Home Left

ହାଇଓ୍ବେରେ ପଛକୁ ପଛ ବାଡେଇ ହେଲା ୬୦ ଗାଡ଼ି

ପେନ୍ନସିଲଭେନିଆ,୨୯।୩: ଆମେରିକାର ପେନ୍ନସିଲଭେନିଆ ହାଇଓ୍ବେରେ ପଛକୁ ପଛ ବାଡ଼େଇ ହୋଇ ୫୦ରୁ ୬୦ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ପ୍ରବଳ ତୁରଷାପାତ ଯୋଗୁ ସ୍କୁକିଲ କାଉଣ୍ଟିରେ ଇଣ୍ଟରଷ୍ଟେଟ୍‌ ୮୧ ହାଇଓ୍ବେରେ ସୋମବାର ସକାଳ ପ୍ରାୟ ୧୦ଟା ୩୦ରେ ଏଭଳି ଭୟଙ୍କର ସିରିଜ୍‌ ଦୁର୍ଘଟଣା…

ୟୁକ୍ରେନ୍ ଛାଡିଲେଣି ୪୦ ଲକ୍ଷ ଲୋକ

କ୍ୱିଭ୍‌,୨୯ ।୩: ଏକ ମାସରୁ ଅଧିକ ସମୟ ଧରି ଚାଲିଲାଣି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ଏଥିରେ ଶହ ଶହ ସେନାଙ୍କ ସମେତ ବହୁ ସାଧାରଣ ନାଗରିକଙ୍କର ମୃତ୍ୟୁ ବି ହେଲାଣି । କେବଳ ସେତିକି ନୁହେଁ ଏହି ଯୁଦ୍ଧରେ ବହୁ ଧନ…

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ

ଭୁବନେଶ୍ୱର,୨୯।୩: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ କାରଣରୁ ତାଙ୍କୁ ବାଣପୁର ସବଜେଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ସୂଚନାଯୋଗ୍ୟ, ନିକଟରେ…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୫୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୩ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ବରଗଡ଼ ଏସ୍‌ପିଙ୍କୁ ଡିଜିପି ଆୱାର୍ଡ

ବରଗଡ଼ ଅଫିସ୍‌,୨୯।୩: ବରଗଡ଼ ଏସ୍‌ପି ରାହୁଲ ଜୈନ ଡିଜିପି ଆୱାର୍ଡ ପାଇବାକୁ ମନୋନୀତ ହୋଇଛନ୍ତି। ଏହା ସହିତ ବରଗଡ଼ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଧୀର ଭୋଇଙ୍କୁ ମଧ୍ୟ ଡିଜିପି ଆୱାର୍ଡ ପ୍ରଦାନ କରାଯିବ। ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ…

ଭାରତୀୟ ପରମ୍ପରାରେ ବିବାହ କଲେ ଅଷ୍ଟ୍ରେଲୀୟ କ୍ରିକେଟର୍‌

ଚେନ୍ନାଇ,୨୯।୩: ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ତାଙ୍କ ଭାରତୀୟ ପ୍ରେମିକା ଭିନି ରମଣଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଚେନ୍ନାଇରେ ତାମିଲ ରୀତିନୀତି ଅନୁଯାୟୀ ଦୁହେଁ ବିବାହ କରିଥିଲେ। ବିବାହର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଖ୍ରୀଷ୍ଟିଆନ…

ରାଗରେ ନିଆଁବାଣ ପୁଟିନ: କହିଲେ,ମୁଁ ତାଙ୍କୁ ବର୍ବାଦ କରିଦେବି

ମସ୍କୋ,୨୯।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୩୪ ଦିନ ହେବ ଜାରି ରହିଛି। ଉଭୟ ଦେଶର ପ୍ରତିନିଧୀମାନେ ଗୋଟିଏ ପରେ ଗୋଟିଏ ବୈଠକ ପାଇଁ ଇସ୍ତାନବୁଲରେ ପହଞ୍ଚିଛନ୍ତି। ଯୁଦ୍ଧ ଶେଷ କରିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନଙ୍କ ସହ…

ମା’ ତାରାତାରିଣୀଙ୍କ ମହାଲକ୍ଷ୍ମୀ ବେଶ

ପୁରୁଷୋତ୍ତମପୁର,୨୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳି ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଯାଇଛି। ସୋମବାର ରାତି ୧ଟା ୩୫ରେ ମନ୍ଦିର ଦ୍ୱାରା ଫିଠାଯାଇଥିଲା। ପରମ୍ପରା ଅନୁସାରେ ଅବକାଶ ନୀତି, ମଙ୍ଗଳ ଆଳତି,…

କେଜିଏଫ୍‌-୨ ପାଇଁ କିଏ ନେଇଛନ୍ତି କେତେ ଟଙ୍କା

କେଜିଏଫ୍‌-୧ର ସଫଳତା ପରେ ଦର୍ଶକ ଏହି ଫିଲ୍ମର ଦ୍ୱିତୀୟ ଭାଗକୁ ଦେଖିବା ପାଇଁ ଚାହିଁ ବସିିଛନ୍ତି। ୨୦୧୮ରେ ଏହି ଫିଲ୍ମର ପ୍ରଥମ ଭାଗ ରିଲିଜ ହୋଇଥିଲା। ପ୍ରଶାନ୍ତ ନୀଲଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ଦ୍ୱିତୀୟ ଭାଗ ଏପ୍ରିଲ ୧୪ରେ ମୁକ୍ତିଲାଭ କରିବାକୁ…

ଜେଡିୟୁ ନେତାଙ୍କୁ ଗୁଳି ମାରି ହତ୍ୟା

ପାଟନା,୨୯।୩: ବିହାରର ରାଜଧାନୀ ପାଟନାରେ ଶାସକ ଦଳର ଜେଡିୟୁ ନେତା ତଥା ଦାନାପୁର ମ୍ୟୁନିସିପାଲିଟି କାଉନସିଲର ଉପାଧ୍ୟକ୍ଷ ଦୀପକ କୁମାର ମେହେଟ୍ଟାଙ୍କୁ କିଛି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସେ ଦାନାପୁରରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ…

‘ମୁଁ ସର୍ବଧାରଣରେ କ୍ଷମା ମାଗୁଛି’

ଲସ୍‌ ଏଞ୍ଜେଲ୍ସ,୨୯।୩: ଓସ୍କାର ଭାବେ ଜଣାଶୁଣା ଏକାଡେମୀ ପୁରସ୍କାର ଉତ୍ସବରେ ଉପସ୍ଥାପକ ଖ୍ରିସ ରକଙ୍କୁ ହଲିଉଡ୍‌ ଅଭିନେତା ଓ୍ବିଲ ସ୍ମିଥ୍‌ ଷ୍ଟେଜ ଉପରେ ମୁଥା ମାରିବା ଘଟଣା ଏବେ ଜଙ୍ଗଲରେ ନିଆଁ ଭଳି ବ୍ୟାପୁଛି। ଏହି ପୁରସ୍କାର ତଦାରଖ କରୁଥିବା ସଂସ୍ଥା…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ ଜିଲାରେ ସର୍ବାଧିକ ୭ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri