Home Left

କଟକଣା ସତ୍ତ୍ୱେ ୟୁରୋପ କିଣୁଛି ରୁଷିଆ ତେଲ

ଓ୍ବାଶିଂଟନ୍‌, ୧୩ା୪: ୟୁକ୍ରେନ୍‌ ଆକ୍ରମଣ ପାଇଁ ରୁଷିଆ ଉପରେ ଆମେରିକା ଓ ପାଶ୍ଚାତ୍ୟ ଦେଶଗୁଡ଼ିକ କଟକଣା ଲଗାଇବା ସତ୍ତ୍ୱେ ଭାରତ ମସ୍କୋରୁ ତୈଳ କିଣିବା ପ୍ରସଙ୍ଗରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଜବାବ ରଖିଛନ୍ତି। କଟକଣା ସତ୍ତ୍ୱେ ୟୁରୋପ ଦିନକରେ ରୁଷିଆଠାରୁ…

ହେଲିକପ୍ଟରରୁ ଖସି ମହିଳାଙ୍କ ମୃତ୍ୟୁ

ରାଞ୍ଚତ୍, ୧୩ା୪: ଝାଡ଼ଖଣ୍ଡର ଦେଡଗଡ଼ ଜିଲା ତ୍ରିକୂଟ ପାହାଡ଼ରେ ଥିବା ଦେଶର ସର୍ବୋଚ୍ଚ ରୋପ୍‌ଓ୍ବେ ଦୁର୍ଘଟଣାରେ ଦୀର୍ଘ ୪୦ ଘଣ୍ଟା ପରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ମଙ୍ଗଳବାର ସେଠାରେ ଫସି ରହିଥିବା ୧୫ ଯାତ୍ରୀଙ୍କ ମଧ୍ୟରୁ ୧୪ ଜଣଙ୍କୁ ଉଦ୍ଧାର…

ଶ୍ରୀଲଙ୍କା ଦେବାଳିଆ

କଲମ୍ବୋ, ୧୩ା୪: ଶ୍ରୀଲଙ୍କାରେ ଲାଗି ରହିଥିବା ଆର୍ଥିକ ସଙ୍କଟ ଦିନକୁ ଦିନ ଅଧିକ ଗମ୍ଭୀର ହେବାରେ ଲାଗିଛି। ବିଦେଶ ଓ ବିଭିନ୍ନ ସୂତ୍ରରୁ ଆଣିଥିବା ୫୧ ବିଲିୟନ ଡଲାର ଋଣ ଶୁଝିବାରେ ଶ୍ରୀଲଙ୍କା ଅସମର୍ଥ ବୋଲି କହି ଅର୍ଥମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର…

୨୦ରେ ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ

ଧାମନଗର, ୧୩ା୪: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୦ ତାରିଖରେ ଏହି ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଧାମନଗର ଏନ୍‌ଏସିର ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।…

୭ ଦିନରେ ବିକଳ୍ପ ଜାଗା ଦେଖାଅ: ଅପରାଜିତା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ବିନାଶରୁ ନୂଆ ଇନିଂସ ଆରମ୍ଭ କରୁଛି। ସକାରାତ୍ମକ ମନୋବୃତ୍ତି ଛାଡ଼ି ନକାରାତ୍ମକ ଚିନ୍ତାଧାରା ଆପଣାଉଛନ୍ତି। ଝାରପଡ଼ା ସ୍ଥିତ ହାଟ ଭଙ୍ଗା ଘଟଣା ପରେ କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏହା…

ଭାଜପାର ବୁଲ୍‌ଡୋଜର ଘୃଣା, ଆତଙ୍କ ସୃଷ୍ଟି କରୁଛି: ରାହୁଲ

ନୂଆଦିଲ୍ଲୀ, ୧୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ ଦେଶରେ ଦରଦାମ୍‌ ବୃଦ୍ଧି ନେଇ ଘେରିବା ଆରମ୍ଭ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅତ୍ୟାବଶ୍ୟକ ସାମଗ୍ରୀର ଅତ୍ୟଧିକ ଦର ଏବଂ ବେରୋଜଗାରି ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ…

ଏସ୍‌ଓପି, କଣ୍ଟିଜେନ୍ସ ପ୍ଲାନ କାର୍ଯ୍ୟକାରୀ କର

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଝାଡ଼ଖଣ୍ଡ ଦେଓଘର ତ୍ରିକୂଟ ରୋପ୍‌ଓ୍ବେ ଦୁର୍ଘଟଣାରେ ୩ ଜଣଙ୍କର ଜୀବନ ଯାଇଛି । ଏଭଳି ଦୁର୍ଘଟଣାକୁ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ରୋପ୍‌ଓ୍ବେ ପ୍ରକଳ୍ପ ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି) ଏବଂ ଏକ କଣ୍ଟିଜେନ୍ସି ପ୍ଲାନ (ଜରୁରିକାଳୀନ ଯୋଜନା) ପ୍ରସ୍ତୁତ…

ଆସନ୍ତା ୧ରୁ ୧୭ ଜିଲାରେ ରବି ଧାନ ସଂଗ୍ରହ ଆରମ୍ଭ ହେବ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ରବିଧାନ ସଂଗ୍ରହ କାର୍ଯ୍ୟ ଆସନ୍ତା ୧ ତାରିଖରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ପଡ଼ୋଶୀ ରାଜ୍ୟର ଅନଧିକୃତ ଧାନ ଯେପରି ମଣ୍ଡିରେ ପ୍ରବେଶ କରି ନ ପାରିବ ସେଥିପ୍ରତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ…

ବାରାଣସୀରେ ଭାଜପା ହାରିଲା

ଲକ୍ଷ୍ନୌ,୧୩ା୪: ଉତ୍ତର ପ୍ରଦେଶର ବିଧାନ ପରିଷଦ ନିର୍ବାଚନରେ ଶାସକ ଭାଜପାକୁ ବଡ଼ ସଫଳତା ମିଳିଛି। ଭୋଟ ଗ୍ରହଣ କରାଯାଇଥିବା ୨୭ରୁ ୨୪ ଆସନକୁ ଭାଜପା ଦଖଲ କରିବାରେ ସକ୍ଷମ ହୋଇଥିବାବେଳେ ଦଳର ୯ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି। କିନ୍ତୁ…

୧୮ରୁ ଉଚ୍ଚଶିକ୍ଷାନୁଷ୍ଠାନରେ ପୁଣି ବାୟୋମେଟ୍ରିକ୍‌ ଉପସ୍ଥାନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ବିଭିନ୍ନ କ୍ଷେତ୍ରରେ ଲାଗିଥିବା କଟକଣାକୁ କୋହଳ କରାଯାଉଛି। ଏହିକ୍ରମରେ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ପୁଣିଥରେ ବାୟୋମେଟ୍ରିକ୍‌ ଉପସ୍ଥାନ ବ୍ୟବସ୍ଥା ହେବ। ଆସନ୍ତା ୧୮ ତାରିଖରୁ ଏହା ଆରମ୍ଭ ହେବ। ଗତ ଜାନୁଆରୀ ୭ ତାରିଖରେ କରୋନା ସ୍ଥିତିକୁ…

ଉପରମୁହାଁ ପାରଦ: ଆଜି ୪୩ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର,୧୨ା୪(ବ୍ୟୁରୋ)-ଗତ କିଛିଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ। ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହୁଥିବା ବେଳେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବଢ଼ିବାରେ ଲାଗିଛି ତାତି। ମଙ୍ଗଳବାର ବଲାଙ୍ଗୀର ଓ ସୋନପୁରରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।…

ପାକିସ୍ତାନ ଅଭିନେତ୍ରୀଙ୍କ ସହ ସିଗାରେଟ୍‌ ଟାଣି ଚର୍ଚ୍ଚାକୁ ଆସିଥିଲେ ରଣବୀର

ମୁମ୍ବାଇ: ଦିନ କେଇଟାରେ ମିସେସ୍‌ କପୁର ହେବେ ଚୁଲ୍‌ବୁଲୀ ଆଲିଆ ଭଟ୍ଟ। ଏକଦା ଅନେକ ଯୁବତୀଙ୍କ ମନର ମଣିଷ ସାଜିଥିବା ରଣବୀର କପୁରଙ୍କ ହାତ ଧରିବେ ସେ। ଜଣେ ପ୍ରଶଂସିକା ସହ ନମ୍ବର ଓ୍ବାନ୍‌ ପ୍ରେମିକା ବୋଲି ତାଙ୍କୁ କୁହାଯାଏ। କାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri