Home Left

ସୁମିରୁ ଉଦ୍ଧାର ହେଲେ ସବୁ ଭାରତୀୟ

ସୁମି,୯ା୩: ୟୁକ୍ରେନ୍‌ର ସୁମିରେ ଫସିଥିବା ସମସ୍ତ ୬୯୪ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ବସ୍‌ ଯୋଗେ ପୋଲଟାଭା ଅଣାଯାଇଥିବା ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ସୂଚନା ଦେଇଛନ୍ତି। ସେଠାରୁ ସେମାନେ ବିମାନ ଯୋଗେ ଭାରତ ଫେରିବେ। ଗଣମାଧ୍ୟମକୁ ପ୍ରତିକ୍ରିୟା…

କାନ୍ଦିକାନ୍ଦି ଏକା ଦେଶ ଛାଡ଼ୁଛନ୍ତି ବାଳକ

କ୍ୱିଭ୍‌,୯ା୩: ଯୁଦ୍ଧଗ୍ରସ୍ତ ୟୁକ୍ରେନ୍‌ରେ ଜନସାଧାରଣଙ୍କ ଦୁର୍ଦ୍ଦଶାର ଅସଂଖ୍ୟ କାହାଣୀ ଭିତରୁ ଗୋଟିଏର ଭିଡିଓ ଏବେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଜଣେ ବାଳକ ହାତରେ କିଛି ଚକୋଲେଟ୍‌, ଏକ ବ୍ୟାଗ୍‌ରେ କଣ୍ଢେଇ ଧରି କାନ୍ଦିକାନ୍ଦି ୟୁକ୍ରେନ୍‌ରୁ ପୋଲାଣ୍ଡ ସୀମା ଅଭିମୁଖେ ଯାଉଥିବା…

ଗଣଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର, ୮ା୩(ବ୍ୟୁରୋ): ମହାମାରୀ ଯୋଗୁ ସ୍କୁଲ ସବୁ ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ଥିଲା। ଏହି ସମୟରେ ଅଭିଭାବକଙ୍କ ଆର୍ଥିକ ସମସ୍ୟା ଏବଂ ସ୍କୁଲ ବନ୍ଦ ଥିବା କାରଣରୁ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ୨ଟି ପର୍ଯ୍ୟାୟରେ…

ୟୁକ୍ରେନ୍‌ ଛାଡ଼ିଲେଣି ୨୦ ଲକ୍ଷ

କ୍ୱିଭ୍‌, ୯ା୩: ଯୁଦ୍ଧର ୧୩ତମ ଦିନରେ ଅସ୍ତ୍ରବିରତି ଘୋଷଣା କରାଯାଇ କ୍ୱିଭ୍‌ ନିକଟ ଇରପିନ୍‌ ଏବଂ ଉତ୍ତର ସହର ସୁମିରୁ ସାଧାରଣ ନାଗରିକଙ୍କୁ ହ୍ୟୁମାନ କରିଡର ଦ୍ୱାରା ବାହାର କରାଯିବା ନିମନ୍ତେ ବ୍ୟବସ୍ଥା ହୋଇଛି। ରୁଷିଆର ଆକ୍ରମଣ ପରଠାରୁ ଏ ପର୍ଯ୍ୟନ୍ତ…

ରୁଷିଆର ଗ୍ୟାସ୍‌ ଯୋଗାଣ ବନ୍ଦ ଧମକ

ମସ୍କୋ, ୯ା୩: ୟୁକ୍ରେନ୍‌ ଉପରେ ଆକ୍ରମଣ ଯୋଗୁ ରୁଷିଆ ଉପରେ ଆମେରିକା ସମେତ ବିଭିନ୍ନ ଦେଶ କଟକଣା ଲଗାଇ ଚାଲିଛନ୍ତି। ଏଥିଯୋଗୁ ରୁଷିଆର ବ୍ୟାଙ୍କିଙ୍ଗ ସିଷ୍ଟମ, ଅର୍ଥ ବ୍ୟବସ୍ଥା ଏବଂ ମୁଦ୍ରା ରୁବଲ ଉପରେ ଏହାର ପ୍ରଭାବ ପଡ଼ିଛି। ଏବେ ରୁଷିଆରୁ…

ପୂର୍ଣ୍ଣ ଟିକାକରଣରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୯।୩(ବ୍ୟୁରୋ): ପୂର୍ଣ୍ଣ ଟିକାକରଣରେ ଦେଶରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି। ଜାତୀୟ ପୂର୍ଣ୍ଣ ଟିକାକରଣ ହାରଠାରୁ ମଧ୍ୟ ବହୁ ଆଗୁଆ ଅଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଷ୍ଟିଅରିଂ କମିଟି ବୈଠକରୁ…

‘୨ଠ୨୪ ମଧ୍ୟରେ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କର’

ଭୁବନେଶ୍ୱର, ୯ା୩(ବ୍ୟୁରୋ): ମାଲକାନଗିରିଠାରେ ନୂଆ ବିମାନବନ୍ଦର ନିର୍ମାଣ କାର୍ଯ୍ୟ ଶେଷ କରି ୨ଠ୨୪ ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ…

ଫିଚର ଫୋନ୍‌ରେ ଡିଜିଟାଲ ପେମେଣ୍ଟ

ମୁମ୍ବାଇ,୯ା୩: ୟୁନିଫାଏଡ୍‌ ପେମେଣ୍ଟ ଇଣ୍ଟରଫେସ୍‌ (ୟୁପିଆଇ) ପ୍ରଚଳନର ପ୍ରାୟ ୬ ବର୍ଷ ପରେ ଏବେ ସାଧାରଣ ଫିଚର ଫୋନ୍‌ରେ ମଧ୍ୟ ଡିଜିଟାଲ ପେମେଣ୍ଟ ଅର୍ଥାତ୍‌ ଟଙ୍କା ଦେଣନେଣ କରିହେବ। ଏନେଇ ନୂଆ ଡିଜିଟାଲ ଫିଚର ‘ୟୁପିଆଇ ୧୨୩ପେ’ ଉପଲବ୍ଧ ହୋଇଛି, ଯଦ୍ଦ୍ବାରା…

ଅପହରଣକୁ ପ୍ରତିରୋଧ କରିବାରୁ ହତ୍ୟା

ରାଜନଗର, ୯ା୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ପଞ୍ଚାୟତ ଚନ୍ଦ୍ରଶିଖର ଗଁାରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଆରୀଙ୍କ ଅପହରଣକୁ ପ୍ରତିରୋଧ କରିବାକୁ ଯାଇ ବଳି ପଡିଛନ୍ତି ଦାଦା। ଝିଆରୀଙ୍କୁ ପ୍ରେମ କରୁଥିବା ଜଣେ ଯୁବକ ଓ…

ରହୁଥିବା ଠିକଣା କହିଲେ ଜେଲେନ୍‌ସ୍କି, ଶେୟାର କଲେ ଲୋକେଶନ୍‌

କ୍ୱିଭ୍‌, ୭ା୩: ୟୁକ୍ରେନ୍‌ ଉପରେ୧୩ ଦିନ ହେଲା ରୁଷିଆ ଆକ୍ରମଣ ଜାରି ରଖିଛି। କିନ୍ତୁ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନ୍‌କୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ନେଉନାହାନ୍ତି। ନୋ-ଫ୍ଲାଏ ଜୋନ୍‌ କରିବାର ଦକ୍ଷତା ସେମାନଙ୍କ ନିକଟରେ ଥିଲେ ହେଁ ବାରମ୍ବାର ଅନୁରୋଧ ସତ୍ତ୍ୱେ…

ଏଏସ୍‌ପି ତ୍ରିନାଥଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ

କଟକ ଅଫିସ,୮ା୩- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ଉଭୟଙ୍କ ନାମରେ ମାମଲା(ନଂ.୧୩/୨୨) ରୁଜୁ…

ଚତୁର୍ଥରେ ମିତାଲି, ଦଶମରେ ସ୍ମୃତି

ଦୁବାଇ,୮।୩: ଆଇସିସି ମହିଳା ଦିନିକିଆ ବ୍ୟାଟିଂ ରାଙ୍କିଂରେ ୪ର୍ଥ ସ୍ଥାନକୁ ଖସିଛନ୍ତି ଭାରତର ଦିନିକିଆ ଅଧିନାୟକ ମିତାଲି ରାଜ। ସେହିଭଳି ସ୍ମୃତି ମନ୍ଧାନା ୧୦ମ ସ୍ଥାନକୁ ଖସିଛନ୍ତି। ଏହି ରାଙ୍କିଂରେ ସଫଳତା ହାସଲ କରିଛନ୍ତି ଅଷ୍ଟ୍ରେଲିଆ ଦିନିକିଆ ଟିମ୍‌ର ଅଧିନାୟକ ମେଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri