Home Left

ଡିଜିଟାଲ ସଦସ୍ୟ ହେଲେ ସୋନିଆ

ନୂଆଦିଲ୍ଲୀ,୧୬।୪: କଂଗ୍ରେସ ଦଳରେ ସାଂଗଠନିକ ନିର୍ବାଚନ ପୂର୍ବରୁ ସଭ୍ୟ ପଞ୍ଜୀକରଣ ଅଭିଯାନର ଶେଷ ଦିନରେ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ସମେତ ଅନେକ ନେତା ଡିଜିଟାଲ ସଦସ୍ୟ ହୋଇଛନ୍ତି। ଶୁକ୍ରବାର ସୁଦ୍ଧା ୨.୬ କୋଟିରୁ ଊର୍ଦ୍ଧ୍ୱ ସଦସ୍ୟ ଅନ୍‌ଲାଇନରେ ନାମ ପଞ୍ଜୀକରଣ…

ଆସୁଛି ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ,୧୬।୪: ରୁଷିଆ ଭାରତକୁ ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ୍‌ ଦ୍ୱିତୀୟ ପର୍ଯ୍ୟାୟ ଯୋଗାଣ ଆରମ୍ଭ କରିଛି। ୟୁକ୍ରେନ୍‌ରେ ଯୁଦ୍ଧ ଚାଲିଥିବାବେଳେ ମସ୍କୋ ଉପରେ ନାଟୋ ପକ୍ଷରୁ କଟକଣା ସତ୍ତ୍ୱେ ଏହି କ୍ଷେପଣାସ୍ତ୍ର ଯୋଗାଣ ପ୍ରକ୍ରିୟା ଚାଲିଥିବା ନୂଆଦିଲ୍ଲୀ ସୂତ୍ରରୁ ଜଣାପଡ଼ିଛି। ଏଥିରେ ବ୍ୟବହୃତ…

ଖିଲାପୀ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୬।୪ (ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷ ଆରମ୍ଭରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଗତ ୨୦୨୧-୨୨ ଆର୍ଥତ୍କ ବର୍ଷରେ ରେକର୍ଡ ପରିମାଣର ୧୫୦ କୋଟି ୫୧ଲକ୍ଷ ୮୫ହଜାର ୫୩ କୋଟି ଟଙ୍କା ରାଜସ୍ବ…

ଜେରୁଜେଲମ୍‌ରେ ସଂଘର୍ଷ: ୧୫୨ ଆହତ

ଜେରୁଜେଲମ୍‌,୧୬।୪: ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଶୁକ୍ରବାର ସଂଘର୍ଷ ଘଟିବାରୁ ଉଭୟ ପକ୍ଷର ୧୫୨ ଜଣ ଆହତ ହୋଇଛନ୍ତି। ଅଲ୍‌-ଅକ୍‌ସା ମସ୍‌ଜିଦ ପରିସରରେ ରମ୍‌ଜାନ୍‌ ମାସ ଆରମ୍ଭ ଅବସରରେ ସମୂହ ପ୍ରାର୍ଥନା ଚାଲିଥିବାବେଳେ ପାଲେଷ୍ଟାଇନ୍‌ର ବିକ୍ଷୋଭକାରୀ ଓ ଇସ୍ରାଏଲୀ ପୋଲିସ ମଧ୍ୟରେ…

ଅଶ୍ୱତ୍‌ଥ ପତ୍ରରେ ଆକର୍ଷଣୀୟ କଳାକୃତି

କଟକ ଅଫିସ, ୧୬ା୪: କାନ୍‌ଭାସ ପରିବର୍ତ୍ତେ ପତ୍ର, ବାଦାମ, ନଡ଼ିଆ ଆଦିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କି ଚର୍ଚ୍ଚାରେ କଟକ ଦରଘାବଜାର ଜେଲ୍‌ରୋଡ଼ ଅଞ୍ଚଳର ଭାଗ୍ୟଶ୍ରୀ ବେହେରା ା ରାଜେନ୍ଦ୍ର ବେହେରା ଓ ଉଷାରାଣୀ ବେହେରାଙ୍କ ଏକମାତ୍ର ଝିଅ ଭାଗ୍ୟଶ୍ରୀ ଜଣେ ବ୍ୟାକିଂ…

ଛାତରୁ ପଡ଼ି ନୌସେନା ଯବାନଙ୍କ ମୃତ୍ୟୁ

ଆସିକା,୧୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଶୁକ୍ରବାର ଘର ଛାତରୁ ପଡି ଜଣେ ନୌସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ଗୌଡ (୨୬)। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ ବ୍ୟାହତ…

ଇମ୍ରାନ୍‌ଙ୍କ ଦଳରେ ବିଦ୍ରୋହ: ପିଓକେ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ଇସ୍‌ଲାମାବାଦ,୧୬।୪: ଇମ୍ରାନ୍‌ ଖାନ୍‌ଙ୍କ ପ୍ରଧାନମନ୍ତ୍ରୀ ପଦ ଯିବା ପରେ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ)କୁ ଆଉ ଏକ ଝଟ୍‌କା ଲାଗିଛି। ପାକ୍‌-ଅଧିକୃତ କଶ୍ମୀର (ପିଓକେ) ପ୍ରଧାନମନ୍ତ୍ରୀ ସର୍ଦ୍ଦାର ଅବ୍‌ଦୁଲ କାୟୁମ୍‌ ନାଇଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି। କାୟୁମ୍‌ଙ୍କ ବିରୋଧରେ ପିଟିଆଇରେ ବିଦ୍ରୋହ…

ଭୁଶୁଡ଼ିଲା କାନଝରୀ ଡ୍ୟାମ୍‌ କେନାଲ ଆଡ଼ିବନ୍ଧ

କେନ୍ଦୁଝର, ୧୬ା୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ରଘୁନାଥପୁର ପଞ୍ଚାୟତର କାଳିଆବେଡ଼ା ଗଁା ନିକଟରେ କାନଝରୀ ଡ୍ୟାମ୍‌ର ୨୫ଫୁଟ୍‌ କେନାଲ ଆଡ଼ିବନ୍ଧ ଭୁଶୁଡି ପଡିଛି। ଫଳରେ ସ୍ଥାନୀୟ ଅଞ୍ଚଳର ଚାଷଜମିରେ ପାଣି ପଶି ଫସଲ କ୍ଷତି ହୋଇଛି। ମରାମତି ପାଇଁ ଲକ୍ଷାଧିକ…

ଦକ୍ଷିଣ ଆଫ୍ରିକାରେ ବନ୍ୟା: ୩୯୫ ମୃତ

ଡର୍ବାନ୍‌,୧୬।୪: ଦକ୍ଷିଣ ଆଫ୍ରିକାରେ ଏକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଳୟଙ୍କରୀ ବନ୍ୟା ଆଣିଛି। ଲକ୍ଷ ଲକ୍ଷ ଲୋକଙ୍କ ଘରଦ୍ୱାର ଭାସିଯାଇଛି। ବନ୍ୟା ବିତ୍ପାତରେ ୩୯୫ ଜଣଙ୍କ ମୃତ୍ୟୁ ଘଟିଥିବବେଳେ ୫ ଦିନ ପରେ ବି ଅନେକଙ୍କ ପତ୍ତା ମିଳୁନାହିଁ। ବନ୍ୟା…

ସ୍ବର୍ଣ୍ଣାଦ୍ରି ବିଜେ କଲେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୧୬ା୪(ଡିଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜ ଶୁକ୍ରବାର ସ୍ବର୍ଣ୍ଣାଦ୍ରି ବିଜେ କରିଛନ୍ତି। ଗୁରୁବାର ଶ୍ରୀଜୀଉମାନେ ରଥଖଳାରେ ରଥରେ ରହିଥିଲେ। ପାଞ୍ଚ ଦିନିଆ ରୁକୁଣା ରଥଯାତ୍ରାରେ ଶ୍ରୀଲିଙ୍ଗରାଜ ଭଉଣୀ ରୁକୁଣା ଦେବୀ ଓ ପ୍ରଭୁ ଦୋଳଗଗୋବିନ୍ଦଙ୍କୁ ସାଙ୍ଗରେ ଧରି ରାମେଶ୍ୱର ମନ୍ଦିର ଯାତ୍ରା କରିଥିଲେ।…

ପାକିସ୍ତାନ ନ୍ୟାଶନାଲ ଆସେମ୍ଲିର ନୂଆ ସ୍ପିକର ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜା ପରଭେଜ ଅଶରଫ

ଇସଲାମାବାଦ,୧୬ ।୪: ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ନେତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜା ପରଭେଜ ଅଶରଫଙ୍କୁ ନ୍ୟାଶନାଲ ଆସେମ୍ଲିର ନୂଆ ସ୍ପିକର ନିର୍ବାଚିତ କରାଯାଇଛି । ସେ ନିର୍ବିରୋଧରେ ନିର୍ବାଚିତ ହୋଇଛନ୍ତି । କାରଣ ସ୍ପିକର ପଦ ପାଇଁ ଅନ୍ୟ…

ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ: ୫ ଗିରଫ

ଝାରସୁଗୁଡ଼ା ଅଫିସ,୧୬ା୪: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ଦୁଇ ମହିଳାଙ୍କ ସମେତ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ମଧ୍ୟପ୍ରଦେଶ ନିମୁଚର ମନୋଜ ପ୍ରଜାପତି(୨୮), ମଧ୍ୟପ୍ରଦେଶ ମନ୍ଦସୌର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri