ମୋଦି ସରକାରଙ୍କୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ
ରାଞ୍ଚି,୨୬ ।୩: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କୋଲ ଇଣ୍ଡିଆ ଉପରେ ଝାରଖଣ୍ଡର ୧.୩୬ ଲକ୍ଷ କୋଟି ଟଙ୍କା ବାକି ରହିଛି । ଏହା ରାଜ୍ୟର ଅଧିକାର ଓ ରାଜ୍ୟ…
ଆଜି ବାର ଆସୋସିଏଶନର ନିର୍ବାଚନ, ଅପରାହ୍ନରେ ଫଳାଫଳ
କଟକ ଅଫିସ, ୨୬।୩: ଆଜି ହାଇକୋର୍ଟ ବାର ସମେତ ରାଜ୍ୟର ସମସ୍ତ ବାର ଆସୋସିଏସନର ନିର୍ବାଚନ ହେବ । ରାଜ୍ୟର ୧୫୧ଟି ବାର ଆସୋସିଏଶନରେ ୱାନ ବାର୍ ୱାନ ଭୋଟ ପଦ୍ଧତିରେ ଗ୍ରହଣ କରାଯିବ । ଏଥିରେ ପ୍ରାୟ ୩୩ ହଜାର…
ସକାଳ ୧୦ଟାରେ ବସିବ ଯୋଗୀଙ୍କ ପ୍ରଥମ କ୍ୟାବିନେଟ ବୈଠକ
ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶପଥ ନେବା ପରେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଯୋଗୀ ସରକାରଙ୍କ ୨.୦ର ପ୍ରଥମ କ୍ୟାବିନେଟ ବୈଠକ ଶନିବାର ସକାଳ ୧୦ଟାରେ ବସିବ। ଏହାପରେ ସକାଳ ୧୧ଟାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜଭବନରେ ପ୍ରୋଟେମ୍…
ମ୍ୟାନମାର ସେନାଙ୍କ ଅସ୍ତ୍ର ଯୋଗାଣକାରୀଙ୍କ ଉପରେ କନାଡାର ପ୍ରତିବନ୍ଧକ
ଓଟାୱା,୨୬ ।୩: ଗ୍ଲୋବଲ ଆଫେୟାର୍ସ କାନାଡା ଶୁକ୍ରବାର ଏକ ବୟାନରେ କହିଛି ମ୍ୟାନମାରରେ ସେନା ଅଧିକାରୀଙ୍କୁ ଅସ୍ତଶସ୍ତ୍ର ଯୋଗାଣ କରୁଥିବା ବ୍ୟକ୍ତି ଓ ସଂସ୍ଥା ଉପରେ କନାଡା ପ୍ରତିବନ୍ଧକ ଲଗାଉଛି । କାନାଡା ବିଶେଷ ଆର୍ଥକ ଉପାୟ(ବୁର୍ମା) ବିନିୟମ ଅନୁଯାୟୀ, ସେହି…
ସୌଦି ଅରବ ତେଲ ଡିପୋରେ ହାଉଦି ବିଦ୍ରୋହୀଙ୍କ ଆକ୍ରମଣ
ରିୟାଦ,୨୬ ।୩: ୟମନର ହାଉଦି ବିଦ୍ରୋହୀ ସୌଦି ଅରବର ଜେଦ୍ଦା ସହରରେ ଫର୍ମୁଲା ୱାନ ରେସ ପୂର୍ବରୁ ଶୁକ୍ରବାର ଏକ ତେଲ ଡିପୋ ଉପରେ ଆକ୍ରମଣ କରିଛନ୍ତି । ଏହା ହାଉଦି ବିଦ୍ରୋହୀଙ୍କ ଏପର୍ଯ୍ୟନ୍ତ କରାଯାଇଥିବା ସବୁଠାରୁ ବଡ ହାଇ ପ୍ରୋଫାଇଲ…
ଧମାଲ କରୁଛି ରାଜାମୌଲିଙ୍କ ଫିଲ୍ମ ‘ଆର୍ଆର୍ଆର୍’, ପ୍ରଥମ ଦିନରେ ହାଉସ୍ଫୁଲ୍
ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆର୍ଆର୍ଆର୍’ ରିଲିଜ୍ ହେବା ପରେ ଧୁମ ମଚାଉଛି। ପ୍ରଥମ ଦିନରେ ଫିଲ୍ମକୁ ଦେଖିବାକୁ ଲୋକଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଯିଏ ଦେଖୁଛି ସିଏ କହୁଛି ମାଷ୍ଟର ପିସ ସିନେମା । ନିର୍ଦ୍ଦେଶକ ରାଜାମୌଲିଙ୍କ ବାହୁବଳୀ…
୪ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ ହେବନି ପରିବର୍ତ୍ତନ
ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶାରେ ଜିଲାଗୁଡିକରେ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡ଼ିଗ୍ରୀ ସେଲସିୟସ ତାତି ରହିଛି। ଆଗାମୀ ୪ ରୁ ୫ ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ତାତି…
ରାଜ୍ୟରେ ନିର୍ବାଚନୀ ହିଂସା: ବିଜେଡି-ଭାଜପା ଦୋଷ ଲଦାଲଦି
ଭୁବନେଶ୍ୱର,୨୬।୩(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନରେ ବି ବ୍ୟାପକ ହିଂସାକାଣ୍ଡ ଘଟିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ସୀମା ଅତିକ୍ରମ କରିସାରିଥିବା ବେଳେ ରାଜ୍ୟର ଆଇନଶୃଙ୍ଖଳା ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ଗଣମାଧ୍ୟମରେ ରାଜନୈତକ ହିଂସା ମୁଖ୍ୟ…
ଚିକିଟିରେ ବିଜେଡି କରିଛି ବୁଥ୍ ରିଗିଂ
ଭୁବନେଶ୍ୱର, ୨୬।୩(ବ୍ୟୁରୋ): ଚଳିତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡିର କର୍ମୀମାନଙ୍କ ଗୁଣ୍ଡାଗର୍ଦ୍ଦି ସବୁ ସୀମାକୁ ଟପିଯାଇଛି। ଏଥିରେ ସେମାନଙ୍କୁ ପୋଲିସ ଓ ପ୍ରଶାସନ ସମ୍ପୂର୍ଣ୍ଣ ସହାୟତା କରୁଛି। ପ୍ରଶାସନର ଉପସ୍ଥିତିରେ ଶାସକ ଦଳ ନେତା ଓ କର୍ମୀମାନେ ବ୍ୟାପକ ମାତ୍ରରେ…
୩ ବୁଥ୍ରେ ସାନି ମତଦାନ
ଭଦ୍ରକ ଅଫିସ,୨୬।୩: ଭଦ୍ରକ ପୌରପାଳିକାର ୨୪ ନଂ ୱାର୍ଡର ୬୫, ୬୬ ଏବଂ ୬୭ ନମ୍ବର ବୁଥ୍ରେ ଶୁକ୍ରବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ୩ ବୁଥ୍ରେ ଭୋଟଗ୍ରହଣ ଚାଲିଥିଲା।…
ସୁପରଟେକ୍ ଦେବାଳିଆ ଘୋଷିତ
ନୂଆଦିଲ୍ଲୀ,୨୬।୩: ରିଅଲ ଇଷ୍ଟେଟ୍ କମ୍ପାନୀ ସୁପରଟେକ୍ ଡେଭେଲପର୍ସକୁ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ(ଏନ୍ସିଏଲ୍ଟି) ଶୁକ୍ରବାର ଦେବାଳିଆ ଘୋଷଣା କରିଛନ୍ତି। ଫଳରେ ପ୍ରାୟ ୨୫ ହଜାର ଗୃହ କେତ୍ରା ପ୍ରଭାବିତ ହୋଇପାରନ୍ତି ବୋଲି କୁହାଯାଉଛି। ଉକ୍ତ କମ୍ପାନୀ ବିରୋଧରେ ଦେବାଳିଆ ଅବସ୍ଥା ନେଇ…
ଓଡ଼ିଶାରେ ଆଦିବାସୀ ସଂଗ୍ରହାଳୟ ଲାଗି ସୁଜିତଙ୍କ ଦାବି
ନୂଆଦିଲ୍ଲୀ,୨୬।୩: ଆଦିବାସୀ ସଂଗ୍ରହାଳୟ ସ୍ଥାପନ ଲାଗି ଚୟନ କରାଯାଇଥିବା ୧୦ ରାଜ୍ୟ ମଧ୍ୟରେ ଓଡ଼ିଶା ନାହିଁ। କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତିରେ ବିଜେଡି ଏମ୍ପି ସୁଜିତ କୁମାର ଶୁକ୍ରବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଲୋକଲୋଚନକୁ ଆସିପାରି ନ ଥିବା ଆଦିବାସୀ ସ୍ବାଧୀନତା…
Archives


