କଣ୍ଟେନରରେ ଜଳିଗଲା ୪୦ ଇ-ସ୍କୁଟର
ନାସିକ,୧୨।୪: ମହାରାଷ୍ଟ୍ରର ନାସିକ ସହରରେ ଥିବା ଜିତେନ୍ଦ୍ର ଇଲେକ୍ଟିକ୍ ଭେହିକ୍ଲସ୍ର ଏକ କଣ୍ଟେନରରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪୦ ଇ-ସ୍କୁଟର ଜଳିଯାଇଛି। ମିଳିଥିବା ସୂଚନା ମୁତାବକ, ଇଭି କାରଖାନାରୁ ଇ-ସ୍କୁଟରଗୁଡ଼ିକୁ ଏକ କଣ୍ଟେନରରେ ନିଆଯାଉଥିଲା। ସେତିକି ବେଳେ ଗାଡିରେ ନିଆଁ ଲାଗିଯାଇଥିଲା।…
କରୋନାରେ ଜଣଙ୍କ ଜୀବନ ଗଲା
ଭୁବନେଶ୍ବର,୧୨।୩:ରାଜ୍ୟରେ ମଙ୍ଗଳବାର କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Details of cases confirmed as death due to Covid-19, after due completion of death…
ଡରିଗଲେ ବଣର ରାଜା, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଖସୁଛି ସଂକ୍ରମଣ
ନୂଆଦିଲ୍ଲୀ,୧୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୯ ଜଣ…
ସପ୍ତାହେ ହେଲା ନେଟୱର୍କ ଫେଲ
ଲାଞ୍ଜିଗଡ,୧୨।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ୭ ଦିନ ହେଲା ବିଏସ୍ଏନ୍ଏଲ୍ ନେଟୱର୍କ ଫେଲ୍ ରହିଛି। ଫଳରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଲାଞ୍ଜିଗଡ ସହରରେ ଅଧିକାଂଶ ଗ୍ରାହକ ବିଏସ୍ଏନ୍ଏଲ୍…
ବୁଚା ନରସଂହାରର ନିନ୍ଦା କଲେ ମୋଦି
ନୂଆଦିଲ୍ଲୀ,୧୨ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ସୋମବାର ଭର୍ଚୁଆଲ ବୈଠକ ହୋଇଛି । ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା ମଧ୍ୟରେ ସବୁଠାରୁ ଅଧିକ ଗୁରୁତ୍ୱ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଉପରେ ରହିଥିଲା ।…
ସ୍କୁଲ ଖୋଲୁ ଖୋଲୁ ଭୟ: ଗାଜିଆବାଦ ପରେ ଏବେ ନୋଏଡାର ଏକ ସ୍କୁଲରେ ୧୩ ବିଦ୍ୟାର୍ଥୀ, ୩ ଶିକ୍ଷକ କରୋନା ସଂକ୍ରମିତ
ନୋଏଡା,୧୨ ।୪: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୨ ବର୍ଷ ପରେ ସ୍କୁଲ ଖୋଲିଛି । ପିଲାମାନେ ବି ସ୍କୁଲ ଯିବାକୁ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଇଛି । ହେଲେ ଏହାରି ଭିତରେ ପୁଣିଥରେ ଡରାଇଲାଣି କରୋନା ମହାମାରୀ ।…
ରୋପୱେ ଦୁର୍ଘଟଣା: ୨ ଦିନ ହେବ ଫସି ରହିଥିବା ଲୋକଙ୍କ ନିକଟକୁ ଡ୍ରୋନ ସାହାଯ୍ୟରେ ପଠାଯାଉଛି ଖାଦ୍ୟ ସାମଗ୍ରୀ
ଦେବଘର,୧୨ ।୪: ଝାଡଖଣ୍ଡର ଦେବଘର ରୋପୱେରେ ଫସି ରହିଥିବା ଲୋକଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏବେ ପର୍ଯ୍ୟନ୍ତ ୩୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆହୁର ୧୧ ଜଣ ଫସି ରହିଛନ୍ତି । ଅକାଶ ଏବଂ ପୃଥିବୀ ମଧ୍ୟରେ…
ପୁଣି ଫାଟିଲା ପାଉଁଶ ପାଇପ୍
ଝାରସୁଗୁଡ଼ା ଅଫିସ,୧୧ା୪: ଝାରସୁଗୁଡ଼ାସ୍ଥିତ ଓଡ଼ିଶା ବିଦ୍ୟୁତ୍ ଉତ୍ପାଦନ ନିଗମ (ଓପିଜିସି)ର ଇବ୍ଥର୍ମାଲ ପ୍ରକଳ୍ପରୁ ନିର୍ଗତ ହେଉଥିବା ତରଳ ବର୍ଜ୍ୟବସ୍ତୁ ପାଉଁଶ ପାଇପ୍ ଦ୍ୱିତୀୟଥର ପାଇଁ ଫାଟିଯାଇଛି। ଫଳରେ ତରଳ ବର୍ଜ୍ୟବସ୍ତୁ ପୋଖରୀ ଓ ଚାଷଜମିରେ ମାଡିଯାଇଛି। ସୂଚନାଯୋଗ୍ୟ ଗତ ଶୁକ୍ରବାର ଏହି…
ହନୁମାନ ଜୟନ୍ତୀରେ ବିଶୃଙ୍ଖଳା ହେଲେ ପ୍ରଶାସନ ଦାୟୀ
ସମ୍ବଲପୁର,୧୨ା୪(ବ୍ୟୁରୋ): ଚଳିତବର୍ଷ ମଧ୍ୟ ହନୁମାନ ଜୟନ୍ତୀ ଧୁମ୍ଧାମରେ ପାଳନ ହେବ। ଶୋଭାଯାତ୍ରା, ଆଳତି ସହ ପୂଜାର୍ଚ୍ଚନା କରାଯିବ। ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ଆଖଡା କରାଯିବ। ନାଗାବାବା ଓ ପାରମ୍ପରିକ ନୃତ୍ୟ ଦଳ ସାମିଲ ହେବେ। ହେଲେ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରାରେ କଟକଣା…
ବଡ଼ ରେକର୍ଡ କଲେ ପାଣ୍ଡ୍ୟା
ମୁମ୍ବାଇ,୧୨।୪: ଆଇପିଏଲ୍ ୨୦୨୨ରେ ପ୍ରତିଦିନ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳୁଛି। ଚଳି ଆଇପିଏଲ୍ର ୨୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ୮ ଉଇକେଟ୍ରେ ଗୁଜରାଟ ଟାଇଟାନ୍ସକୁ ଦଳକୁ ପରାସ୍ତ କରିଛି। ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ରେକର୍ଡ କରିଛନ୍ତି। ହାର୍ଦ୍ଦିକ…
Archives


