Home Left

ଡିପିରେ ତ୍ରିରଙ୍ଗା ଲଗାଇ ଟ୍ରୋଲ

ବମ୍ବେ: ଟ୍ରୋଲ ହେଉଛନ୍ତି ବଲିଉଡ୍‌ର ଖୀଲାଡି କିଙ୍ଗ ଅକ୍ଷୟ କୁମାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜର ସମସ୍ତ ସୋସିଆଲ ମିଡିଆ ପୃଷ୍ଠାର ଡିପି ସ୍ଥାନରେ ତ୍ରିରଙ୍ଗା ଲଗାଇବା ସହ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବାକୁ ଅପିଲ୍‌ କରିଥିଲେ।…

ପାକିସ୍ତାନୀ ସାମରିକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୬ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ…

ଇସଲାମାବାଦ, ୨।୮ : ବାଲୁଚିସ୍ତାନରେ ବନ୍ୟା ସହାୟତା କାର୍ଯ୍ୟରେ ନିୟୋଜିତ ଥିବା ପାକିସ୍ତାନୀ ସେନାର ହେଲିକପ୍ଟର ଲାସବେଲାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୬ ଜଣ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନ ଆନ୍ତଃସେବା ଜନସମ୍ପର୍କ ବିଭାଗ ଏସମ୍ପର୍କରେ ସୂଚନା ପ୍ରଦାନ…

ନିରାଶ କଲେ ଦୂତି: ପ୍ରଥମ ରାଉଣ୍ଡରୁ ବିଦା

ବର୍ମିହାମ,୨।୮: ନିରାଶ କଲେ ଓଡ଼ିଶାର ଧାବିକା ଦୂତୀ ଚାନ୍ଦ। ମଙ୍ଗଳବାର ରାଜ୍ୟଗୋଷ୍ଠୀ କ୍ରୀଡ଼ାର ମହିଳା ୧୦୦ ମିଟର ଦୌଡ଼ରେ ଭାଗନେଇଥିଲେ ହେଁ ସେମି ଫାଇନାଲ ଲାଗି ଯୋଗ୍ୟତା ଅର୍ଜନ କରିପାରିନାହାନ୍ତି। ଦୂତିଙ୍କୁ ୧୦୦ ମିଟର ଅତିକ୍ରମ କରିବା ଲାଗି ୧୧.୫୫ ସେକେଣ୍ଡ…

୮୧ ଚାଇନା ନାଗରିକଙ୍କୁ ଭାରତ ଛାଡ଼ିବାକୁ ଦିଆଯାଇଛି ନୋଟିସ୍‌

ନୂଆଦିଲ୍ଲୀ,୨।୮: ସଂସଦର ଚାଲିଥିବା ମୌସୁମୀ ଅଧିବେଶନ ସମୟରେ ମଙ୍ଗଳାବର ଲୋକ ସଭାରେ ଭାରତ ଆସିଥିବା ଚାଇନା ନାଗରିକଙ୍କ ବିଷୟରେ ସରକାର ସୂଚନା ଦେଇଛନ୍ତି। ଗତ ୨ବର୍ଷ ମଧ୍ୟରେ ୮୧ ଜଣ ଚାଇନା ନାଗରିକଙ୍କୁ ଭାରତ ଛାଡିବାକୁ ନୋଟିସ ଦିଆଯାଇଛି ବୋଲି କେନ୍ଦ୍ର…

ଅବୈଧ ପ୍ରେମ ସମ୍ପର୍କକୁ ନେଇ ସଂକୀର୍ତ୍ତନ ଗୁରୁଙ୍କୁ ହତ୍ୟା, ବାପ ପୁଅ ସମେତ ୩ ଅଟକ

ଦେବଗଡ଼,୨।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ବୁଢାପାଳ ଫାଣ୍ଡି ଅନ୍ତର୍ଗତ ଠିଆନାଳ ଗ୍ରାମରେ ଏକ ଅବୈଧ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଛି। ସୋମବାର ରାତିରେ ଠିଆନାଳ କେନ୍ଦୁପତ୍ର ଫଡ଼ି ଘର ନିକଟରେ ଏହି ହତ୍ୟାକାଣ୍ଡ ଘଟିଥିବା ବେଳେ ପୋଲିସ ହତ୍ୟାକାଣ୍ଡରେ…

ଭୟଭୀତ ହୁଅ ନାହିଁ, ସତର୍କତା ଅବଲମ୍ବନ କର: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୮: କରୋନା ସଂକ୍ରମଣ ନ ସରୁଣୁ ଦେଶରେ ଏବେ ମଙ୍କିପକ୍ସ ବିପଦ ଏବଂ ପଜିଟିଭ୍‌ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ ୮ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏଭଳି ପରିସ୍ଥିତିରେ ସଂସଦରେ ମୌସୁମୀ ଅଧିବେଶନ ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ…

ଆଉ ଜଣେ ପଞ୍ଜାବୀ ଗାୟକଙ୍କୁ ମିଳିଲା ହତ୍ୟା ଧମକ: ମୁଖ୍ୟମନ୍ତ୍ରୀ-ପୋଲିସକୁ ଚିଠି ଲେଖି ମାଗିଲେ ସୁରକ୍ଷା

ଚଣ୍ଡିଗଡ଼,୨।୮: ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେ ଓ୍ବାଲାଙ୍କୁ ହତ୍ୟା କରାଯିବାର ୨ମାସ ପରେ ଆଉ ଜଣେ ଗାୟକଙ୍କୁ ହତ୍ୟା ଧମକ ମିଳିଛି। ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ପଞ୍ଜାବୀ ଗାୟକ ତଥା ଗୀତିକାର ଜାନି ପୋଲିସର ସୁରକ୍ଷା…

ବଲିଉଡ୍‌ର ତିନି ଖାଁଙ୍କ ସହ କାମ କରିବାକୁ ଚାହୁଁନାହାନ୍ତି ଜାହ୍ନବୀ

ବମ୍ବେ: ବଲିଉଡ୍‌ର ତିନି ଖାଁଙ୍କ ସହ କାମ କରିବାକୁ ଚାହୁଁନାହାନ୍ତି ଅଭିନେତ୍ରୀ ଜାହ୍ନବୀ କପୁର। ନିକଟରେ ସେ କହିଥିବା ଏଭଳି କିଛି କଥା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ୨୦୧୮ରେ ‘ଧଡକ’ ଜରିଆରେ ବଲିଉଡ୍‌ରେ ପାଦ ଥାପିଥିଲେ ଜାହ୍ନବୀ। ସେବେଠାରୁ ସେ…

ମୃତ୍ୟୁ ପୂର୍ବରୁ ଭବିଷ୍ୟବାଣୀ

୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ‘ସୂର୍ଯ୍ୟବଂଶମ’ ଫିଲ୍ମରେ ଅମିତାଭ ବଚ୍ଚନଙ୍କ ନାୟିକା ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ସୌନ୍ଦର୍ଯ୍ୟାଙ୍କୁ ଦର୍ଶକ ଖୁବ ପସନ୍ଦ କରିଥିଲେ। ସୌନ୍ଦର୍ଯ୍ୟା ଏହି ଚଳଚ୍ଚିତ୍ର ସହିତ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ପରେ ସେ ଅନ୍ୟ କୌଣସି ବଲିଉଡ…

ହାରିବା ମ୍ୟାଚ୍‌ର ‘ହିରୋ’

ନୂଆଦିଲ୍ଲୀ,୨।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସୋମବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମୁକାବିଲାରେ ଟିମ୍‌ ଇଣ୍ଡିଆ ପରାଜିତ ହୋଇଛି। ପ୍ରଥମେ ଭାରତର ବ୍ୟାଟିଂ ଫ୍ଲପ ସାବ୍ୟସ୍ତ ହୋଇଥିଲା। ଫଳରେ ବୋଲର୍‌ମାନେ ମ୍ୟାଚ୍‌କୁ ଜିତାଇପାରି ନ ଥିଲେ। ଏହସତ୍ତ୍ୱେ ଜଣେ ବୋଲରଙ୍କ ଭୂରି ପ୍ରଶଂସା କରାଯାଉଛି।…

ଭାରତ-ମାଳଦ୍ୱୀପ ମଧ୍ୟରେ ୬ଚୁକ୍ତିନାମା ସ୍ବାକ୍ଷରିତ

ନୂଆଦିଲ୍ଲୀ,୨।୮: ଦିଲ୍ଲୀରେ ମଙ୍ଗଳବାର ହୋଇଥିବା ଶିଖର ସମ୍ମିଳନୀ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ସୋଲିହଙ୍କ ମଧ୍ୟରେ ଦୁଇ ଦେଶ ୬ଟି ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ନିର୍ମାଣ କ୍ଷମତା, ସାଇବର ସୁରକ୍ଷା, ଗୃହ, ବିପର୍ଯ୍ୟୟ ପରିଚାଳନା ଏବଂ…

ଆଗ ଅଢ଼େଇ ଘଣ୍ଟାର ଫିଲ୍ମ ଦେଖନ୍ତୁ, ତା’ ପରେ ମନ୍ତବ୍ୟ ଦିଅନ୍ତୁ: ଆମିର୍‌

ବମ୍ବେ: ରିଲିଜ ନ ହେଉଣୁ ବିବାଦରେ ଆମିର ଖାଁଙ୍କ ଫିଲ୍ମ ‘ଲାଲ ସିଂ ଚଡ୍ଢା’। କିଛି ଫିଲ୍ମକୁ ବୟକଟ କରିବାକୁ ଦାବି କରୁଥିବା ବେଳେ କିଛି ତାଙ୍କ ଅଭିନୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଯେଉଁମାନଙ୍କ ମଧ୍ୟରୁ ପଞ୍ଜାବୀ ଅଭିନେତ୍ରୀ ସରଗୁନ୍‌ ମେହତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?