ହନୁମାନ ଜୟନ୍ତୀ ଆୟୋଜନକାରୀଙ୍କ ବିରୋଧରେ ଏତଲା
ନୂଆଦିଲ୍ଲୀ,୧୯।୪: ଜାହାଙ୍ଗିରପୁରୀ ସାମ୍ପ୍ରଦାୟିକ ସଂଘର୍ଷ ଘଟଣାର ଦୁଇଦିନ ପରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଆୟୋଜନକାରୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିଛି। ଆୟୋଜନକାରୀ ଅନୁମତି ନ ନେଇ ଶୋଭାଯାତ୍ରା ବାହାର କରିଥିବାରୁ ଆଇପିସିର ଧାରା ୧୮୮ରେ ମାମଲା ଦାଏର ହୋଇଥିବା…
କଟକରୁ ୧୫୪୦ କିଲୋ ନକଲି ଡିଟରଜେଣ୍ଟ ପାଉଡର ଜବତ
କଟକ ଅଫିସ,୧୯।୪: କଟକରୁ ପୁଣି ନକଲି ଡିଟରଜେଣ୍ଟ ପାଉଡର ଜବତ ହୋଇଛି। ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଚଢାଉ କରି ୧୫୪୦ କିଲୋ ନକଲି ଡିଟରଜେଣ୍ଟ ଜବତ କରିଛି। ଏହାସହ ଡିଟରଜେଣ୍ଟ ତିଆରି ମେଶିନ, ତିଆରି…
ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହେବ ‘କଶ୍ମୀର ଫାଇଲ୍ସ’
ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ଧମାକାଦାର ଆୟ କରୁଛି। ତେବେ ନିକଟରେ ଏକ ଖବର ସାମ୍ନାକୁ ଆସିଛି ଯେ, ଫିଲ୍ମଟି ଖୁବ୍ଶୀଘ୍ର ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହେବ। ଏ ନେଇ ବିବେକ ଅଗ୍ନିହୋତ୍ରୀ ସୋସିଆଲ ମିଡିଆରେ…
ଆଇକ୍ୟାଚି ଲୁକ୍ ଦିଏ ନୋଜ୍ପିନ୍
ଛୋଟ ଗୋଲ୍ଡ ବଲ୍ କିମ୍ବା ଡାଇମଣ୍ଡ ନୋଜ୍ ପିନ୍ ସିମ୍ପଲ ଏବଂ ଆଟ୍ରାକ୍ଟିଭ୍ ଲୁକ୍ ଦେଇଥାଏ। ଏହାକୁ ସବୁ ଆଉଟ୍ଫିଟ୍ରେ ପିନ୍ଧିଲେ ଡିସେଣ୍ଟ ଲାଗୁଥିବାରୁ ଅନେକେ ବେଶ୍ ପସନ୍ଦ କରୁଛନ୍ତି। ନୋଜ୍ ରିଂ ହୁପ୍ର ଡିମାଣ୍ଡ ସବୁଠୁ ଅଧିକ। ଏହା ଟ୍ରାଡିଶନାଲରୁ…
କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି, ଉପକୃତ ହେବେ ୮ ଲକ୍ଷ ତୋଳାଳି
ଭୁବନେଶ୍ୱର,୧୯।୪(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି କରିବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହୋଇପାରିବେ। ଏପରି କି ରାଜ୍ୟର କେନ୍ଦୁପତ୍ର ତୋଳାଳିଙ୍କ ୨୪୦ କୋଟି…
ଘର ଭଡ଼ା
ଜବ୍, ବ୍ୟବସାୟ ହେଉ କିମ୍ବା ଅନ୍ୟାନ୍ୟ କାରଣରୁ ଅଧିକାଂଶ ପରିବାରକୁ ବାହାରେ ଘର ଭଡ଼ା ନେଇ ରହିବାକୁ ହୋଇଥାଏ। ଆବଶ୍ୟକ ସ୍ଥଳେ ବାରମ୍ବାର ଘର ବି ବଦଳାଇବାକୁ ହୋଇଥାଏ। ଏମିତିରେ ଘର ଭଡ଼ା ନେବା ବେଳେ ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ଦିଗ…
ଗୋଲାପି ଓଠ ପାଇଁ…
ମୁହଁର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ଓଠର ଭୂମିକା ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ। ତେଣୁ ଓଠକୁ ଆକର୍ଷଣୀୟ କରିବା ଲାଗି ମହିଳାମାନେ ବିଭିନ୍ନ ପ୍ରକାର ଲିପ୍ ମେକ୍ଅପ୍ ସାମଗ୍ରୀ ବ୍ୟବହାର କରିଥାନ୍ତି । ହେଲେ ଆପଣ ଚାହିଁଲେ ପ୍ରାକୃତିକ ଉପାୟରେ ଓଠକୁ ଗୋଲାପି…
ରିଲିଜ୍ ହେଲା ‘ଥାର’ର ଧମାକାଦାର ଟ୍ରେଲର
ମୁମ୍ବାଇ: ଅନିଲ କପୁର ଓ ହର୍ଷ ବର୍ଦ୍ଧନ କପୁରଙ୍କ ଅଭିନୀତ ଫିଲ୍ମ ‘ଥାର’ ସମ୍ପର୍କରେ ଯେବେଠାରୁ ଘୋଷଣା କରାଗଲାଣି ସେବେଠାରୁ ଏହି ମୁଭିକୁ ନେଇ ଦର୍ଶକଙ୍କ ମନରେ ଆଗ୍ରହ ବଢିବାରେ ଲାଗିଛି । ଏହାର କାରଣ ହେଉଛି ପ୍ରଥମଥର ଲାଗି ଏହି…
ଘରୁ ଯାଇ ଆଉ ଫେରିଲେନି ବୃଦ୍ଧ: ଧଳା ନଦୀରୁ ମିଳିଲା ମୃତଦେହ
ପଦ୍ମପୁର,୧୯।୪(ଡି.ଏନ୍.ଏ): ଧଳା ନଦୀରେ ବୁଡ଼ି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସାନ ଅଗାପୁର ଗ୍ରାମର ରମେଶ ଚନ୍ଦ୍ର ନାୟକ। ସକାଳେ ରମେଶ ଶୌଚ ହେବା ପାଇଁ ଯାଇ…
‘ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା’
ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ। ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଛି, ଭିଡ଼ ସ୍ଥାନକୁ ଗଲେ ମାସ୍କ ଜରୁରୀ ବୋଲି…
ଜାହାଙ୍ଗୀରପୁରୀ ହିଂସା ଘଟଣା: ଗୃହ ମନ୍ତ୍ରଣାଳକୁ ରିପୋର୍ଟ ଦାଖଲ କଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୧୯।୪: ଦିଲ୍ଲୀର ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀଙ୍କ ଅବସରରେ ହୋଇଥିବା ହିଂସା ସମ୍ପର୍କରେ ଦିଲ୍ଲୀ ପୋଲିସ ମଙ୍ଗଳବାର କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ପ୍ରାରମ୍ଭିକ ରିପୋର୍ଟ ଦାଖଲ କରିଛି। ଅପରାଧିକ ଷଡଯନ୍ତ୍ରର ଏକ ଅଂଶ ଭାବରେ ଜାହାଙ୍ଗୀରପୁରୀରେ ହିଂସା ଘଟିଥିଲା। ଦିଲ୍ଲୀ ପୋଲିସ କ’ଣ…
ଡ୍ରାଇଭର ମହାସଂଘର ରାଜପଥ ଅବରୋଧ, ଯାତ୍ରୀ ହଟହଟା
କେସିଙ୍ଗା,୧୯।୪: ଓଡ଼ିଶା ଡ୍ରାଇଭର ମହାସଂଘ କେସିଙ୍ଗା ଶାଖା ପକ୍ଷରୁ ୧୧ଦଫା ଦାବି ନେଇ କଳାହାଣ୍ଡି ଜିଲା କେସିଙ୍ଗା ସହର ପ୍ରାଣୀ ଚିକିତ୍ସାଳୟ ନିକଟରେ ମଙ୍ଗଳବାର ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି…
Archives


