Home Left

ଆତ୍ମହତ୍ୟା: କଟକ ଆଗରେ, ସମ୍ବଲପୁର ଦ୍ୱିତୀୟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଓଡ଼ିଶା ଭଳି ଅପେକ୍ଷାକୃତ ଶାନ୍ତିପ୍ରିୟ ରାଜ୍ୟରେ ବର୍ଷକୁ ବର୍ଷ ଆପରାଧିକ ମାମଲା, ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ଏଥିରେ ବିଶେଷତଃ ବେକାର ଯୁବତୀଯୁବକ, ଛାତ୍ରୀଛାତ୍ର ଓ ଚାଷୀମାନେ ସାମିଲ ହେଉଛନ୍ତି। ବିଧାୟକ ମୋହନ ଚରଣ ମାଝିଙ୍କ ଏକ ବିଧାନସଭା ପ୍ରଶ୍ନର…

କର୍ମରେ ଆତ୍ମତୃପ୍ତି ହିଁ ସଫଳତା

ପେସା ସରକାରୀ ଚାକିରି ହେଲେ ନିଶା ଥିଲା ଓଡ଼ିଶାର କଳା ସଂସ୍କୃତିକୁ ନେଇ ଉନ୍ନତ ମାନର ହସ୍ତତନ୍ତ ପୋଷାକ ପ୍ରସ୍ତୁତି ସହ ଏହାର ପ୍ରଚାର ପ୍ରସାର କରାଇବା। ସୋନପୁରର ବୟନ ବିହାରରୁ ରାଜଧାନୀର ମେହେର୍ସ ବସ୍ତ୍ରାଳୟ। କିପରି ଥିଲା ଏହି ଦୀର୍ଘ…

ଭାରତରେ ଦିନକୁ ୧୦୦ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୩୦ା୩: ବ୍ୟାଙ୍କ ଠକେଇ ଓ ଦୁର୍ନୀତି ଯୋଗୁ ଗତ ୭ ବର୍ଷ ହେଲା ଭାରତ ଦୈନିକ ଅନୂ୍ୟନ ୧୦୦ କୋଟି ଟଙ୍କା ହରାଇଆସୁଛି ବୋଲି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ତଥ୍ୟରୁ ଜଣାପଡ଼ିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ଥିବା…

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ଲେଖାନୁଦାନ ପ୍ରସ୍ତାବକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ଗୃହରେ ଉପସ୍ଥାପନ କରିବେ। ପଞ୍ଚାୟତ ଓ ପୌର ନିର୍ବାଚନ ଯୋଗୁ ଠିକ୍‌ ସମୟରେ ବଜେଟ୍‌ ଅଧିବେଶନ ଆରମ୍ଭ କରିବାରେ ସରକାର…

ଗୃହରେ ଶ୍ରୀମନ୍ଦିର ସୁରକ୍ଷା ତାତି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପ୍ରସଙ୍ଗକୁ ନେଇ ଭାଜପା ଓ କଂଗ୍ରେସ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଗୃହ କମିଟି ଗଠନ କିମ୍ବା ମନ୍ତ୍ରୀ ଉତ୍ତର ରଖିବା ପାଇଁ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ। ଏହି ପ୍ରସଙ୍ଗରେ ଭାଜପା ସଦସ୍ୟମାନେ…

ମାଛ ପାଇଁ ପାପୁଲି ଛିଣ୍ଡିଲା

ବୌଦ୍ଧ,୩୦।୩(ସ୍ବ.ପ୍ର.): ବୌଦ୍ଧ ସହରର ମହାନଦୀ ଘାଟରେ ମଙ୍ଗଳବାର ଡିନାମାଇଟ୍‌ ଫୁଟାଇ ମାଛ ମାରିବା ଜଣେ ଯୁବକଙ୍କ ପାଇଁ ବିଷମ ପରିସ୍ଥିତି ସୃଷ୍ଟି ହୋଇଛି। ଡିନାମାଇଟ୍‌ ହଠାତ୍‌ ଫୁଟି ଯିବାରୁ ଯୁବକଙ୍କ ହାତ ପାପୁଲି ଛିଣ୍ଡିଯାଇଛି। ଆହତ ଯୁବକ ହେଲେ ସୁରଥ ଭୋକ୍ତା…

ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମରେ ୫୬୭ ଚିକିତ୍ସିତ

ଭବାନୀପାଟଣା,୩୦ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ ସୋମବାରଠାରୁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର ଓ ମଙ୍ଗଳବାର ୨ ଦିନରେ ଜିଲାର ୫୬୭ଜଣ ରୋଗୀ ଚିକିତ୍ସିତ ହୋଇଛନ୍ତି। ମଙ୍ଗଳବାର ଦ୍ୱିତୀୟ ଦିନରେ ୫ଜଣ ସୁପର ସ୍ପେଶାଲିଷ୍ଟ…

ବନ୍ଧୁକ ଦେଖାଇ ସମବାୟ କର୍ମଚାରୀଙ୍କଠାରୁ ୭.୫ ଲକ୍ଷ ଲୁଟ୍‌

ବାଲୁଗାଁ,୩୦।୩(ଡି.ଏନ୍‌.ଏ.): ବାଲୁଗାଁ ଥାନା ଅଧୀନ ବାବାଲୁଗାଁ ବସଷ୍ଟାଣ୍ଡର ଅନତି ଦୂରରେ ମଙ୍ଗଳବାର ଅପରାହ୍ନ ସ୍ପଷ୍ଟ ଦିବାଲୋକରେ ଏକ ଲୁଟ୍‌ ହୋଇଛି। ଜଣେ ସମବାୟ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ନଗଦ ୭ଲକ୍ଷ ୫୦ହଜାର ୫୬୦ଟଙ୍କା ଓ ମୋବାଇଲ ଫୋନ୍‌…

ଶିମିଳିପାଳରେ ନିଆଁ ଲଗାଇ ୫ ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୩୦।୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉତ୍ତର ଶିମିଳିପାଳ ଅଭୟାରଣ୍ୟର ନଅଁଣା ରେଞ୍ଜରେ ଶିକାର ଉଦ୍ଦେଶ୍ୟରେ ନିଆଁ ଲଗାଉଥିବା ୫ଶିକାରୀଙ୍କୁ ବନବିଭାଗ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜାମଦା ଥାନା ଅଁଳାବେଣା ଗ୍ରାମର ରାମା ସିଂ, ବାଙ୍ଗରିପୋଷି ଥାନା…

ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର, ୩୦ା୩(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗରେ ଆଲୋଚନା ପାଇଁ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଅଗ୍ରାହ୍ୟ କରିଦେବାରୁ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଗୃହରେ ସରକାରଙ୍କୁ ଘେରିଥିଲେ। ଖଣି ମାଲିକଙ୍କ ଚାପ ଯୋଗୁ ଗତ ୩ ବର୍ଷ ଧରି…

ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ପ୍ରସଙ୍ଗ: ୧୬ ଜିଲାରେ ଲୁଟେରାଙ୍କୁ ସୁରକ୍ଷା

ଯାଜପୁର ଅଫିସ,୩୦ା୩: ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ ପାଇଁ ବିଭିନ୍ନ ପ୍ରଭାବଶାଳୀ କମ୍ପାନୀ ପକ୍ଷରୁ ଅଘୋଷିତ ପ୍ରତିଯୋଗିତା ଚାଲିଛି। ଏହି ପ୍ରଭାବଶାଳୀ କମ୍ପାନୀ ଓ ରାଜନୈତିକ ନେତୃବର୍ଗଙ୍କ ଚାପରେ ସରକାରଙ୍କ ସମସ୍ତ ନୀତିନିୟମକୁ ଚାପି ଦିଆଯାଉଛି। ଏହି କ୍ରମରେ ରାଜ୍ୟରେ…

ଠାକୁରାଣୀ ଯାତ୍ରାରୁ ଚିକେନ୍‌ ପକୋଡ଼ା ଖାଇ ୭ ଅସୁସ୍ଥ

କୁଡୁମୁଲୁଗୁମ୍ମା, ୩୦।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାରେ ଚାଲିଥିବା ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇ ଯାତ୍ରାରେ ମିଳୁଥିବା ଚିକେନ୍‌ ପକୋଡା ଖାଇ ୭ଜଣ ଶିଶୁ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କ ମଧ୍ୟରେ ସିନ୍ଧିଗୁଡା ଗ୍ରାମର ୪ଜଣ ଥିବା ବେଳେ କୁଡୁମୁଲୁଗୁମ୍ମାର ୩ ଜଣ ଶିଶୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri