ପରକୀୟା ପ୍ରୀତି: ସ୍ବାମୀଙ୍କୁ ହତ୍ୟା ପାଇଁ ସୁପାରି
ଭୁବନେଶ୍ୱର, ୨୨ା୪(ବ୍ୟୁରୋ):ଇଞ୍ଜିନିୟର ସ୍ବାମୀଙ୍କ ବଦଳି ପରେ ସ୍ତ୍ରୀଙ୍କୁ ନେବାଆଣିବା କରିବା ଭିତରେ ତାଙ୍କ ସହ ଡ୍ରାଇଭରଙ୍କ ଗଢ଼ିଉଠେ ପ୍ରେମ ସମ୍ପର୍କ। ସ୍ବାମୀଙ୍କ ବାରଣ ସତ୍ତ୍ୱେ ଚାଲେ ମିଳାମିଶା। ଏହାକୁ ନେଇ ଦାମ୍ପତ୍ୟ ଜୀବନରେ ଉଠେ ଝଡ଼। ସ୍ତ୍ରୀ ମହିଳା ଥାନାରେ ସ୍ବାମୀଙ୍କ…
ସଡ଼କ ଦୁର୍ଘଟଣାରେ ଭାଜପା ନେତା ଆଦିତ୍ୟ ନାରାୟଣ ମିଶ୍ରଙ୍କ ପରଲୋକ, ମହନ୍ତ ନରେନ୍ଦ୍ର ଗିରି ସୁଇସାଇଡ ନୋଟରେ ଥିଲା ନାମ
ପ୍ରୟାଗରାଜ,୨୨ ।୪: ଡେରାଡୁନ ଉତ୍ତରାଖଣ୍ଡରୁ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ କାର ଯୋଗେ ଫେରୁଥିବା ନୈନି ନିବାସି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଆଦିତ୍ୟ ନାରାୟଣ ମିଶ୍ରଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ନୈନିର…
ଅହିଂସାର ପ୍ରବର୍ତ୍ତକ ଗାନ୍ଧିଜୀ ଅସାଧାରଣ
ଅହମଦାବାଦ,୨୨ା୪:ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଗୁରୁବାର ସକାଳେ ଅହମଦାବାଦରେ ଅବତରଣ କରିବା ପରେ ସାବରମତିସ୍ଥିତ ମହାତ୍ମା ଗାନ୍ଧୀଙ୍କ ଆଶ୍ରମକୁ ଯାଇଥିଲେ। ସେଠାରେ ସେ ଅରଟରେ ସୂତା କାଟିଥିଲେ। ବିଶ୍ୱରେ ପରିବର୍ତ୍ତନ ପାଇଁ ସତ୍ୟ ଓ ଅହିଂସା…
ରାଉରକେଲା ପ୍ରଦୂଷଣ ହକି ପାଇଁ ବାଧା
ଭୁବନେଶ୍ୱର,୨୨/୪(ବ୍ୟୁରୋ):୨୦୨୩ ଜାନୁୟାରୀରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ଆଗରେ ପ୍ରଦୂଷଣ ବାଧକ ସାଜିଛି। ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ୍ର ସମସ୍ତ ମ୍ୟାଚ ଖେଳାଯିବ। ଏଥିରେ ୧୬ଟି ଦେଶ ଭାଗ ନେବାକୁ ଯାଉଛନ୍ତି। ଏଥିପାଇଁ ସରକାର ବ୍ୟାପକ ପ୍ରସ୍ତୁତି…
ରାଜଧାନୀର ସମସ୍ତ ସରକାରୀ କରୋନା ଭ୍ୟାକ୍ସିନ ସେଣ୍ଟରରେ ମାଗଣାରେ ମିଳିବ ପ୍ରିକଶନାରୀ ଡୋଜ
ନୂଆଦିଲ୍ଲୀ,୨୨ ।୪: ରାଜଧାନୀ ଦିଲ୍ଲୀର ସମସ୍ତ ସରକାରୀ କରୋନା ଭ୍ୟାକ୍ସିନ ସେଣ୍ଟରରେ ୧୮-୫୯ ବର୍ଷ ବୟସର ସମସ୍ତ ଲାଭାର୍ଥୀଙ୍କୁ ମାଗଣାରେ ପ୍ରିକଶନାରୀ ଡୋଜ ମିଳିବ । ଏ ନେଇ ଅରବିନ୍ଦ କେଜରିୱାଲଙ୍କ ସରକାର ନିର୍ଦ୍ଦେଶ ଜାରି କରିଦେଇଛନ୍ତି । ଏହି ନିର୍ଦ୍ଦେଶ…
ଶେଷ ବଲରେ ମ୍ୟାଚ୍ ଛଡ଼ାଇ ଆଣିଲେ ଧୋନୀ
ମୁମ୍ବାଇ,୨୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଗୁରୁବାର ମ୍ୟାଚର ଅନ୍ତିମ ଓଭରରେ ମହେନ୍ଦ୍ର ସିଂ ଧୋନୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ୩ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଦେଇଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ…
ସଚିନ ପାଇଲଟଙ୍କୁ ମିଳିପାରେ ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୨୧।୪: ୨୦୨୩ରେ ରାଜସ୍ଥାନ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ କଂଗ୍ରେସ ନେତା ସଚିନ ପାଇଲଟ ଗୁରୁବାର ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ବିଭିନ୍ନ ରାଜ୍ୟରେ କଂଗ୍ରେସ ପରାଜିତ ହେଉଥିବାରୁ ଏହି ଧାରାକୁ ଭାଙ୍ଗି କିପରି ରାଜସ୍ଥାନରେ ପୁନର୍ବାର ଦଳ…
ମହୁଲଡ଼ିହା ଥାନା ଏଏସ୍ଆଇ ନିଲମ୍ବିତ
ଠାକୁରମୁଣ୍ଡା,୨୧ା୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳରେ ଅଣ୍ଟା ବ୍ୟଥା ହେଉଥିବା ରୋଗୀଙ୍କୁ ଜଣେ କ୍ୱାକ୍ ପ୍ରାଣୀ ଇଞ୍ଜେକ୍ସନ ଦେବା ଘଟଣା ଭିନ୍ନମୋଡ଼ ନେଇଛି। କାର୍ଯ୍ୟରେ ଅବହେଳା କାରଣରୁ ତଦନ୍ତକାରୀ ଅଧିକାରୀ ମହୁଲଡ଼ିହା ଥାନା ଏଏସ୍ଆଇ ପବିତ୍ର ମୋହନ ରାଉତଙ୍କୁ ଜିଲା…
ଟଙ୍କା, ଅଳଙ୍କାର ସହ ବାଇକ୍ ନେଇଗଲେ
କୋକସରା,୨୧।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ କନ୍ଦାବୁଟ୍ରା ଗାଁର ଲଛମନ ବେହେରାଙ୍କ ଘରୁ ଟଙ୍କା, ସୁନା ଅଳଙ୍କାର ସହ ଏକ ବାଇକ୍ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ବୁଧବାର ବିଳମ୍ବିତ ରାତିରେ କବାଟ ଭାଙ୍ଗି ୪ରୁ…
ବନ୍ଦ ଖଣିରୁ ମାଙ୍ଗାନିଜ ଚୋରି
ଟେନ୍ସା,୨୧।୪(ଡି.ଏନ୍.ଏ.): ଟାଟା ଟିସ୍କୋ କମ୍ପାନୀର ବନ୍ଦ ଖଣିରୁ ବାରମ୍ବାର ମାଙ୍ଗାନିଜ ଚୋରି ହେଉଛି। ବୁଧବାର ରାତିରେ ମାଙ୍ଗାନିଜ ଚୋରି ହେଉଥିଲା। ଖବରପାଇ ବନବିଭାଗ ଚଢ଼ାଉ କରି ମାଙ୍ଗାନିଜ ସମେତ ଟ୍ରକକୁ ଜବତ କରିଥିଲେ। ହେଲେ ଚଢ଼ାଉ ଦେଖି ମାଙ୍ଗାନିଜ ଚୋରା ଚାଲାଣକାରୀମାନେ…
ସ୍କୁଲ ବହି ବିକି ପ୍ରଧାନ ଶିକ୍ଷକ ନିଲମ୍ବିତ
ଟେନ୍ସା,୨୧।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ସର୍ଗିଗଡ଼ ସରକାରୀ ପ୍ରକଳ୍ପ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛନ୍ଦାଚରଣ ସିଂ ଛାତ୍ରୀଛାତ୍ରଙ୍କ ବହିକୁ କବାଡିବାଲାକୁ ବିକ୍ରି କରିଥିଲେ। ଏହି ଅଭିଯୋଗରେ କୋଇଡ଼ା ବିଇଓ ମହମ୍ମଦ ଏସ.ରେହେମାନ ଗୁରୁବାର ପ୍ରଧାନ ଶିକ୍ଷକ ସିଂଙ୍କୁ ନିଲମ୍ବିତ କରିଛନ୍ତି।…
ପିସିଙ୍କ ଝିଅ ମାଳତି
ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଝିଅର ନାମ ପିସି ଝିଅର ନାମ ରଖିଛନ୍ତି ମାଳତି ମାରୀ ଚୋପ୍ରା ଜୋନାସ। ଆମେରିକାର ଏଣ୍ଟରଟେନ ନ୍ୟୁଜ ଚ୍ୟାନେଲ ଟିଏମ୍ଜେଡ ପିସିଙ୍କ ଝିଅଙ୍କ ଜନ୍ମ ପ୍ରମାଣପତ୍ର ପ୍ରକାଶ କରିଛି। ସାନ ଡିଏଗୋରେ ଥିବା ଏକ ଡାକ୍ତରଖାନାରେ…
Archives


