Home Left

ପଶ୍ଚିମବଙ୍ଗରେ ଟିଏମସି କର୍ମୀଙ୍କୁ ହତ୍ୟା

କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମରେ ହିଂସା ଥମି ନ ଥିବା ବେଳେ ଏବେ ଆଉ ଜଣେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗର ନାଦିୟା ଜିଲାରେ ଏହି ଘଟଣା ଘଟିଥିବା କୁହାଯାଉଛି । ଘଟଣା ବୁଧବାର…

ଶାଶୁଙ୍କୁ ଛୁରି ଭୁସି ହତ୍ୟା ପରେ ବିଷ ପିଇଦେଲେ ଜ୍ୱାଇଁ

ପୁରୀ ଅଫିସ,୨୪ା୩: କିଛି ଦିନର ବ୍ୟବଧାନ ପରେ ବୁଧବାର ପୁରୀ ସହରରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଶାଶୁଙ୍କୁ ଛୁରି ଭୁସି ହତ୍ୟା କରିବା ପରେ ଜ୍ୱାଇଁ ବିଷ ପିଇଦେଇଛନ୍ତି। ବାସେଳିସାହି ଥାନା ଅନ୍ତର୍ଗତ ବଳିଆପଣ୍ଡା ବନମାଳୀ ନଗରରେ ଏହି ଅଭାବନୀୟ…

ଭଲ ମାନସିକତା ସଫଳତା ଆଣିଦିଏ: ଶିଳ୍ପପତି ପ୍ରମୋଦ ଚନ୍ଦ୍ର ରଥ

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଅନେକ ପ୍ରମୁଖ ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ସଫଳତାର ସହ ସମ୍ପନ୍ନ କରି ସେ ଉଚ୍ଚ ପ୍ରଶଂସିତ। ବୈଷୟିକ ଶିକ୍ଷା ବିସ୍ତାର କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଭୂମିକା ନେଇଛନ୍ତି। ସ୍ବାସ୍ଥ୍ୟସେବା, ହସ୍ପିଟାଲିଟି ଓ ହୋଟେଲ ଶିଳ୍ପରେ…

ଡିଆଇଡି ଲିଟିଲ ମାଷ୍ଟରରେ ହୃଦୟ ଜିଣିଲେ ଝାରସୁଗୁଡ଼ାର ରୋଶନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜୀବନ ସଂଘର୍ଷରେ ହିଁ ଥାଏ ସଫଳତାର ବାଟ। ବଞ୍ଚତ୍ବାକୁ ସଂଘର୍ଷ କରୁଥିବା ଏମିତି ଏକ ଶ୍ରମିକ ପରିବାରରୁ ଆସି ବମ୍ବେରେ ପହଞ୍ଚତ୍ଛନ୍ତି ୧୧ବର୍ଷୀୟ ରୋଶନ କୁମାର। ଦେଶର ଲୋକପ୍ରିୟ ରିଆଲିଟି ଶୋ’ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ (ଡିଆଇଡି) ଲିଟିଲ ମାଷ୍ଟର…

ବୀରଭୂମ ଯିବେ ମମତା

କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମ ଘଟଣାକୁ ନେଇ ଦିଲ୍ଲୀ ରାଜନୀତି ହୋଇଛି ସରଗରମ । ଏହି ଘଟଣାରେ ୮ ଜଣଙ୍କୁ ଜିଅନ୍ତା ଜାଳି ଦିଆଯାଇଥିବା ବେଳେ ଏବେ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ଦିଲ୍ଲୀ ପହଞ୍ଚି ରୁଟି ସେକିବାକୁ ପ୍ରସ୍ତୁତ…

ନାଟମଣ୍ଡପ ଫାଟକୁ ନେଇ ବିବାଦ

ପୁରୀ ଅଫିସ,୨୪।୩: ଶ୍ରୀମନ୍ଦିର ନାଟମଣ୍ଡପରେ ବଡ଼ ଧରଣର ଫାଟ ଦେଖିବାକୁ ମିଳିବା ପରେ ଏହି ଫାଟ ନୂଆ କିମ୍ବା ପୁରୁଣା ତାହାକୁ ନେଇ ବିବାଦ ତେଜୁଛି। ଫାଟ ନୂଆ ବୋଲି ପୁରୀ ଓକିଲ ସଂଘ ସମେତ ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତବିଶେଷ…

ଆଜି ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଖୋର୍ଦ୍ଧା ଅଫିସ,୨୪ା୩: ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟ ଗ୍ରହଣ ହେବ। ୩ବର୍ଷ ପରେ ନିର୍ବାଚନ ଅନୁଷ୍ଠିତ ହେଉଥିବାରୁ ସମସ୍ତଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। କିଏ ବାଜି ମାରିବ ତାହାକୁ ନେଇ ଚାଲିଛି ଚର୍ଚ୍ଚା। ଚଳିତ ନିର୍ବାଚନରେ ପୌର ଅଧ୍ୟକ୍ଷ ଆସନ…

ଯୋଗୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବେ ବଡବଡ ଉଦ୍ଦ୍ୟୋଗପତି

ଲକ୍ଷ୍ନୌ,୨୪ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଯୋଗୀ ଆଦିତ୍ୟନାଥ ୨୫ ମାର୍ଚ୍ଚରେ ଶପଥ ଗ୍ରହଣ କରିବେ । ଏବେ ଏହି ଶପଥ ଗ୍ରହଣ ଉତ୍ସବ ଉପରେ ସମସ୍ତଙ୍କ ନଜର । ଦେଶର ସବୁଠାରୁ ବଡ ରାଜ୍ୟର…

ମୃତକଙ୍କୁ ନାଗରିକତ୍ୱ ପ୍ରମାଣ ନିର୍ଦ୍ଦେଶ

ସିଲଚର,୨୪ା୩: ଆସାମରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ହଜାର ହଜାର ଲୋକଙ୍କୁ ନିଜ ନାଗରିକତ୍ୱ ପ୍ରମାଣିତ କରିବା ପାଇଁ ଫରେନର୍ସ ଟ୍ରିବ୍ୟୁନାଲ ପକ୍ଷରୁ ନୋଟିସ ଜାରି କରାଯାଇଛି। ସେମାନଙ୍କ ମଧ୍ୟରୁ ଶ୍ୟାମଚରଣ ଦାସ ଅନ୍ୟତମ, ଯାହାଙ୍କ ମୃତ୍ୟୁ ୨୦୧୬…

ଆଜି ୨୭୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

କଟକ ଅଫିସ,୨୪ା୩: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୫୯ ଓ୍ବାର୍ଡରେ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବୁଧବାର ଭୁବନାନନ୍ଦ ସ୍କୁଲ ଅଫ ଇଞ୍ଜିନିୟରିଂ(ବୋଷ) କ୍ୟାମ୍ପସରୁ ପୋଲିଂ ଓ ପ୍ରିଜାଇଡିଂ…

ଇଚ୍ଛା ବିରୋଧରେ ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ବଳାତ୍କାର

ନୂଆଦିଲ୍ଲୀ,୨୪।୩: ସ୍ତ୍ରୀଙ୍କୁ ତାଙ୍କ ଇଚ୍ଛା ବିରୋଧରେ ସ୍ବାମୀ ଯୌନ ନିର୍ଯାତନା ଦେବା ବଳାତ୍କାର ବୋଲି କର୍ନାଟକ ହାଇକୋର୍ଟ ବୁଧବାର କହିଛନ୍ତି। ବୈବାହିକ ବଳାତ୍କାର ମାମଲାରେ ଅଦାଲତ ତାଙ୍କ ରାୟରେ କହିଛନ୍ତି, ସ୍ବାମୀମାନେ ସ୍ତ୍ରୀଙ୍କ ଦେହ, ମନ ଓ ଆତ୍ମାର ଅଧିପତି ବୋଲି…

ପ୍ରମାଣ ନଷ୍ଟ ହେବାକୁ ଦିଅନି

କୋଲକାତା,୨୪ା୩: ପଶ୍ଚିମବଙ୍ଗର ବୀରଭୂମ ଜିଲା ରାମପୁରହାଟରେ ୮ ଜଣଙ୍କ ଜୀବନ ନେଇଥିବା ଗୃହଦାହ ଘଟଣାରେ ବୁଧବାର କାଲକାଟା ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି। ଏହି ସମ୍ବେଦନଶୀଳ ମାମଲାର ପ୍ରମାଣ ଯେପରି ନଷ୍ଟ ନ ହେବ ତା’ର ବ୍ୟବସ୍ଥା କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri