ଆଜିଠୁ ଯାଞ୍ଚ କଡାକଡ଼ି
ସୋନପୁର,୫।୩(ନି.ପ୍ର.): ସୁବର୍ଣ୍ଣପୁର ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ସଡକ ଦୁର୍ଘଟଣା ହ୍ରାସ ପାଇଁ ଆଞ୍ଚଳିକ ପରିବହନ ବିଭାଗ ଓ ଜିଲା ପୋଲିସ…
ନିଜ ଦେଶର ବଙ୍କରରେ ସୁରକ୍ଷିତ ଅଛନ୍ତି ଜେଲେନ୍ସ୍କି
କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ଶନିବାର ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ରକେଟ ମାଡ଼ କରାଯାଇଛି। ଗୋଟିଏ ପଟେ ରୁଷିଆ ଲଗାତର ଭାବେ ଦାବି କରିଆସୁୁଛି ଯେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି…
ଚା ଦୋକାନୀରୁ ହେଲେ ସରପଞ୍ଚ
ଡୁଙ୍ଗୁରିପାଲି,୫ା୩(ଡି.ଏନ୍.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକର ପଣ୍ଡକିଟାଲ, ନାଇକେନପାଲି ପଞ୍ଚାୟତରେ ଜଣେ ଚା ଦୋକାନୀ ବିଜୟୀ ହୋଇ ସରପଞ୍ଚ ହୋଇଛନ୍ତି। ସେ ହେଲେ ପଣ୍ଡକିଟାଲ ଗ୍ରାମର ଗୋବିନ୍ଦ ସେଠ। ଲୋକସମ୍ପର୍କ ଯୋଗୁ ସେ ଆଜି ସରପଞ୍ଚ ହୋଇ…
ବାଘଠୁ ବଞ୍ଚିବା ପାଇଁ ଏମିତି କଲା ମାଙ୍କଡ଼, ନିଜ ଜାଲରେ ଫସିଲା…
ବାଘର ନାଁ ଶୁଣିଲେ ସମସ୍ତଙ୍କ ଦେହ ଥରିବାକୁ ଲାଗିଥାଏ। ସେ ମଣିଷ ହୁଅନ୍ତୁ ଅବା ପଶୁ। ବାଘ ତା ନିଜର ଆହାର ପାଇଁ ଯେକୌଣସି ପ୍ରାଣୀଙ୍କୁ ବି ଶିକାର କରିପାରେ। ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି,…
ୟୁକ୍ରେନ ସୀମାରୁ ରୁଷିଆ ଗୁପ୍ତଚର ଗିରଫ
କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ହୋଇଥିବା ବେଳେ କୌଣସି ନିଷ୍କର୍ସ ବାହାରିପାରିନାହିଁ। ଉଭୟ ପାର୍ଶ୍ୱରୁ ବ୍ୟାପକ ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନ…
ଝାରସୁଗୁଡ଼ାରେ ୟୁକ୍ରେନ୍ ଫେରନ୍ତା ଛାତ୍ରୀଛାତ୍ରଙ୍କୁ ସ୍ବାଗତ
ଝାରସୁଗୁଡ଼ା ଅଫିସ,୫ା୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଲାଗ ରହିଛି। ଏଥିରେ ୟୁକ୍ରେନ୍ ଧ୍ୱସ୍ତବିଧ୍ୱସ୍ତ ହେବାରେ ଲାଗିଛି। ୟୁକ୍ରେନ୍ରେ ଅଧ୍ୟୟନ କରୁଥିବା ଭାରତର ଡାକ୍ତରୀ ଓ ଇଞ୍ଜିନିୟରିଂ ଛାତ୍ରୀଛାତ୍ର ନିଜ ଦେଶକୁ ଫେରି ନ ପାରି ଫସି ରହିଛନ୍ତି। ଅଭିଭାବକମାନେ ନିଜ ଝିଅପୁଅଙ୍କୁ…
ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ସିଟ ଆଲର୍ଟମେଣ୍ଟ
ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ମେଡିକାଲ ନାମଲେଖା ପାଇଁ ଯୁଗ୍ମ ପ୍ରବେଶିକା ପରୀକ୍ଷା ପକ୍ଷରୁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ସିଟ ଆଲର୍ଟମେଣ୍ଟ ପ୍ରକାଶ ପାଇବ । ସେହି ଆଧାରରେ ଛାତ୍ରୀଛାତ୍ରଙ୍କୁ ସିଟ ଦିଆଯିବ । ଏହାପରେ ଆସନ୍ତା ୮ରୁ ୧୧ ତାରିଖ ଭିତରେ ସିଟ…
ରୁଷିଆରେ ଖବରଦାତାଙ୍କ କାର୍ଯ୍ୟ ବନ୍ଦ କଲା ବିବିସି
ଲଣ୍ଡନ,୫।୩ : ରୁଷିଆ ପାର୍ଲାମେଣ୍ଟର ନିମ୍ନ ସଦନ(ଡୁମା) ଶୁକ୍ରବାର ଏକ ନୂଆ ଆଇନ ଅନୁମୋଦନ କରିଛି। ଏଥିରେ ରୁଷିଆ ସଶସ୍ତ୍ର ବାହିନୀ ବିରୋଧରେ ମିଥ୍ୟା ଖବର ପ୍ରସାରଣ କଲେ ୧୫ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ହୋଇପାରେ ବୋଲି ଆଇନରେ ଉଲ୍ଲେଖ ରହିଛି।…
ଆଜି ଘୋଷଣା ହୋଇପାରେ ବିଜେପି ଓ ବିଜେଡି ପ୍ରାର୍ଥୀ ତାଲିକା
ଭୁବନେଶ୍ୱର,୫।୩(ବ୍ୟୁରୋ): ପୌର ପାଇଁ ରାଜନୀତି ସରଗରମ ରହିଛି। ମାର୍ଚ୍ଚ ୨ରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଇଥିବା ବେଳେ ୭ରେ ନାମାଙ୍କନ ପତ୍ର ଦାଖଲ ସରିବ। ସବୁ ରାଜନୈତିକ ଦଳ ଚୂଡାନ୍ତ ତାଲିକା ପ୍ରକାଶ କରିନାହାନ୍ତି। ତେବେ କିଏ ଟିକେଟ ପାଇବ ତାହାକୁ…
ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ଝିଅକୁ ନେଇ କିଛି ଭିନ୍ନ ସ୍ବପ୍ନ ଦେଖିଥିଲେ ଶ୍ରୀଦେବୀ, ଜାଣନ୍ତୁ…
ବଲିଉଡ୍ର ଆଗଧାଡିର ଅଭିନେତ୍ରୀ ମଧ୍ୟରୁ ଜାହ୍ନବୀ କପୁର ଅନ୍ୟତମ। ଖୁବ ଶୀଘ୍ର ଜାହ୍ନବୀ ତାଙ୍କର ୨୫ ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି । ବଲିଉଡ୍ରେ ତାଙ୍କ ସଫଳତା ନେଇ ଗର୍ବ କରିବାକୁ ତାଙ୍କ ମା’ତଥା ଭେଟରାନ ଅଭିନେତ୍ରୀ ଶ୍ରୀଦେବୀ ଜୀବିତ…
ସରକାରୀ ଡାକ୍ତରଖାନାରେ ଲାଗିଲା ନିଆଁ
ଶ୍ରୀନଗର,୫।୩: ଶ୍ରୀନଗର ବାରଗୁଲ୍ଲା ସରକାରୀ ଡାକ୍ତରଖାନାର ଅସ୍ତିଶଲ୍ୟ ବିଭାଗରେ ଶୁକ୍ରବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଫଳରେ ଡାକ୍ତରଖାନାରେ ଫସି ରହିଥିବା ଶତାଧିକ ରୋଗୀ ଏବଂ ସମ୍ପର୍କୀୟଙ୍କୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ହେଲେ ନିଆଁ…
Archives


