Home Left

ଯୁଦ୍ଧରେ ଯୋଗଦେଲେ ମିସ୍‌ ୟୁକ୍ରେନ

କ୍ୱିଭ,୨୮।୨: ରୁଷିଆ ଆକ୍ରମଣରୁ ଦେଶକୁ ସୁରକ୍ଷା ଦେବା ପାଇଁ ଅସ୍ତ୍ର ଧରିଛନ୍ତି ପୂର୍ବତନ ମିସ୍‌ ୟୁକ୍ରେନ ଆନାସ୍ତାସିଆ ଲେନ୍ନା। ୨୦୧୫ରେ ମିସ୍‌ ଗ୍ରାଣ୍ଡ ଇଣ୍ଟରନ୍ୟାଶନାଲ ବ୍ୟୁଟି ପ୍ରତିଯୋଗିତାରେ ଭାଗ ନେଇଥିବା ଲେନ୍ନା ୟୁକ୍ରେନ ସେନାରେ ଯୋଗ ଦେଇଛନ୍ତି। “ଆକ୍ରମଣ ଉଦ୍ଦେଶ୍ୟ ନେଇ…

ପୋଲାଣ୍ଡ ସୀମାରେ ଅଟକିଛନ୍ତି ଶତାଧିକ ଭାରତୀୟ ଛାତ୍ରୀଛାତ୍ର

କ୍ୱିଭ୍‌,୨୮ା୨: ୟୁକ୍ରେନରୁ ବାହାରି ଆସିଥିବା ଶତାଧିକ ଭାରତୀୟ ଛାତ୍ରୀଛାତ୍ର ଏବେ ପୋଲାଣ୍ଡ ସୀମାରେ ଅଟକି କରିଛନ୍ତି। ଭୀଷଣ ଥଣ୍ଡାରେ ପ୍ରାୟ ୪୮ ଘଣ୍ଟାରୁ ଅଧିକ ସମୟ ହେଲା ଛାତ୍ରୀଛାତ୍ରମାନେ ସେମାନଙ୍କ ବିଭିନ୍ନ ସାମଗ୍ରୀ ଧରି ସୀମାରେ ରହିଛନ୍ତି। ଜାତିସଂଘ ସୁରକ୍ଷା ପରିଷଦରେ…

ଆଲିଆ ଭଟ୍ଟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ ବକ୍ସ ଅଫିସରେ ହିଟ୍‌ ସାବ୍ୟସ୍ତ ହୋଇଛି। ଫିଲ୍ମ ଦେଖିବା ପରେ ସମସ୍ତେ ଆଲିଆଙ୍କ ଅଭିନୟକୁ ପ୍ରଶଂସା କରିଛନ୍ତି। ଆଲିଆଜାତୀୟ ପୁରସ୍କାର ପାଇବାକୁ ଯୋଗ୍ୟ ବୋଲି ପ୍ରଶଂସକମାନେ କହୁଛନ୍ତି। ନିରୀହ ଦେଖାଯାଉଥିବା ଆଲିଆଙ୍କ…

ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧ

ଗାନ୍ଧୀନଗର,୨୮।୨: ଦେଶରେ ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌। ସମଗ୍ର ଦେଶର ବଜାରରେ ଦୁଗ୍ଧର ଦାମ୍‌ ଲିଟର ପିଛା ୨ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ଅମୁଲ। ସମଗ୍ର ଦେଶର ବଜାରରେ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରିବାକୁ…

‘ଟ୍ରୋଲର୍ସ ରିଅଲ ଫ୍ୟାନ୍ସ ନୁହଁନ୍ତି’

ନୂଆଦିଲ୍ଲୀ,୨୮।୨: ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନଠାରୁ ଭାରତୀୟ ଦଳ ପରାସ୍ତ ହେବା ପରେ ମହମ୍ମଦ ଶାମିଙ୍କୁ ସୋସିଆଲ ମିଡିଆରେ ପ୍ରବଳ ସମାଲୋଚନା କରାଯାଇଥିଲା। ଏପରି କି ତାଙ୍କୁ ଦେଶଦ୍ରୋହୀ ଏବଂ ମ୍ୟାଚ୍‌ ହାରିବା ପାଇଁ ଟଙ୍କା ନେଇ ଥିବା କୁହାଯାଇଥିଲା। ଏହା ଉପରେ…

ବିଜେଡି ୭୬୦ ଆସନରେ ଆଗୁଆ

ଭୁବନେଶ୍ବର,୨୮।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତିର ତୃତୀୟ ଦିନରେ ମଧ୍ୟ ବିଜେଡି ଆଗରେ ରହିଛି। ମୋଟ ୮୪୯ଟି ଜିଲା ପରିଷଦ ଜୋନରେ ଗଣତି ହେଉଥିବା ବେଳେ ୭୬୦ଟି ଭୋଟରେ ଆଗୁଆ ରହିଛି ବିଜେଡି। ପ୍ରଥମ ଦିନ ୩୧୫ଟି ଜିଲା ପରିଷଦ…

ସତ୍ୟବାଦୀ ସେଣ୍ଟ୍ରାଲ ଜୋନ୍‌ ହାତେଇଲା ଭାଜପା

ସାକ୍ଷୀଗୋପାଳ,୨୮।୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ସେଣ୍ଟ୍ରାଲ ଜୋନ୍‌ ୩୨ରୁ ଜିଲାପରିଷଦ ଆସନରୁ ଭାଜପା ପ୍ରାର୍ଥୀ ବିଷ୍ଣୁପ୍ରିୟା ବରାଳ ବିଜୟୀ ହୋଇଛନ୍ତି। ରବିବାର ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଗଣତିର ଅନ୍ତିମ ରାଉଣ୍ଡରେ ସେ ୧୦, ୬୮୪ ଖଣ୍ଡ ଭୋଟ ପାଇଥିଲେ। ତାଙ୍କ…

ଆସିଲା ‘ବଚ୍ଚନ ପାଣ୍ଡେ’ ମୁଭିର ନୂଆ ଗୀତର ଟିଜର

ମୁମ୍ବାଇ: ଇଭିଲ ସଙ୍ଗ ‘ମାର ଖାଏଗା’ରେ ଦର୍ଶକଙ୍କ ସାମ୍ନାରେ ହିରୋ ଅକ୍ଷୟ କୁମାରଙ୍କୁ ‘ବଚ୍ଚନ ପାଣ୍ଡେ’ ଭୂମିକାରେ ଉପସ୍ଥାପନ କରାଯିବା ପରେ ନିର୍ମାତା ଏବେ ସାଜିଦ ନାଡିୟାଡୱାଲାଙ୍କ ବହୁ ପ୍ରତିକ୍ଷିତ ଆକ୍ସନ କମେଡିର ଦ୍ୱିତୀୟ ଗୀତ ‘ମେରି ଜାନ ମେରି ଜାନ’…

ସ୍କୁଲର ପ୍ରଥମ ଦିନରେ କରୋନାର ଅନୁଭୁତି ବଖାଣିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୨୮।୨(ଡି.ଏନ୍‌.ଏ): ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସୋମବାର ଶିକ୍ଷା ଅନୁଷ୍ଠାନ ଖୋଲିଛି। ଛାତ୍ରୀଛାତ୍ର ନିଜ ନିଜ ବିଦ୍ୟାଳୟକୁ ନିୟମିତ ଯାଇ ଅଫଲାଇନରେ ପାଠ ପଢ଼ିବେ, ସାଙ୍ଗସାଥୀଙ୍କ ସହ ଖେଳକୁଦ କରିବେ ନିଜ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଜାଣିବେ…

ସେନାଙ୍କ ସହ କଫି ପିଇଲେ ଜେଲେନ୍‌ସ୍କି: ଭିଡିଓ ଭାଇରାଲ

କ୍ୱିଭ,୨୮।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଆଜି ହେଉଛି ପଞ୍ଚମ ଦିନ। ଶକ୍ତିଶାଳୀ ରୁଷିଆ ସୈନ୍ୟଙ୍କ ସମ୍ମୁଖରେ ୟୁକ୍ରେନ ସୈନ୍ୟ ଦୃଢ଼ତାର ସହ ଠିଆ ହୋଇ ଯୁଦ୍ଧ କରୁଛନ୍ତି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଅନେକ…

ମାର୍ଚ୍ଚରେ ଓଟିଟି ସହ ପ୍ରେକ୍ଷାଳୟରେ ମଧ୍ୟ ରିଲିଜ୍‌ ହେବ ଏହି ସବୁ ଫିଲ୍ମ

ଦେଶରେ କୋଭିଡ୍‌ ସଂକ୍ରମଣ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି। ସେନେଇ ଅନେକ ଫିଲ୍ମ ମାର୍ଚ୍ଚରେ ରିଲିଜ୍‌ ହେବା ପାଇଁ ପ୍ରସ୍ତୁତ ହେଲେଣି। ମାର୍ଚ୍ଚ ମାସରେ ଅନେକ ଫିଲ୍ମ ପ୍ରେକ୍ଷାଳୟକୁ ଆସୁଛି। ପ୍ରଭାସଙ୍କ ରାଧା ଶ୍ୟାମ ଠାରୁ ଆରମ୍ଭ କରି ଏସ୍‌.ଏସ୍‌…

ଏପ୍ରିଲ ନୁହେଁ ମେ’ରେ ରିଲିଜ ହେବ କଙ୍ଗନାଙ୍କ ଧାକଡ଼

ମୁମ୍ବାଇ: ନିଜର ଅଭିନୟ ହେଉ ଅବା ବେକାବୁ ବୟାନ ସବୁ ପାଇଁ ଚର୍ଚ୍ଚାରେ ରହୁଥିବା ବଲିଉଡ ନାୟିକା କଙ୍ଗନା ରାନାୱତଙ୍କ ଫିଲ୍ମ ଧାକଡ଼କୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ପୂର୍ବରୁ ଶୁଣିବାକୁ ମିଳିଥିଲା କି ‘ଧାକଡ଼’ ଚଳିତ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri