Home Left

ବଢୁଛି ସଂକ୍ରମଣ, ସ୍କୁଲ୍‌ ବନ୍ଦ ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୨୦।୪: ରାଜଧାନୀରେ ଦୈନିକ ସଂକ୍ରମଣ ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହେବ। ତେବେ ବୈଠକରେ ବଢୁଥିବା ସଂକ୍ରମଣ ଉପରେ ଆଲୋଚନା ହେବା ସହ ମାସ୍କ ଲଗାଇବା ବାଧ୍ୟତାମୂଳକ…

ଚନ୍ଦନଯାତ୍ରା ପାଇଁ ଦର୍ଜୀ ଅନୁକୂଳ

ପୁରୀ ଅଫିସ,୨୦।୪: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଚନ୍ଦନଯାତ୍ରା ପାଇଁ ଦର୍ଜୀ ସର୍ଦ୍ଦାର ପ୍ରକାଶ ମହାପାତ୍ରଙ୍କ ତତ୍ତାବଧାନରେ ଦର୍ଜୀ କାମ ଅନୁକୂଳ ହୋଇଛି । ମହାପ୍ରସାଦ, ଶ୍ରୀଫଳ ଓ ଦୀପ ଧୂପ ଦେଇ ପାରମ୍ପରିକ ବିଧିରେ ଅନୁକୂଳ କାର୍ଯ୍ୟ…

ଫିଲ୍ମ ନିର୍ଦ୍ଦେଶକ ଟି ରାମା ରାଓଙ୍କ ପରଲୋକ…

ଚେନ୍ନାଇ, ୨୦।୪ : ଅମିତାଭ ବଚ୍ଚନଙ୍କ ସୁପର ହିଟ ଫିଲ୍ମ ନ୍‌ ‘ଅନ୍ଧା କାନୁନ’ ଏବଂ ହିନ୍ଦୀ ସିନେମାର ପ୍ରସିଦ୍ଧ ବାୟୋପିକ ‘ନାଚେ ମାୟୁରୀ’ ନିର୍ମାଣ କରିଥିବା ନିର୍ଦ୍ଦେଶକ ଟି ରାମା ରାଓଙ୍କ ଚେନ୍ନାଇଠାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ…

ଆଜି ବିବାହ କରିବେ ଟିନା ଡାବି

ଜୟପୁର,୨୦।୪: ଚର୍ଚ୍ଚିତ ଆଇଏଏସ ଅଫିସର ଟିନା ଡାବି ଏବଂ ଡ. ପ୍ରଦୀପ ଗାୱାଣ୍ଡେ ସହ ଆଜି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଜୟପୁରରେ ଏକ ପ୍ରାଇଭେଟ ସେରିମନିରେ ଉଭୟ ବିବାହ କରିବେ। ଆସନ୍ତା ଏପ୍ରିଲ ୨୨ରେ ଜୟପୁରର ଏକ ହୋଟେଲରେ…

୧୧୪ ଅଙ୍ଗନଓ୍ବାଡି କେନ୍ଦ୍ରର ନାହିଁ ନିଜସ୍ବ କୋଠା

ଖୋର୍ଦ୍ଧା ଅଫିସ,୨୦।୪: ଗର୍ଭବତୀଙ୍କ ସ୍ବାସ୍ଥ୍ୟର ଯତ୍ନ ଏବଂ ପିଲାଙ୍କ ଶୈକ୍ଷିକ ବିକାଶ ନିମନ୍ତେ ରାଜ୍ୟରେ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲାଯାଇଛି। ପ୍ରାକ୍‌ ବିଦ୍ୟାଳୟ ପୂର୍ବରୁ ବିଭିନ୍ନ ଉପକରଣ, ଗପ,…

ଆଜିଠୁ ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସ୍କୁଲ ପିଲାଙ୍କୁ ନେଉଥିବା ବସ୍‌ ଏବଂ ଅନ୍ୟାନ୍ୟ ଭେଇକିଲ ଚେକିଂ ବୁଧବାରଠୁ ଜୋରଦାର କରାଯିବ। ଆଜିଠୁ ୨୭ ଯାଏ ଯାଞ୍ଚ କରାଯାଇ ୨୮ ତାରିଖ ସୁଦ୍ଧା ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପିଲାଙ୍କୁ ନେଇ ଯାଉଥିବା ଗାଡ଼ିର ଫିଟେନସ, ପରମିଟ,…

ଖୁବ୍‌ଶୀଘ୍ର ବିବାହ କରିବେ ଏହି ଯୋଡି

ବଲିଉଡ୍‌ରେ ବିବାହ ବିବାହ ଋତୁ ଚାଲିଛି । ନିକଟରେ ଆଲିଆ ଭଟ୍ଟଙ୍କ ବିବାହ ହୋଇସାରିଛି। ବର୍ତ୍ତମାନ ଏହି ତାଲିକାରେ ଆଉ ଏକ ନାମ ଯୋଡି ହେବାକୁ ଯାଉଛି । ସେମାନେ ହେଉଛନ୍ତି ଆଥିଆ ଶେଟ୍ଟୀ ଏବଂ କ୍ରିକେଟର କେ.ଏଲ ରାହୁଲ। ଦୁହିଁଙ୍କର…

ରାଜ୍ୟରେ ଚିହ୍ନଟ ହେଲେ ୮ କରୋନା ପଜିଟିଭ୍‌

ଭୁବନେଶ୍ୱର ୨୦।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଚିହ୍ନଟ…

ମେ’ରେ ଦୁର୍ଘଟଣା ଅଡିଟ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁନାହିଁ ସଡ଼କ ଦୁର୍ଘଟଣା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶାରେ ଦୁର୍ଘଟଣା ଏବଂ ତତ୍‌ଜନିତ ମୃତ୍ୟୁରେ ଅଙ୍କୁଶ ଲାଗିପାରୁନାହିଁ। ବେପରୁଆ ଗାଡ଼ିଚାଳନା ପାଇଁ ଅକାଳରେ ଝରିପଡୁଛି ଜୀବନ, ଯାହାକୁ ନେଇ ଚିନ୍ତା ବଢ଼ିଛି। ସିଆଇଡି ଓ କ୍ରାଇମ୍‌ବ୍ରାଞ୍ଚ ସୂତ୍ରରୁ…

ଓଡ଼ିଶା କଂଗ୍ରେସ ପାଇଁ ପି.କେ.ଙ୍କ ରଣନୀତି ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସର ସ୍ଥିତି ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ନେତୃତ୍ୱ ସମସ୍ୟା ହିଁ ଏହାର ମୁଖ୍ୟ କାରଣ। ପ୍ରତିଟି ନିର୍ବାଚନରେ ଦଳ ଶୋଚନୀୟ ପରାଜୟବରଣ କରୁଛି। ଆଗକୁ ୨୦୨୪ ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ ଦଳକୁ ପୁଣି…

ସୋନପୁର ୪୪.୪ ଡିଗ୍ରୀ ସେଲସିୟସ

ଭୁବନେଶ୍ୱର,୨୦।୪(ବ୍ୟୁରୋ):  ରାଜ୍ୟରେ ବେଳକୁ ବେଳ ତାତିର ପ୍ରକୋପ ବଢିବାରେ ଚାଲିଛି । ଅସହ୍ୟ ଗରମ ସାଙ୍ଗକୁ ଟାଣ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରତିଦିନ ତାତି ନୂଆ ନୂଆ ରେକର୍ଡ ଭାଙ୍ଗୁଛି । ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟର…

ଦୁର୍ଘଟଣା ପରେ ପିଟି ମାରିଦେଲେ

ବାରିପଦା ଅଫିସ/ବାଙ୍ଗିରିପୋଷି,୨୦।୪(ଡି.ଏନ.ଏ.): ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ କେନ୍ଦ୍ରକରି ମଙ୍ଗଳବାର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଘଟିଛି ତୁମୁଳକାଣ୍ଡ। ଦୁର୍ଘଟଣା ଘଟାଇ ସ୍କର୍ପିଓ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ସେଥିରେ ବସିଥିବା କେନ୍ଦୁଝରସ୍ଥିତ ଏକ ମେଗା ଜଳସେଚନ ପ୍ରକଳ୍ପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri