ମାଓବାଦୀ ନେତା ସବ୍ୟସାଚୀ ୬ ମାମଲାରେ ନିର୍ଦ୍ଦୋଷ
ପାରଳାଖେମୁଣ୍ଡି,୧୯ା୪(ଡି.ଏନ୍.ଏ.):ଗଜପତି ଜିଲା ଦୌରାଜଜ୍ ସୋମବାର ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ୬ଟି ସଙ୍ଗିନ୍ ମାମଲାରେ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀଙ୍କ ବିରୋଧରେ ଜିଲାର ବିଭିନ୍ନ ଥାନାରେ ୪୫ ମାମଲା ରହିଥିଲା। ସେଥିରୁ ୩୨ ମାମଲାରେ ସବ୍ୟସାଚୀଙ୍କୁ ନିର୍ଦ୍ଦୋଷରେ…
ଦିନକରେ ସଂକ୍ରମଣ ୯୦% ବୃଦ୍ଧି
ନୂଆଦିଲ୍ଲୀ,୧୯।୪: ଭାରତରେ କୋଭିଡ୍ ସଂକ୍ରମଣ ଗୋଟିଏ ଦିନରେ ୯୦ ପ୍ରତିଶତ ବୃଦ୍ଧି ପାଇଛି। ଫଳରେ ମହାମାରୀର ଚତୁର୍ଥ ଲହର ଆସିବା ନେଇ ଆଶଙ୍କା ଦେଖାଯାଇଛି। ୨୪ ଘଣ୍ଟା ମଧ୍ୟରେ ୨,୧୮୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବ ଦିନ ତୁଳନାରେ…
ଆଜିଠୁ ବୋର୍ଡ ୱେବ୍ସାଇଟରେ ମିଳିବ ଆଡ୍ମିଟ କାର୍ଡ
କଟକ ଅଫିସ, ୧୯ା୪:ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଅଫ୍ଲାଇନରେ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବୋର୍ଡ ପକ୍ଷରୁ ସମ୍ମେଟିଭ-୨ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରେ ସୂଚୀ ପ୍ରକାଶ ପାଇଥିଲା। ତେବେ ଏହି ପରୀକ୍ଷା…
ମହାରାଷ୍ଟ୍ର ଅଚଲପୁରରେ କର୍ଫ୍ୟୁ
ମୁମ୍ବାଇ,୧୯।୪: ମହାରାଷ୍ଟ୍ରର ଅମରାବତୀ ଜିଲା ଅନ୍ତର୍ଗତ ଅଚଲପୁର ସହରରେ ଧର୍ମୀୟ ପତାକା ହଟାଇବାକୁ କେନ୍ଦ୍ର କରି ରବିବାର ମଧ୍ୟରାତ୍ରରେ ଦୁଇ ସମ୍ପ୍ରଦାୟର ସଦସ୍ୟଙ୍କ ମଧ୍ୟରେ ସଂଘର୍ଷ ଓ ଢେଲାମାଡ଼ ପରେ ସେଠାରେ କର୍ଫ୍ୟୁ ଜାରି ହୋଇଛି। ସଂଘର୍ଷରେ କେତେଜଣ ଆହତ ହୋଇଛନ୍ତି,…
କେନ୍ଦୁଝର ଜିଲାପାଳ ଆଶ୍ୱସ୍ତ
କଟକ ଅଫିସ/କେନ୍ଦୁଝର,୧୯ା୪(ସ୍ବ.ପ୍ର.):ବିଭିନ୍ନ ଜନଜାତିଙ୍କ ବ୍ୟକ୍ତିଗତ ତଥା ସାମୂହିକ କେସ୍ର ୮ଟି ମାମଲାରେ ଜାତୀୟ ଅନୁସୂଚିତ ଜନଜାତି (ଏସ୍ଟି) କମିଶନଙ୍କ ନିକଟରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍ରେ ହାଜର ହେବେ ନାହିଁ। ଏନେଇ ସୋମବାର ଓଡ଼ିଶା ହାଇକୋର୍ଟ କମିଶନଙ୍କ ଓ୍ବାରେଣ୍ଟ ଉପରେ ଅନ୍ତରୀଣ…
ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି
ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସ୍କୁଲ ପିଲାଙ୍କୁ ନେଉଥିବା ବସ୍ ଓ ଅନ୍ୟାନ୍ୟ ଲାଇଟ୍ ଭେଇକିଲ ଏଣିକି ଯାଞ୍ଚ କରାଯିବ। ଯାଞ୍ଚ ନେଇ ସବୁ ଆଞ୍ଚଳିକ ପରିବହନ ଅଫିସ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ଚିଠି ଲେଖିଛନ୍ତି। ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ଯାଞ୍ଚ କରି ୨୮…
ତେଜୁଛି ସାମ୍ପ୍ରଦାୟିକ ହିଂସା
ନୂଆଦିଲ୍ଲୀ,୧୯।୪: ଦେଶର ବିଭିନ୍ନ ରାଜ୍ୟରେ ଗତ କିଛି ଦିନ ହେଲା ସାମ୍ପ୍ରଦାୟିକ ହିଂସା ବଢ଼ିବାରେ ଲାଗିଛି। ରାମନବମୀ ଶୋଭଯାତ୍ରା ଏବଂ ହନୁମାନ ଜୟନ୍ତୀ ସମୟରେ ବିଭିନ୍ନ ସ୍ଥାନରେ ଦୁଇ ସମ୍ପ୍ରଦାୟର ଲୋକେ ପରସ୍ପର ମୁହଁାମୁହଁି ହୋଇଥିଲେ। ଦିଲ୍ଲୀର ଜାହାଙ୍ଗୀରପୁରୀ ଅଞ୍ଚଳରେ ହନୁମାନ…
ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ରହିବନି ଅଙ୍କୁଶ
ଭୁବନେଶ୍ୱର, ୧୯।୪(ବ୍ୟୁରୋ):ଚାରିଆଡୁ ପ୍ରତିବାଦ ପରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ବଦଳାଇଛନ୍ତି। ପୂର୍ବଭଳି ବିଶ୍ୱବିଦ୍ୟାଳୟଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ଏନେଇ ସୋମବାର ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ବୀରେନ୍ଦ୍ର କୋରକରା…
ବଡ଼ ବ୍ୟବସ୍ଥା, ନିଯୁକ୍ତି ନାହିଁ
ଯାଜପୁର ଅଫିସ,୧୯ା୪ ଗତ ୫ ବର୍ଷ ମଧ୍ୟରେ ୪୫,୭୬୫ ଜଣ ଡିଗ୍ରୀ ଓ ଡିପ୍ଲୋମାଧାରୀ ଯୁବତୀଯୁବକ ନିଯୁକ୍ତି ଆଶାରେ ରାଜ୍ୟର ନିୟୋଜନ କାର୍ଯ୍ୟାଳୟଗୁଡ଼ିକରେ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ହେଲେ ସେଥିରୁ ମାତ୍ର ୨୭୫ ଜଣ ନିୟୋଜନ ପଞ୍ଜୀକରଣ ମାଧ୍ୟମରେ ନିଯୁକ୍ତି…
ବୁଚାରେ ନରସଂହାର କରିଥିବା ଅଭିଯୁକ୍ତ ବ୍ରିଗେଡଙ୍କୁ ସମ୍ମାନୀତ କଲେ ପୁଟିନ
ରୁଷିଆ,୧୯ ।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସୋମବାର ୟୁକ୍ରେନର ବୁଚା ସହରରେ କ୍ରୁରତା କରିଥିବା ଅଭିଯୁକ୍ତ ବ୍ରିଗେଡଙ୍କୁ ମାନଦ ଉପାଧିରେ ସମ୍ମାନୀତ କରିଛନ୍ତି । ନ୍ୟୁଜ ଏଜେନ୍ସି ଏଏଫପି ଏହି ସୂଚନା ଦେଇଛି । ସୂଚନାଯୋଗ୍ୟ, ୟୁକ୍ରେନର ଅଧିକାରୀମାନେ ରୁଷିଆ…
ପୋଲିସ ଛାଡ଼ି ପଳାଇଲା
ଭୁବନେଶ୍ୱର,୧୯ା୪(ବ୍ୟୁରୋ): ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ଡାକରାରେ ଆନ୍ଦୋଳନ କରିବାକୁ ସୋମବାର ଆସିଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କ କବ୍ଜାକୁ ଚାଲିଯାଇଥିଲା ରାଜଧାନୀ ଭୁବନେଶ୍ୱର। କେବଳ ପିଏମ୍ଜି, ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳ ନୁହେଁ, ସମସ୍ତ ପ୍ରମୁଖ ରାସ୍ତା ଓ ଏହାକୁ ସଂଯୋଗ…
ବଟଲରଙ୍କ ବିସ୍ଫୋରକ ଶତକ
ମୁମ୍ବାଇ,୧୮।୪: ସ୍ଥାନୀୟ ବ୍ରାବୋର୍ନେ ଷ୍ଟାଡିୟମରେ ସୋମବାର ରାତିରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍ରେ ଫୁଲ ଫର୍ମରେ ଥିବା ଜୋସ ବଟଲର କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ବିପକ୍ଷରେ ୧୦୩ ରନ୍ର ବିସ୍ଫୋରକ ଶତକୀୟ ଇନିଂସ ଖେଳିଛନ୍ତି। ତାଙ୍କ ପାଳି ଯୋଗୁ ରାଜସ୍ଥାନ ରୟାଲ୍ସ…
Archives


