Home Left

ଫିଲ୍ମ ଇନ୍‌ଷ୍ଟିଚ୍ୟୁଟ୍‌ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ମୃତଦେହ

ପୁଣେ,୫।୮: ପୁଣେ ସ୍ଥିତ ଫିଲ୍ମ ଆଣ୍ଡ୍‌ ଟେଲିଭିଜନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ଏଫ୍‌ଟିଆଇଆଇ) ଛାତ୍ର ହଷ୍ଟେଲରୁ ଶୁକ୍ରବାର ଜଣେ ୩୨ ବର୍ଷୀୟ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସନ୍ଦେହ କରୁଛି। ବର୍ତ୍ତମାନ ସୁଦ୍ଧା…

ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ ଦେବ ଟିଆର୍‌ଏସ୍‌

ନୂଆଦିଲ୍ଲୀ,୩।୮: ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନରେ ଟିଆର୍‌ଏସ୍‌ ବିରୋଧୀ ଦଳର ପ୍ରାର୍ଥୀ ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ କରିବ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆର୍‌ଏସ୍‌ ମୁଖ୍ୟ କେ ଚନ୍ଦ୍ରଶେଖର ରାଓ ଦଳର ନେତାଙ୍କ ସହ ପରାମର୍ଶ ପରେ ଆଲଭାଙ୍କୁ ସମର୍ଥନ କରିବାର ଚୂଡ଼ାନ୍ତ ନିଷ୍ପତ୍ତି…

ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ଉତ୍ତେଜନା

ବାଲେଶ୍ୱର ଅଫିସ,୫ା୮: ବାଲେଶ୍ୱର ଜିଲା ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ପ୍ରକାଶ, ବାଲିଆପାଳ ଥାନା ଅଧିନସ୍ଥ ବଡ଼ସିମୁଳିଆ ଅଞ୍ଚଳର ଦିଲୀପ କୁମାର୍‌ ବୀର ସ୍ତ୍ରୀ ରବିନା ନାୟକଙ୍କୁ…

ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ

ନୀଳଗିରି,୫ା୮(ଡି.ଏନ୍‌.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଶୁକ୍ରବାର ଚିକତ୍ସା ହେଉଥିବା ବେଳେ ଆଖି ବୁଜିଛନ୍ତି। ଏଭଳି ଘଟଣା ବାଲେଶ୍ୱର ଜିଲା…

ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇବା…

୭ରୁ ପ୍ରବଳ ବର୍ଷା: ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ମନା

ଭୁବନେଶ୍ୱର,୫।୮(ବ୍ୟୁରୋ): ଆସନ୍ତା ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍‌-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ମୌସୁମୀ ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ରୁ ୧୦ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳରୁ…

ଓଲିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

ଭବାନୀପାଟଣା,୫।୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ପିପଲା ଗ୍ରାମ ନିକଟରେ ଶୁକ୍ରବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୩୦ରୁ ଊଦ୍ଧର୍‌ବ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଧର୍ମଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ୮ ଜଣ ଶ୍ରମିକଙ୍କ…

ନନ୍ଦିନୀ ଥିଲେ ନାରୀ ପ୍ରଗତିର ମୂର୍ତ୍ତିମନ୍ତ ପ୍ରତୀକ

ଭୁବନେଶ୍ୱର,୫।୮(ବ୍ୟୁରୋ):ନନ୍ଦିନୀ ଶତପଥୀ ଥିଲେ ନାରୀ ସଶକ୍ତୀକରଣ ଓ ପ୍ରଗତିର ପ୍ରତୀକ। ନାରୀ ସ୍ବାଧୀନତା ପାଇଁ ସେ ଆଜୀବନ ଲଢ଼େଇ କରିଥିଲେ। ପ୍ରଶାସନିକ ନିଷ୍ପତ୍ତି ନେବାରେ କଠୋର ଥିବାବେଳେ ଜନକଲ୍ୟାଣ କାର୍ଯ୍ୟରେ ଜଣେ ମା’ ଭାବରେ ସ୍ନେହମୟୀର ଭୂମିକା ନିର୍ବାହ କରୁଥିଲେ। ଓଡ଼ିଶାର…

କ୍ରୀଡ଼ା: ଦକ୍ଷତା ପ୍ରଦର୍ଶନର ଅନ୍ୟତମ ମାର୍ଗ

ସମଗ୍ର ବିଶ୍ୱରେ କ୍ରୀଡ଼ାର ମହତ୍ତ୍ୱ ବଢିଛି। ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚିତ ହେବା ଲାଗି ବିଭିନ୍ନ ଦେଶ କ୍ରୀଡ଼ାକୁ ଗୁରୁତ୍ୱ ଦେଉଛନ୍ତି। କ୍ରୀଡ଼ାରେ ଉତ୍କର୍ଷତା ହାସଲ କରିବା ସେମାନଙ୍କର ଏକମାତ୍ର ଲକ୍ଷ୍ୟ… ସମଗ୍ର ବିଶ୍ୱରେ କ୍ରୀଡ଼ାର ମହତ୍ତ୍ୱ ବଢ଼ିଛି। ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚିତ…

ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

ଖୁଣ୍ଟୁଣୀ,୫।୮(ଡି.ଏନ୍‌.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାରେ ସରକାର ଓ ପ୍ରଶାସନ ଅବହେଳା କରିଆସୁଛନ୍ତି। ଏହାର ପ୍ରତିବାଦରେ ସ୍ବାଧୀନତା ଦିବସରେ ଡାକ୍ତରଖାନା…

ରୁଷିଆ ପ୍ରେମିକ ହିନ୍ଦୁ ରୀତିନୀତିରେ ୟୁକ୍ରେନ୍‌ର ଯୁବତୀଙ୍କୁ କଲେ ବିବାହ,ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୫।୮: ପ୍ରେମର କୌଣସି ସୀମା ନାହିଁ। ଏହାକୁ ସତ୍ୟ ପ୍ରମାଣ କରି ଦେଖାଇଛନ୍ତି ରୁଷିଆ- ୟୁକ୍ରେନ୍‌ର ପେମୀଯୁଗଳ। ଦୁଇ ଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଖାତିର୍‌ ନ କରି ପେମୀଯୁଗଳ ହିମାଚଳ ପ୍ରଦେଶର ଧରମଶାଳାଠାରେ ହିନ୍ଦୁ ରୀତିନୀତିରେ ପରସ୍ପରକୁ ବିବାହ କରିଛନ୍ତି।…

ନାଟକ ମୋର ପ୍ରଥମ ପ୍ରେମ

ଜାତୀୟ ପୁରସ୍କାରପ୍ରାପ୍ତ ରଜିତ କପୁର ବଲିଉଡ୍‌ର ଜଣେ ଜଣାଶୁଣା ଅଭିନେତା। ଅଭିନୟ ଛଡ଼ା ସେ ପ୍ରଯୋଜନା, ନିର୍ଦ୍ଦେଶନା ତଥା କାହାଣୀ ମଧ୍ୟ ଲେଖିଥାନ୍ତି। ୧୯୯୩ର ବ୍ୟୋମକେଶ ବକ୍ସି ଏବଂ ୧୯୯୬ରେ ମହାତ୍ମା ଗାନ୍ଧୀଙ୍କ ଚରିତ୍ର ତାଙ୍କୁ ଦର୍ଶକଙ୍କ ମହଲରେ ବେଶ୍‌ ଲୋକପ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?