Home Left

ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା: ୬ ଅଟକ

ଟିକିରି,୪ା୮(ଡି.ଏନ୍‌.ଏ.): ଗୁଣିଗାରେଡ଼ି ସନ୍ଦେହରେ ଯୁବକଙ୍କୁ ହତ୍ୟା କରିଛନ୍ତି ଗ୍ରାମବାସୀ। ଏହି ଅଭିଯୋଗରେ ୬ ଜଣଙ୍କୁ ଟିକିରି ଥାନାରେ ଅଟକ ରଖାଯାଇଛି। ଏପରି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡୁଦୁକାବାହାଲ ପଞ୍ଚାୟତ ଟିଟିଗୁଡ଼ାରେ। ସୂଚନାନୁସାରେ ଦଇ ମାଝି ସ୍ତ୍ରୀ…

ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଭଉଣୀ-ଭାଇ

ପାରଳାଖେମୁଣ୍ଡି,୪ା୮(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଘୋରୋଣି ପଞ୍ଚାୟତ ଅନ୍ତର୍ଗତ ଏସ୍‌.ରତନସିଂ ଗାଁରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଖେଳିବାକୁ ଯାଇ ରମେଶ ଶବରଙ୍କ ୪ ବର୍ଷର ଝିଅ ଜସ୍ମିତା ଏବଂ ଭାଇ ବିଜୟ ଶବରଙ୍କ ପୁଅ ଦିବ୍ୟଜ୍ୟୋତିଙ୍କର…

ସ୍ବାମୀଙ୍କ ଆଲମାରୀରୁ ଏହି ଜିନିଷ ଚୋରି କରନ୍ତି ପ୍ରିୟଙ୍କା

ବଲିଉଡ ପରେ ହଲିଉଡ୍‌ରେ ନିଜ ଜଲଓ୍ବା ଦେଖାଇଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। ହିନ୍ଦୀ ସିନେମାରେ ଅଭିନୟ କରି ଲୋକଙ୍କ ହୃଦୟ ଜିତିଥିବା ପିସି ଏବେ ହଲିଉଡରେ ମଧ୍ୟ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ବ୍ୟକ୍ତିଗତ ଜୀବନୀକୁ ନେଇ ସେ…

ଲୋକପ୍ରିୟ ଅଭିନେତାଙ୍କ ପରଲୋକ

ବଲିଉଡର ଲୋକପ୍ରିୟ ଅଭିନେତା ମିଥିଲେଶ ଚତୁର୍ବେଦୀଙ୍କ ହୃଦ୍‌ରୋଗରେ ପରଲୋକ ଘଟିଛି। କୋଇ ମିଲ ଗୟା, ଗଦର, ବଣ୍ଟି ଏବଂ ବବଲି ପରି ଅନେକ ଫିଲ୍ମରେ କାମ କରିଥିଲେ ମିଥିଲେଶ। ମିଥିଲେଶ ୧୯୯୭ରେ ଫିଲ୍ମ ‘ଭାଇ ଭାଇ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ।…

ସେମିଫାଇନାଲରେ ଭାରତ

ବର୍ମିଂହାମ,୪।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ମହିଳା କ୍ରିକେଟ ଦଳ ବାରବାଡୋସକୁ ୧୦୦ ରନରେ ପରାସ୍ତ କରିଛି। ଜେମିମା ରୋଡ୍ରିଗେଜ ଭାରତ ପାଇଁ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିଲେ। ବୋଲିଂରେ ଥିବାବେଳେ ରେଣୁକା ସିଂ ଆଶ୍ଚର୍ଯ୍ୟଜନକ ପ୍ରଦର୍ଶନ କରିଥିଲେ। ସେ ୪ ଓଭରରେ…

ଛାତ ଉପରେ ବ୍ୟକ୍ତିଙ୍କ ମୁଣ୍ଡକୁ ଛେଚି ବିଭତ୍ସ ଭାବେ ହତ୍ୟା

ନିରାକାରପୁର,୪।୮(ଡି.ଏନ୍‌.ଏ.): ନିଜ ଘରର ଛାତ ଉପରେ ଜଣେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡ଼ିପଡ଼ା ପଞ୍ଚାୟତ ତଳ ମୋଟା ଗ୍ରାମରେ। ମୃତକ ହେଲେ ରଘୁନାଥ ମହାରଣା (୪୫)।…

୩୦ ବର୍ଷ ହେବ ନିଖୋଜ ଥିଲେ ସ୍ବାମୀ, ୨ ଚିହ୍ନରୁ ଜାଣିଲେ ସ୍ତ୍ରୀ: ଆଉ ତା’ପରେ…

ପାଟନା,୪।୮:ବିବାହର ବକ୍ସର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ୩୦ ବର୍ଷ ହେବ ନିଖୋଜ ଥିବା ସ୍ବାମୀଙ୍କୁ ପାଇଛନ୍ତି ସ୍ତ୍ରୀ। ଆଉ ତା’ପରେ ଧୂମଧାମରେ ଉଭୟଙ୍କ ମଧ୍ୟରେ ହୋଇଛି ପୁଣିଥରେ ବିବାହ। ହୁଏତ ଏହା ଏକ ଫିଲ୍ମ କାହାଣୀ ପରି…

ଆଜି ୧୨ ଘଣ୍ଟିଆ ରେଢ଼ାଖୋଲ ବନ୍ଦ

ରେଢ଼ାଖୋଲ,୪।୮(ଡି.ଏନ୍‌.ଏ.): ସମ୍ବଲପୁର- ଅନୁଗୋଳ ୫୫ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ଦାବିରେ ରେଢାଖୋଲ ନାଗରିକ କମିଟି ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ରେଢାଖୋଲ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ…

ଚିହ୍ନଟ ହେଲେ ଆଉ ୮୭୦ ଆକ୍ରାନ୍ତ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୭ଜଣଙ୍କ ବୟସ ୦-୧୮ ମଧ୍ୟରେ ଥିବା ବେଳେ କ୍ୱାରାଣ୍ଟାଇନ୍‌ରୁ ୫୦୯ ଏବଂ ୩୬୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

୫୨ ବର୍ଷ ପର୍ଯ୍ୟନ୍ତ ତ୍ରିରଙ୍ଗା ଉଡାଇ ନାହାନ୍ତି ଦେଶଦ୍ରୋହୀ ସଙ୍ଗଠନର ଲୋକେ: ଭାଜପାକୁ ରାହୁଲଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୪ ।୮: ମୋଦି ସରକାରଙ୍କ ‘ହର ଘର ତ୍ରିରଙ୍ଗା’କୁ ନେଇ ଆରମ୍ଭ ହୋଇ ଗଲାଣି ରାଜନୀତି । ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି(ଭାଜପା) ଏହି କାର୍ଯ୍ୟକ୍ରମର ଜୋରସୋର ପ୍ରଚାର କରୁଥିବା ବେଳେ ଅନ୍ୟପଟେ କଂଗ୍ରେସ ଏହି କାର୍ଯ୍ୟକ୍ରମଠାରୁ ଦୂରେଇ ଯାଇଛି…

ଦୁର୍ଘଟଣାରେ ଓଲିଉଡ୍‌ର ଯୁବ ଅଭିନେତା ନିଶି କରଙ୍କ ପରଲୋକ

ଭୁବନେଶ୍ୱର: ଓଲିଉଡ୍‌ର ଯୁବ ଅଭିନେତା ତଥା ନିର୍ଦ୍ଦେଶକ ନିଶିରଞ୍ଜନ କରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କୁ ୩୮ବର୍ଷ ବୟସ ହୋଇଥିଲା। ପୁରୀ ଜିଲା କାକଟପୁରର କାହାଳ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ନିଶିରଞ୍ଜନ ସାରେ କାକଟପୁର…

ପିତାଙ୍କ ସ୍ବପ୍ନ ପାଇଁ ୬୨ ବର୍ଷୀୟ କୋଚ୍‌ ହେଲେ ଖେଳାଳି

ବର୍ମିଂହାମ୍‌,୪ା୮(ପି.ଟି): ପିତାଙ୍କ ସ୍ବପ୍ନ ପୂରଣ ପାଇଁ ପାଲଟିଗଲେ ଆଥ୍‌ଲେଟ। ୬୨ ବର୍ଷୀୟ ଟେବୁଲ ଟେନିସ୍‌ କୋଚ୍‌ ଜଣଙ୍କ ନିଜ ପରିବାରର ପରମ୍ପରା ବଜାୟ ରଖିବା ପାଇଁ ଖେଳାଳି ଜର୍ସି ପିନ୍ଧି କୋର୍ଟକୁ ଓହ୍ଲାଇଛନ୍ତି। ଇଂଲଣ୍ଡରେ ଜନ୍ମିତ ଷ୍ଟିଭ୍‌ ରିଲି ଫିଜି ଟିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?