛନ୍ତି। ଅନେକ ସହର ଏବେ ଧ୍ୱସଂ ବିଧ୍ୱସ୍ତ ହୋଇଯାଇଛି। ମାର୍ଚ୍ଚ ଶେଷ ସୁଦ୍ଧା ୟୁକ୍ରେନ ସହରର ହୋରେଙ୍କା ସହରର…

ନାବାଳିକାଙ୍କୁ ବଳାତ୍କାର କରି ପୂର୍ବତନ ସରପଞ୍ଚ ଗିରଫ

ନାକଟିଦେଉଳ,୨୩ା୪(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ନାକଟିଦେଉଳ ପୋଲିସ ଏହି ବ୍ଲକ ଅନ୍ତର୍ଗତ ସାହେବୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିରଞ୍ଚି ବେହେରା(୫୪)ଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ଗତବର୍ଷ ବିରଞ୍ଚିଙ୍କ ସ୍ତ୍ରୀ ପୁରୀରୁ ଫେରୁଥିବା ବେଳେ ଦୁର୍ଘଟଣାରେ ଆହତ ହୋଇଥିଲେ।…

ବ୍ୟବସାୟୀଙ୍କୁ ପିଟି ପିଟି ମାରିଦେଲେ

ଛତ୍ରପୁର,୨୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ଶୁକ୍ରବାର ରାତିରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ସେ ହେଲେ ହଂସପୁର ଗ୍ରାମର ଯୁବ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ା। ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୧୧ଟାରେ କୃଷ୍ଣଚନ୍ଦ୍ର ସବୁଦିନ…

ରାଧାମାଧବଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସମାଗମ

ଝାରସୁଗୁଡ଼ା ଅଫିସ୍‌,୨୩।୪: ଝାରସୁଗୁଡ଼ା ସହର ବେହେରାମାଲସ୍ଥିତ ରାଧାମାଧବଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ସ୍ଥାପନ ମହୋତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରାଧାମାଧବ ସଂଘ ତରଫରୁ ଆୟୋଜିତ ହୋଇଥିଲା। ପ୍ରଥମ ଦିନ ସ୍ଥାନୀୟ ପୋଖରୀରୁ ମହିଳାମାନେ ୧୦୮ କଳସରେ ଜଳ ଆଣି…

ପ୍ଲାଟିନମ୍‌ ଜୁବଲିରେ ବାର୍ବି ଲୁକ୍‌ରେ ବ୍ରିଟେନ ରାଣୀ

ଲଣ୍ଡନ,୨୩।୪: ବ୍ରିଟେନର ମହାରାଣୀ ଏଲିଜାବେଥ୍‌ ନିଜର ୯୬ତମ ଜନ୍ମଦିନ ଗୁରୁବାର ସାଣ୍ଡ୍ରିଂହମ୍‌ରେ ପାଳନ କରିଛନ୍ତି। ଦେଶର ସବୁଠାରୁ ଲମ୍ବା ସମୟ ପର୍ଯ୍ୟନ୍ତ ଶାସନ କ୍ଷମତାରେ ଥିବା ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ସ୍ବାମୀ ପ୍ରିନ୍ସ ଫିଲିପ୍‌ଙ୍କ ସ୍ମୃତିରେ ସାଣ୍ଡ୍ରିଂହମ୍‌ର ଏକ ଫାର୍ମ ହାଉସ୍‌ରେ…

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ବଡବିଲ,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କେନ୍ଦୁଝର ପଠାଯାଇଛି। ଏନେଇ ଥାନାରେ କୌଣସି…

୬ ସ୍କୁଲ ବସକୁ ଜରିମାନା

ପାଟଣା,୨୩।୪(ସ୍ବ.ପ୍ର.): ପରିବହନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍କୁଲ ବସ୍‌ଗୁଡ଼ିକର ଯାଞ୍ଚ କରାଯାଉଛି। କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ପାଟଣାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଓ ଜାଭିୟର ପବ୍ଲିକ ସ୍କୁଲର ୬ଟି ବସ୍‌ରୁ ୭୬ ହଜାର ୫୬୩ ଟଙ୍କାର ଚାଲାଣ…

ବାହାଘର ପ୍ରୋସେସନ ବେଳେ ଟେଣ୍ଟ ମାଲିକଙ୍କୁ ହତ୍ୟା

ଗୋପ,୨୩।୪(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଦପୁର ବାଲିକନ୍ଦଳ ଗାଁରେ ଶୁକ୍ରବାର ରାତିରେ ବାହାଘର ପ୍ରୋସେସନ ବେଳେ ଏକ ହିଂସାକାଣ୍ଡ ଘଟିଛି। କପଡ଼ା ଚିରିଯିବା ଘଟଣାକୁ ନେଇ ଟେଣ୍ଟ ମାଲିକ ଏବଂ ଡିଜେ ମାଲିକ ମୁହାଁମୁହିଁ ହୋଇଥିଲେ। ପରବର୍ତ୍ତି ସମୟରେ…

ମାନହୁଶରେ ୧୦୦ ଫୁଟ ଲମ୍ବା କବର

କ୍ୱିଭ,୨୩ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧର ପ୍ରତିଟି ଛବି ଯେମିତି ବଖାଣୁଛି ଯୁଦ୍ଧର ବିଭିଷିକା କଥା । ବେଳକୁ ବେଳ ଏଠାରେ ସ୍ଥିତି ଖରାପ ହେଉଥିବା ବେଳେ ୟୁକ୍ରେନ ଏକ ପ୍ରକାର ଧ୍ୱଂସ ସ୍ତୁପରେ ପରିଣତ ହେଲାଣି । ଏହାରି ଭିତରେ ସାମ୍ନାକୁ…

୧୩,୦୦୦ ସେନାଙ୍କର ମୃତ୍ୟୁ ସ୍ୱୀକାର କରି ଟୁଇଟ୍ ହଟାଇଲା ରୁଷିଆ

ମସ୍କୋ,୨୩ ।୪: ୟୁକ୍ରେନ୍‌-ରୁଷିଆ ଯୁଦ୍ଧକୁ ୫୮ ଦିନ ହୋଇଥିବା ବେଳେ ଏବେ ରୁଷିଆ ଗୋଟିଏ ପରେ ଗୋଟିଏ ସତ ସ୍ୱୀକାର କରୁଛି । ମିଳିଥିବା ସୂଚନା ମୁତାବକ ଏବେ ରୁଷିଆ ସ୍ୱୀକାର କରିଛି କି ୟୁକ୍ରେନ୍ ଯୁଦ୍ଧରେ ରୁଷିଆର ୧୩,୪୧୪ ସେନାଙ୍କର…

ପ୍ରାର୍ଥନା ବେଳେ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୩୩କୁ ବୃଦ୍ଧି

କାବୁଲ,୨୩।୪: ନର୍ଦ୍ଦନ ଆଫଗାନିସ୍ତାନ ଜଣ୍ଡିହୁଲ୍ଲା ମୁଜାହିଦ କୁଣ୍ଡୁଜ ପ୍ରଦେଶର ଇମାମ ସାହେବ ସହରରେ ଥିବା ଏକ ମସଜିଦରେ ଘଟିଥିବା ଭୟଙ୍କର ବୋମା ବିସ୍ଫୋରଣରରେ ମୃତ୍ୟୁ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କିଛି ଶିଶୁ ଏବଂ ଛାତ୍ର ରହିଥିବା ଜଣାପଡ଼ିଛି।…

ବିହାରରେ ଆମେ ସରକାର ଗଢିବୁ: ତେଜ ପ୍ରତାପ

ପାଟନା,୨୩ ।୪: ବିହାର ରାଜନୀତିରେ ବଡ ଖେଳ ହେବ ବୋଲି ଅନୁମାନ କରାଯାଉଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହେଉଛନ୍ତି ଏହାର ମୁଖ୍ୟ କାରଣ । ଶୁକ୍ରବାର ରାବ୍ରି ଦେବୀଙ୍କ ଇଫତାର ପାର୍ଟିରେ ନୀତୀଶ ପହଞ୍ଚି ସମସ୍ତଙ୍କୁ ଚମକାଇ ଦେଇଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri