Home Left

ପାଣ୍ଡ୍ୟାଙ୍କ ମୁଣ୍ଡରେ ବାଜିଲା ବାଉନ୍ସର, ଡରିଗଲେ ସ୍ତ୍ରୀ

ମୁମ୍ବାଇ,୧୨।୪: ଆଇପିଏଲ୍‌ ୨୦୨୨ରେ ଏକ ମ୍ୟାଚ୍‌ରେ ଗୁଜରାଟ ଟାଇଟାନ୍ସ (ଜିଟି) ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ଭେଟିଥିଲା। ଏହି ମ୍ୟାଚ ସମୟରେ ଗୁଜରାଟ ଟାଇଟାନ୍ସ (ଜିଟି) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବାଉନ୍ସର ପକାଇଥିଲେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଦ୍ରୁତ ବୋଲର ଉମରାନ…

ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା: ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ଯୋଡ଼ା, ୧୧।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ସମଗ୍ର ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ପ୍ରଶାସନର ମଧ୍ୟସ୍ଥତା ପରେ ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ…

୧୪ରେ ପଡିବନି ହାତଗଣ୍ଠି

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ଏପ୍ରିଲ ୧୪ରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ବୋଲି କୁହାଯାଉଥିଲା। କିନ୍ତୁ ବର୍ତ୍ତମାନ ଏହି ବିବାହକୁ ନେଇ ଏକ ଅପଡେଟ ସାମ୍ନାକୁ…

୪୬ଘଣ୍ଟା ପରେ ଶେଷ ହେଲା ରେସକ୍ୟୁ ଅପରେଶନ୍‌

ଦେଓଘର,୧୨।୪: ଝାଡଖଣ୍ଡ ଦେଓଘରର ତ୍ରିକୁଟ ପାହାଡ଼ର ରୋପଓ୍ବେ ଦୁର୍ଘଟଣାର ପ୍ରାୟ ୪୬ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ରେସକ୍ୟୁ ଅପରେଶନ୍‌ ଶେଷ ହୋଇଛି। ମଙ୍ଗଳବାର ରୋପଓ୍ବେରେ ଫସିରହିଥିବା ସମସ୍ତ ଲୋକଙ୍କୁ ଉଦ୍ଧାର କରାଯାଇଛି। ବାୟୁସେନା, ଭାରତୀୟ ସେନା, ଏନ୍‌ଡିଆରଏଫ୍‌ ଓ ଆଇଟିବିପି ଯବାନଙ୍କ…

ସମର ଫ୍ୟାଶନ୍‌

ଋତୁ ଅନୁସାରେ ସବୁବେଳେ ଫ୍ୟାଶନ୍‌ ବଦଳିଥାଏ। ଖରାଦିନେ ସାଧାରଣତଃ ହାଲ୍‌କା ରଙ୍ଗର ଆରାମଦାୟକ ପୋଷାକ ପିନ୍ଧିବାକୁ ଭଲ ଲାଗେ। ଏହି ଦୃଷ୍ଟିରୁ ଏବେ ଫ୍ୟାଶନ୍‌ ଟ୍ରେଣ୍ଡରେ କେଉଁ ସବୁ ପୋଷାକ ଆରାମଦାୟକ ହେବା ସହ ଷ୍ଟାଇଲିସ୍‌ ଲାଗିବ ଜାଣି ରଖନ୍ତୁ… ଖରାଦିନିଆ…

ମେଥି ହେୟାର ମାସ୍କ

କେଶକୁ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାରର ଦାମୀ ପ୍ରଡକ୍ଟ ବ୍ୟବହାର କରାଯାଏ। କିନ୍ତୁ ଘରୋଇ ଉପାୟରେ ମେଥି ବ୍ୟବହାର କରି ସୁନ୍ଦର ଘନ କେଶ ପାଇ ହେବ… ମେଥି ହେୟାର ମାସ୍କ ଲଗାଇବା ଫଳରେ କେଶ ଝଡ଼ିବା, କେଶ ଧଳା…

ଘରୋଇ ଉପାୟରେ ଦୂରାନ୍ତୁ ମଶା

ପ୍ରବଳ ଗରମ ସାଙ୍ଗକୁ ମଶାଙ୍କ ଦୌରାତ୍ମ୍ୟ ଭାରି କଷ୍ଟ ଦେଇଥାଏ। ତେବେ ମଶା କାମୁଡ଼ାରୁ ବର୍ତ୍ତିବା ପାଇଁ ଚାହୁଁଥିଲେ ଜାଣି ରଖନ୍ତୁ କିଛି ଘରୋଇ ଉପାୟ… ମଶା ଘଉଡାଇବା ପାଇଁ ରସୁଣ ବେଶ୍‌ ଫଳପ୍ରଦ। ଏଥିପାଇଁ ଆପଣ କିଛି ରସୁଣକୁ ଛେଚି…

କହିବା ଆଗରୁ…

କହିବାର କଳା ତ ପ୍ରାୟ ସମସ୍ତେ ଜାଣନ୍ତି କିନ୍ତୁ ନ କହିବା ବି ଏକ ସୁନ୍ଦର କଳା ଏକଥାକୁ ହୁଏତ କେତେଜଣ ଜାଣନ୍ତି। ଆଉ ଥରେ ଏଇ କଳା ଜାଣିଗଲେ ପରିବାରରେ ସୁଖଶାନ୍ତି ଆସିବା ସହିତ ଢେର୍‌ ମଧୁର ହୋଇଥାଏ ସମ୍ପର୍କ।…

ଝିଅର ଆତ୍ମହତ୍ୟା ପଛରେ ହଷ୍ଟେଲ ପରିଚାଳିକାଙ୍କ ସମ୍ପୃକ୍ତି: ପରିବାର ଲୋକେ

ସୁନ୍ଦରଗଡ଼,୧୨ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ପଟୁଆଡ଼ିହି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ଶାରୀରିକ ଓ ମାନସିକ ଚାପ ସହି ନ ପାରି ଦଶମ ଶ୍ରେଣୀ ଛାତ୍ରୀ ଅପର୍ଣ୍ଣା ପାଣ୍ଡେ ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ଘଟଣାର ତଦନ୍ତ…

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗର ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏସବୁ ବିଷୟର ପରୀକ୍ଷା ମେ’ ୧୯ରେ…

ଆଜି ସନ୍ଧ୍ୟାରେ ବସିବ ଛତିଶା ନିଯୋଗ ବୈଠକ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଆଜି ଅପରାହ୍ନ ୫ଟାରେ ଛତିଶା ନିଯୋଗ ବୈଠକ ବସିବ। ପୁରୀ ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ  ହେବ। ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…

ରାସାୟନିକ ଆକ୍ରମଣ ପରେ ରାସ୍ତାରେ ପଡ଼ିରହିଛି ହଜାର ହଜାର ମୃତଦେହ

କ୍ୱିଭ୍‌,୧୨।୪: ରୁଷିଆ ଓ ୟୁକ୍ରେନରେ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୪୮ଦିନରେ ପହଞ୍ଚିଛି। ଏହି ଯୁଦ୍ଧର କେବେ ସମାପ୍ତି ହେବ ତାହା କାହାକୁ ଜଣାନାହିଁ। ଉକ୍ତ ଦେଶ ଉପରେ ରୁଷିଆ ସୈନ୍ୟଙ୍କ ଆକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୟୁକ୍ରେନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri