ରାଜ୍ୟରେ ୧୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୪।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୭ ଜଣ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ ବୟସର…
ଜୁନ୍ ୩୦ ଯାଏ ଚାଲିବ ରବିଧାନ ସଂଗ୍ରହ
ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ଚଳିତ ରବିଧାନ ବିକ୍ରି ନିମନ୍ତେ ମୋଟ ୨ ଲକ୍ଷ ୫୭ ହଜାର ୯୫୬ ଜଣ ଚାଷୀ ଅନ୍ଲାଇନ ମାଧ୍ୟମରେ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି। ୨୦୨୧ ବର୍ଷର ରବିଧାନ ତୁଳନାରେ ୨୦୨୨ ବର୍ଷରେ ଚାଷୀମାନଙ୍କ ନାମ…
ବେଆଇନ ନିର୍ମାଣ ବିରୋଧରେ କୋର୍ଟରେ ମାମଲା
ପୁରୀ ଅଫିସ,୧୪।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣକୁ ବିରୋଧ କରି ପୁରୀ ଓକିଲ ସଂଘ ପକ୍ଷରୁ ବୁଧବାର ଏସ୍ଡିଜେଏମ୍ କୋର୍ଟରେ ଫୌଜଦାରି ମାମଲା ଦାୟର କରାଯାଇଛି। ଆଇନଜୀବୀ ବିଭୂତି ଶଙ୍କର ତ୍ରିପାଠୀ ଏହି ମାମଲା ଦାୟର…
କୋର୍ଟରେ ହାଜର ହେଲେ ନାହିଁ ରାମ୍କୋ କର୍ତ୍ତୃପକ୍ଷ
ଯାଜପୁର ଅଫିସ,୧୪ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍କୋ ସିମେଣ୍ଟ…
ବରଷକରେ ଥରେ ହୁଏ ବାପ-ପୁଅ ମିଳନ
ବରୀ,୧୪ା୪(ଡି.ଏନ.ଏ.): ପ୍ରତିବର୍ଷ ପଣା ସଂକ୍ରାନ୍ତିରେ ବରୀ ବ୍ଲକ ଅଧୀନ ରତ୍ନଗିରିସ୍ଥିତ ମହାକାଳ ମନ୍ଦିରରେ ବାପ-ପୁଅଙ୍କ ମିଳନ ହୋଇଥାଏ। ଏହି ଦିନ ବିଶ୍ୱପ୍ରସିଦ୍ଧ ବୌଦ୍ଧ କୀର୍ତ୍ତିରାଜି ବିମଣ୍ଡିତ ରତ୍ନଗିରି ପାହାଡ଼ ଉପରେ ଥିବା ଧର୍ମରାଜ ମହାକାଳଙ୍କ ପୀଠରେ ପ୍ରସିଦ୍ଧ ଚାଙ୍ଗୁଡ଼ା ଯାତ୍ରା ଅନୁଷ୍ଠିତ…
ଆନ୍ଧ୍ର ପ୍ରଦେଶ କେମିକାଲ ଫ୍ୟାକ୍ଟ୍ରିରେ ନିଆଁ: ୬ ମୃତ, ୧୩ ଆହତ
ଇଲୁରୁ,୧୪ ।୪: ଆନ୍ଧ୍ର ପ୍ରଦେଶର ଇଲୁରୁ ଜିଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯିବା ଫଳରେ ୬ ଜଣଙ୍କ ମୃତ୍ୟୁ ହେବା ସହ ୧୩ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ଚିକିତ୍ସା ଲାଗି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି…
ଲୁଣାନଦୀର ଜଳସ୍ତର କମୁଛି, ମିଳୁନି ପାଣି
କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର ୨୦୨୧ ଡିସେମ୍ବରଠାରୁ କମିବାରେ ଲାଗିଛି। ଫଳରେ ଆଗାମୀଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହ ଅବବାହିକାରେ ଥିବା ଚାଷଜମି ପଡିଆ ପଡିବା ଆଶଙ୍କା ଦେଖାଦେଇଛି। ଲୁଣା…
ସ୍ନେହ ବଦଳାଇଦେଲା ନରହନ୍ତା ଦନ୍ତା ‘ରାକେଶ’ର ହିଂସ୍ର ସ୍ବଭାବ
ଢେଙ୍କାନାଳ ଅଫିସ, ୧୪।୪:ଗୋଠରୁ ଅଲଗା ହେବା ପରେ ହୋଇଉଠିଥିଲା ହିଂସ୍ର। ମାରିଥିଲା ମଣିଷ। ମୁଣ୍ଡରେ ବୋହିଥିଲା ନରହନ୍ତାର କଳଙ୍କ। ହିଂସ୍ରପ୍ରବୃତ୍ତିରେ ପରିବର୍ତ୍ତନ ପାଇଁ ଟ୍ରାଙ୍କୁଲାଇଜ୍ ହୋଇ ଆସିଲା ଚିଡ଼ିଆଖାନା। ମାସ ମାସ ଧରି ଗୋଡ଼ରେ ପଡ଼ିଲା ବେଡ଼ି। ରଖାଗଲା କ୍ରଲ୍ (ସ୍ବତନ୍ତ୍ର…
ଆଜିି ହାତଗଣ୍ଠି
ମୁମ୍ବାଇ: ବଲିଉଡ୍ ନାୟକ ରଣବୀର କପୁର ଓ ନାୟିକା ଆଲିଆ ଭଟ୍ଟ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ମୁମ୍ବାଇ ସ୍ଥିତ ଭାସ୍ତୁ ବିଲ୍ଡିଂରେ ବୈଦିକ ରୀତିନୀତିରେ ବାହାଘର ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିରେ ମାତ୍ର ୨୮ ଜଣ ଅତିଥି…
ରୁଷିଆକୁ ୟୁକ୍ରେନର ବଡ ଝଟ୍କା, ମୋସ୍କୱା କ୍ରୁଜ ଉପରେ ମିଶାଇଲ ମାଡ
କ୍ୱିଭ,୧୪ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୦ ଦିନ ହୋଇଥିବା ବେଳେ ଏହା କମ୍ ପରିବର୍ତ୍ତେ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି । ଏବେ ୟୁକ୍ରେନ୍ ସେନା ରୁଷିଆ ସେନାଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଇ ଚାଲିଛନ୍ତି । ଇତି…
ଏକାଧିକ ଭୋଟର ତାଲିକାରେ ନାଁ ଥିଲେ କାଟ
ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ବୁଧବାର ରାଜ୍ୟର ୩୦ ଜିଲାର ଜିଲାପାଳଙ୍କ ସହ ଭିଡିଓ କନ୍ଫରେନ୍ସରେ ନିର୍ଭୁଲ୍ ଭୋଟର ତାଲିକା ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ଅବସରରେ ଲୋହାନି କହିଛନ୍ତି, ଏକାଧିକ…
ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ: ଏଠି ମିଳିବ ସବୁ ପ୍ରଧାନମନ୍ତ୍ରୀଙ୍କ ସହ ଜଡିତ ସମସ୍ତ ତଥ୍ୟ
ନୂଆଦିଲ୍ଲୀ,୧୪ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ସଂଗ୍ରହାଳୟର ଉଦଘାଟନ କରିବେ । ଦିଲ୍ଲୀର ନେହେରୁ ସ୍ମାରକ ମ୍ୟୁଜିୟମ ଓ ଲାଇବ୍ରେରୀ ପରିସରରେ ଏହା ନିର୍ମାଣ କରାଯାଇଛି । ଦିଲ୍ଲୀର ଯେଉଁ ତିନିମୂର୍ତ୍ତି ଭବନ ଆଜି ପର୍ଯ୍ୟନ୍ତ ନେହେରୁ ମେମୋରିଆଲ…
Archives


