Home Left

ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ

ବିର୍ମିଂହାମ, ୪।୮: କାନାଡାକୁ ୩-୨ ଗୋଲରେ ପରାସ୍ତ କରି ଭାରତ ରାଜ୍ୟଗୋଷ୍ଠୀ କ୍ରୀଡ଼ା ମହିଳା ହକି ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିଛି। ଭାରତ ପାଇଁ ଏହି ମ୍ୟାଚ୍‌ କର ବା ମର ପରସ୍ଥିତି ସୃଷ୍ଟି କରିଥିଲା। ସେମି ଫାଇନାଲ ପ୍ରବେଶ ପାଇଁ…

ଚାଇନା ସୀମାରେ ଯୁଦ୍ଧାଭ୍ୟାସ କରିବେ ଭାରତ-ଆମେରିକା

ନୂଆଦିଲ୍ଲୀ,୪ ।୮: ଚାଇନା ସୀମା(ଏଲଏସି)ରେ ଉତ୍ତେଜନା ଲାଗି ରହିଥିବା ବେଳେ ଭାରତ ଓ ଆମେରିକା ସେନା ଆସନ୍ତା ଅକ୍ଟୋବରରେ ଉତ୍ତରାଖଣ୍ଡର ଓଲିରେ ଯୁଦ୍ଧାଭ୍ୟାସ କରିବାକୁ ଯାଉଥିବା ସୂଚନା ମିଳିଛି । ଭାରତ ଓ ଆମେରିକା ସେନାଙ୍କ ମଧ୍ୟରେ ଏହା ମିଲିଟ୍ରି ଏକ୍ସରସାଇଜର…

ମାନ୍‌ଙ୍କୁ ରୌପ୍ୟ: ଘୋଷାଲ, ଲଭପ୍ରୀତ୍‌, ଗୁରଦୀପ, ତେଜସ୍ବିନଙ୍କୁ ବ୍ରୋଞ୍ଜ

ବର୍ମିଂହାମ, ୪।୮(ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବୁଧବାର ରୌପ୍ୟ ପଦକ ଜିତିଛନ୍ତି ଭାରତୀୟ ଜୁଡୋକା ତୁଲିକା ମାନ୍‌। ସେହିପରି ଭାରୋତ୍ତୋଳନରୁ ଲଭପ୍ରୀତ ସିଂ ଓ ଗୁରଦୀପ ସିଂ ଏବଂ ସ୍କ୍ବାଶ୍‌ରୁ ସୌରଭ ଘୋଷାଲ ଓ ପୁରୁଷ ହାଇ ଜମ୍ପରୁ ତେଜସ୍ବିନ ଶଙ୍କରଙ୍କୁ ବ୍ରୋଞ୍ଜ…

ଆସସ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୪।୮: ଆସସ୍‌ ଇଣ୍ଡିଆ, ରିପବିକ୍ଲ ଅଫ୍‌ ଗେମର୍ସ (ରଗ୍‌) ପକ୍ଷରୁ ରଗ୍‌ ଜିଫାଇରସ୍‌ ଡୁଓ୧୬, ଜିଫାଇରସ୍‌ ଜି୧୪ ଓ ଫ୍ଲୋ ଏକ୍ସ୧୬ ସମେତ ପାୱାର ଓ ଅପ୍‌ଗ୍ରେଡେଡ୍‌ ପର୍‌ଫର୍ମାନ୍ସ ସହ ସୁସଜ୍ଜିତ ଜିଫାଇରସ୍‌ ଜି୧୫ ଓ ଫ୍ଲୋ ଏକ୍ସ୧୩ର ନୂଆ ଏଡିଶନର…

ଆଇଡିଏସ୍‌ ପକ୍ଷରୁ ମୁଖ ସ୍ବଚ୍ଛତା ଦିବସ

ଭୁବନେଶ୍ୱର,୪।୮: ବର୍ତ୍ତମାନ ସମୟରେ ମୁଖ ଗହ୍ବର ସ୍ବଚ୍ଛତା ଏବଂ ସୁସ୍ଥତା ବଜାୟ ରଖିବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ (ଆଇଡିଏସ୍‌) ପକ୍ଷରୁ ନିକଟରେ ମୁଖ ସ୍ବଚ୍ଛତା ଦିବସ ପାଳିତ ହୋଇଯାଇଛି। ପ୍ରତି…

ଆସୁଛି ଆଉ ୨ ଲଘୁଚାପ, ୭ରୁ ବର୍ଷା

ଭୁବନେଶ୍ୱର,୪ା୮(ବ୍ୟୁରୋ): ଗତ ସପ୍ତାହେ ଧରି ରାଜ୍ୟରୁ ବର୍ଷା ଉଭାନ ହୋଇଯାଇଛି। ବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହେ ଭିତରେ ବର୍ଷା ନ ହେଲେ ଗଜାମରୁଡ଼ି ଭଳି ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି। ମାତ୍ର ଚାଷୀମାନଙ୍କ ପାଇଁ ଆଶ୍ୱସ୍ତି ଖବର ଆସୁଛି।…

ଛାତ୍ରାବସ୍ଥାରୁ ଆବେଗ ବଢ଼ିଥିଲା

ଛାତ୍ରାବସ୍ଥାରୁ ମୋର ସାମ୍ବାଦିକତା ପ୍ରତି ଆବେଗ ସୃଷ୍ଟି ହୋଇଥିଲା। ୧୯୭୧ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କଲି। ସେହି ବର୍ଷ ପୁନେ ଯାଇ ବର୍ଷିକିଆ ସାମ୍ବାଦିକତା ପାଠ୍ୟକ୍ରମରେ ନାମ ଲେଖାଇଲି। ୧୯୭୨ରେ ପାଠ୍ୟକ୍ରମ ଶେଷ ହେଲା, ଆଉ…

ଓଡ଼ିଆ ସାମ୍ବାଦିକତା ଦିବସ

୧୮୬୬ ମସିହା ଅଗଷ୍ଟ ୪ । ସେଦିନ ଥିଲା ଓଡ଼ିଆ ସାମ୍ବାଦିକତା ପାଇଁ ଗୌରବର ଦିନ। ଓଡ଼ିଶାର ପ୍ରଥମ ଓଡ଼ିଆ ଖବର କାଗଜ ଭାବେ ‘ଉତ୍କଳ ଦୀପିକା’ ଆତ୍ମପ୍ରକାଶ କରିଥିଲା। ଗୌରୀଶଙ୍କର ରାୟ ଏହାର ପ୍ରଥମ ସମ୍ପାଦକ ଥିଲେ । ପ୍ରଥମେ…

କିଟ୍‌ ପଲିଟେକ୍ନିକ୍‌ ରାଜ୍ୟରେ ୧ ନମ୍ବର

ଭୁବନେଶ୍ୱର,୪।୮: କ୍ୱାଲିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ (କ୍ୟୁସିଆଇ)ର ନ୍ୟାଶନାଲ୍‌ ଆକ୍ରିଡିଟେସନ୍‌ ବୋର୍ଡ ଫର୍‌ ଏଜୁକେଶନ ଆଣ୍ଡ ଟ୍ରେନିଂ (ନାବେଟ୍‌) ଏବଂ ଷ୍ଟେଟ୍‌ କାଉନସିଲ୍‌ ଫର୍‌ ଟେକ୍ନିକାଲ୍‌ ଏଜୁକେଶନ ଓ ଭୋକେଶନାଲ ଟ୍ରେନିଂ ପକ୍ଷରୁ ୧ମ ଥର ଲାଗି ଓଡ଼ିଶାରେ ଥିବା ସମସ୍ତ…

ହୋଣ୍ଡାର ନୂଆ ଲିମିଟେଡ୍‌ ଏଡିସନ୍‌ ଡିଓ ସ୍ପୋର୍ଟସ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୮: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ନ୍ୟୁ ଡିଓ ସ୍ପୋର୍ଟସ୍‌ର ଶୁଭାରମ୍ଭ କରାଯାଇଛି। ଏହା ସୀମିତ ସମୟ ପାଇଁ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ…

ମିଶନ ଶକ୍ତି ସହ ୟୁକୋ ବ୍ୟାଙ୍କର ଚୁକ୍ତିନାମା

ଭୁବନେଶ୍ୱର,୪।୮: ୟୁକୋ ବ୍ୟାଙ୍କର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ବ୍ୟାଙ୍କର କୋଲକାତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଇସ୍ରାକ ଅଲ୍ଲୀ ଖାନ୍‌ ନିକଟରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ଗସ୍ତ ଅବସରରେ ସେ ବ୍ୟାଙ୍କର…

ମାଲାବାର ପକ୍ଷରୁ ଛାତ୍ରୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୪।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌ର ଓଡ଼ିଶା ୟୁନିଟ୍‌ (ଭୁବନେଶ୍ୱର)ର ଶହୀଦନଗର ଷ୍ଟୋର ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧, କମଳା ନେହେରୁ ମହିଳା ମହାବିଦ୍ୟାଳୟ (କେଏନ୍‌ଡବ୍ଲ୍ୟୁସି)ର କ୍ୟାମ୍ପସ ପରିସରରେ ବୁଧବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?