Home Left

ଶେଷ ଦିନରେ ନାମାଙ୍କନ ଭରିବେ ଅଧିକାଂଶ ପ୍ରାର୍ଥୀ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲର ଶେଷ ଦିନ। ହେଲେ ଏ ପର୍ଯ୍ୟନ୍ତ ବିଜେଡିର ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଯଦିଓ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ…

ସରୋଜିନୀ ଆପ୍‌ର ଭୁବନେଶ୍ୱର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ଆମ୍‌ ଆଦମୀ ପାର୍ଟି(ଆପ୍‌) ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମେୟର ପ୍ରାର୍ଥୀ ହେଲେ ସରୋଜିନୀ ଖୁଣ୍ଟିଆ। ରବିବାର ଭୁବନେଶ୍ୱରସ୍ଥିତ ରାଜ୍ୟ ଆପ୍‌ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପାର୍ଟିର ରାଜ୍ୟ ସଂଯୋଜକ ନିଶିକାନ୍ତ ମହାପାତ୍ର ସରୋଜିନୀଙ୍କ ନାମକୁ ଘୋଷଣା…

ଜାଲ ବିଛାଉଛନ୍ତି ଡିଜିଟାଲ ସୁନ୍ଦରୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ପ୍ରତିଦନ ସାଇବର ଠକମାନେ ନୂଆ ନୂଆ ପନ୍ଥା ଆପଣାଇ ଟଙ୍କା ଲୁଟୁଛନ୍ତି। ବିଶେଷ କରି ସୋସିଆଲ ମିଡ଼ିଆରେ ଡିଜିଟାଲ ସୁନ୍ଦରୀମାନେ ମାତିଛନ୍ତି। ସେମାନେ ଜାଲ ବିଛାଇ ଯୁବକଙ୍କୁ ଫାଶରେ ପକାଉଛନ୍ତି। ଯୁବକଙ୍କ ସହ ଅଶ୍ଳୀଳ ଚାଟ୍‌ କରିବା ପରେ ବ୍ଲାକ୍‌ମେଲ୍‌…

ବାର୍‌ହା ଭାବି ଯୁବତୀଙ୍କୁ ଗୁଳି

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ବନ୍ୟଜନ୍ତୁ ଶିକାର ପାଇଁ ଛକିଥିବା ଶିକାରୀ ବାର୍‌ହା ଭାବି ଚଳାଇଦେଲେ ଗୁଳି। ଏଥିରେ ଜଣେ ଯୁବତୀ ଆହତ ହୋଇଛନ୍ତି। ସେ ହେଲେ ଉର୍ବଶୀ ନାଏକ (୧୮)। ସୁନ୍ଦରଗଡ଼ ସଦର ବ୍ଲକ ଧରୁଆଡିହି…

ରୁଷିଆରେ ସମସ୍ତ ସେବା ବନ୍ଦ କଲା ନେଟଫ୍ଲିକ୍ସ

ମସ୍କୋ,୭ ।୩: ୟୁକ୍ରେନ୍‌-ରୁଷିଆ ମଧ୍ୟରେ ଯୁଦ୍ଧ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଦୀର୍ଘ ୧୨ ଦିନର ଘମାଘୋଟ ଲଢେଇ ଭିତରେ ଛାରଖାର ହୋଇଗଲାଣି ୟୁକ୍ରେନ୍ । ଏପଟେ ରୁଷିଆର ଜିଦ୍ ଯୋଗୁ ଯୁଦ୍ଧ ବେଳକୁ ବେଳ ଆହୁରି ଭୟଙ୍କର…

ବୁଦାପେଷ୍ଟରେ ପହଞ୍ଚିବାକୁ ଜାରି ହେଲା ନୂଆ ଆଡଭାଇଜରି

ନୂଆଦିଲ୍ଲୀ,୬।୩: ୟୁକ୍ରେନ୍‌ରୁ ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେଠାରେ ଆହୁରି ଅନେକ ରହିଯାଇଥିବା ବେଳେ ଭାରତୀୟ ଦୂତାବାସ ପକ୍ଷରୁ ସେମାନଙ୍କ ପାଇଁ ରବିବାର ନୂଆ ଆଡଭାଇଜରି ଜାରି କରାଯାଇଛି। ୟୁକ୍ରେନ୍‌ ଏବଂ ହଙ୍ଗେରିରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ…

୧୦ ଦିନ ପରେ କୋଇଲା ଖଣିରୁ ମିଳିଲା ୧୪ ଶ୍ରମିକଙ୍କ ମୃତଦେହ

ବେଜିଂ,୬।୩: ଚାଇନାରେ ଭୁଶୁଡ଼ି ପଡ଼ିଥିବା ଏକ କୋଇଲା ଖଣିରେ ୧୪ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫେବୃୟାରୀ ୨୫ରେ ଗୁଇଝୋଉ ପ୍ରଦେଶର ସାନ୍‌ହେ ଶୁନଜୁନ୍‌ କୋଇଲା ଖଣି ଭୁଶୁଡ଼ି ପଡ଼ିବାରୁ ବହୁସଂଖ୍ୟାରେ ଶ୍ରମିକ ଏଥିରେ ଫସି ରହିଥିଲେ। ୧୦ ଦିନ ହେଲା…

୬୭ ବର୍ଷ ପରେ ଭାରତୀୟ କ୍ରିକେଟରେ ଘଟିଲା ଏମିତି

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଏକ ଇନିଂସ ଓ ୨୨୨ ରନ୍‌ର ବିରାଟ ବିଜୟ ସହ ଆରମ୍ଭ ହୋଇଛି ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ୟାରିୟର। ଅଧିନାୟକ ଭାବେ ପଦାର୍ପଣ ମ୍ୟାଚ୍‌କୁ ଏକ ଇନିଂସ ବ୍ୟବଧାନରେ ଜିତିବାରେ ରୋହିତ ଦ୍ୱିତୀୟ ଭାରତୀୟ। ତାଙ୍କ…

ଆଖିରେ ପଟି ବାନ୍ଧି ସବୁ କାମ କରୁଛନ୍ତି ୮ ବର୍ଷର ନାବାଳକ

କୋକସରା,୬।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ପୋଡାଗୁଡା ଗାଁର ବିସ୍ମୟ ବାଳକ ରିତେଶ କୁମାର ସାହୁ (୮)। ସାଧାରଣତଃ ଆମ ଆଖିରେ ପଟି ବାନ୍ଧିଲେ ଆମକୁ କିଛି ଦେଖାଯାଏ ନାହିଁ। ହେଲେ ରିତେଶ ଆଖି ବନ୍ଦ କରି ସବୁ କାମ କରିପାରୁଛନ୍ତି।…

ବିରଳ ରେକର୍ଡ ହାତଛଡ଼ା କଲେ ଜାଡେଜା

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ରବୀନ୍ଦ୍ର ଜାଡେଜା ଏକ ବିରଳ ରେକର୍ଡର ଅଧିକାରୀ ହେବାରୁ ବଞ୍ଚିତ ହୋଇଛନ୍ତି। ମ୍ୟାଚ୍‌ରେ ୧୭୫ ରନ୍‌ର ଅପରାଜିତ ଇନିଂସ ଖେଳିଥିବା ଅଲରାଉଣ୍ଡର ଉଭୟ ଇନିଂସ ଯଥାକ୍ରମେ ୫ ଓ ୪ ଉଇକେଟ…

ସୈଫ୍‌ଙ୍କ ଉପରକୁ ହାତ ଉଠାଇଲେ ତୈମୁର

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ ଏବଂ ସୈଫ ଅଲି ଖାନଙ୍କ ବଡ଼ ପୁଅ ତୈମୁର ପ୍ରାୟତଃ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ରାଗିକି ବାପା ସୈଫ୍‌ଙ୍କୁ ହାତ ଉଠାଉଥିବା ଭିଡିଓ ଭାଇରାଲ ହୋଇଛି। ସେଲିବ୍ରିଟି ଫଟୋଗ୍ରାଫର ଭାଇରାଲ…

କାଠ ସଂଗ୍ରହ କରିବାକୁ ଯାଇ ଯୁବତୀ ଖାଇଲେ ଗୁଳି ମାଡ଼

ସୁନ୍ଦରଗଡ଼, ୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସଦର ବ୍ଲକ ଧରୁଆଡିହି ଥାନା ଅନ୍ତର୍ଗତ ଲମଟି ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ରବିବାର ଅଭାବନୀୟ ଘଟଣା ଘଟିଛି। ମହିଳାମାନଙ୍କ ସହ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିବା ଉର୍ବଶୀ ନାଏକ (୧୮) ନାମ୍ନୀ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri