Home Left

କ୍ୟାମେରାମ୍ୟାନ ମାନସ ହତ୍ୟାମାମଲା: ପୂର୍ବତନ ପ୍ରଶାସନିକ ଅଧିକାରୀ ଗିରଫ

ଚାନ୍ଦବାଲି,୨୧।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ସୋମବାର ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅବସର ପ୍ରାପ୍ତ…

ରାତାରାତି ସୋସିଆଲ ମିଡିଆରେ ଷ୍ଟାର୍‌ ପାଲଟିଲେ ପ୍ରଦୀପ

ନୋଏଡା, ୨୧।୩: ନିକଟରେ ପ୍ରଦୀପ ମେହେରା ନାମକ ଜଣେ ଯୁବକଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେନାରେ ଚାକିରି ପାଇଁ ଇଚ୍ଛୁକ ଥିବା ପ୍ରଦୀପ କେତେ ସଂଘର୍ଷ ଭିତରେ ଏଥିପାଇଁ ପାଇଁ ପ୍ରସ୍ତୁତ କରୁଛନ୍ତି ତାହା ଭିଡିଓରେ ଦେଖାଯାଇଛି। ପ୍ରଦୀପଙ୍କ…

ବଲିଉଡରେ ଡେବ୍ୟୁ କରିବେ ଐଶ୍ୱର୍ଯ୍ୟା

ସାଉଥ୍‌ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟା ରଜନୀକାନ୍ତ ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି । ହିନ୍ଦୀ ସିନେମାରେ ନିର୍ଦ୍ଦେଶିକା ଭାବରେ ଐଶ୍ୱର୍ଯ୍ୟା କାମ କରିବାକୁ ଯାଉଛନ୍ତି। ଫିଲ୍ମର ଟାଇଟଲ ମଧ୍ୟ ସ୍ଥିର ହୋଇସାରିଛି । ଐଶ୍ୱର୍ଯ୍ୟା ନିର୍ମାତା ମିନୁ ଆରୋରାଙ୍କ…

ଭାଗଓ୍ବନ୍ତ ମାନଙ୍କୁ ଭେଟିଲେ ଚନ୍ନି

ଚଣ୍ଡିଗଡ,୨୧।୩: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ସୋମବାର ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନଙ୍କୁ ଭେଟିଛନ୍ତି। ଉଭୟ ନେତାଙ୍କ ଏହି ବୈଠକ ଚଣ୍ଡିଗଡ଼ରେ ଅନୁଷ୍ଠିତ ହୋଇଥିଲା। ପଞ୍ଜାବ ବିଧାନସଭା ନିର୍ବାଚନରେ ବିଜୟ ପାଇଁ ଚରଣଜିତ ସିଂ ଚନ୍ନି ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…

କୋରାପୁଟ ଗସ୍ତରେ ପୋଲିସ ଡିଜି

କୋରାପୁଟ,୨୧।୩(ଡି.ଏନ୍‌.ଏ.) : କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନିଲ କୁମାର ବଂଶଲ। ଡିଜିଙ୍କ ସହ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ, ଗୁଇନ୍ଦା ବିଭାଗ, ଆଇଜି ଅପରେସନ ଓ ଆଇଜି ଇଣ୍ଟିଲେଜେନସି ଅଧିକାରୀ ମଧ୍ୟ କୋରାପୁଟ ଗସ୍ତରେ ଅଛନ୍ତି।  ପୋଲିସ ଡିଜି ଦକ୍ଷିଣ…

ପୌର ନିର୍ବାଚନ: ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ

ଭୁବନେଶ୍ୱର,୨୧।୩(ବ୍ୟୁରୋ) : ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ଆସନ୍ତା ୨୪ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସୁଦ୍ଧା ପ୍ରଚାର ସରିବ । ପୌର ନିର୍ବାଚନ ପାଇଁ…

ଦଳୀୟ ପ୍ରାର୍ଥୀଙ୍କୁ ଟକ୍କର ଦେଉଛନ୍ତି ସ୍ବାଧୀନ

ସୁନ୍ଦରଗଡ଼,୨୧।୩(ଡି.ଏନ୍‌.ଏ.): ଚଳିତ ପୌର ନିର୍ବାଚନରେ ସୁନ୍ଦରଗଡ଼ରେ କାହାର ହେବ ବାଜିମାତ। ଚା’ ଖଟି ଠାରୁ ଆରମ୍ଭ କରି ପାନ ଦୋକାନ, ବଜାର, ରାସ୍ତାଘାଟ ସବୁଠି ଏହି ଗୋଟିଏ କଥା। ସୁନ୍ଦରଗଡ଼ ପୌରାଧ୍ୟକ୍ଷ ପଦବୀ ଏଥର ମହିଳାଙ୍କ ପାଇଁ ସଂରକ୍ଷିତ ଥିବା ବେଳେ…

ଐତିହାସିକ ହେବ ଯୋଗୀ ୨.୦ ଶପଥଗ୍ରହଣ ସମାରୋହ: ୨ ଘଣ୍ଟା ଧରି ସବୁ ମନ୍ଦିରରେ ବାଜିବ ଘଣ୍ଟ

ଲକ୍ଷ୍ନୌ,୨୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ଦ୍ୱିତୀୟଥର ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଢିବାକୁ ଯାଉଛି। ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଆସନ୍ତା ମାର୍ଚ୍ଚ ୨୫ରେ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଶପଥଗ୍ରହଣ ଉତ୍ସବ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଶପଥ…

ମୃତ ମେଡିକାଲ ଛାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୧।୩: ୟୁକ୍ରେନରେ ପ୍ରାଣ ହରାଇଥିବା ଭାରତୀୟ ମେଡିକାଲ ଛାତ୍ର ନବୀନ ଶେଖରପ୍ପା ଜ୍ଞାନଗୌଡାରଙ୍କ ମୃତଦେହ ସୋମବାର ଭାରତରେ ପହଞ୍ଚିଛି। ଭାରତ ସରକାରଙ୍କ ଅପରେଶନ ଗଙ୍ଗା ମାଧ୍ୟମରେ ସ୍ବତନ୍ତ୍ର ଏକ ବିମାନରେ ମୃତଦେହ ବଙ୍ଗାଲୁରୁ ବିମାନ ବନ୍ଦରରେ ପହଞ୍ଚି ଥିଲା। କର୍ନାଟକର ମୁଖ୍ୟମନ୍ତ୍ରୀ…

ସିଜିନ୍‌ର ପ୍ରଥମ ଆମ୍ବ ଯାହାକୁ ମିଳିଛି ‘z+’ ସୁରକ୍ଷା

ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ। ଆଜି ବି ସେମିତି ଏକ ଫଟୋ ଭାଇରାଲ ହେଉଛି, ଯାହା ଦେଖିବା ପରେ ଖୁବ୍‌ ଜୋରରେ ହସିବେ। ସାଧାରଣତଃ ଆମେ ପିଲାଦିନେ କଞ୍ଚା ଆମ୍ବ ଖାଇବାକୁ…

ମଟନ କରିବାକୁ ମନା କରିବାରୁ ପତ୍ନୀଙ୍କ ବିରୋଧରେ ଅଭିଯୋଗ

ହାଇଦ୍ରାବାଦ,୨୧।୩: ପତ୍ନୀ ମଟନ ରୋଷେଇ କରିବାକୁ ମନା କରି ଦେବାରୁ ଜଣେ ମଦ୍ୟପ ପୋଲିସକୁ ବାରମ୍ବାର ଫୋନ କରି ଅଭିଯୋଗ କରିଥିଲେ। ପୋଲିସ ଅନୁଯାୟୀ, ଉକ୍ତ ବ୍ୟକ୍ତି ଶୁକ୍ରବାର ରାତିରେ ୫ ଥର ୧୦୦ ନମ୍ବରରେ ଫୋନ କରିଥିଲେ। ତାଙ୍କ ପତ୍ନୀ…

ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସିଗଲେ ପୁଟିନ୍‌ଙ୍କ ପ୍ରେମିକା

ମସ୍କୋ,୨୧ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ତୃତୀୟ ବିଶ୍ୱଯୁଦ୍ଧ ଆଡ଼କୁ ମୁହାଁଉଛି। ରୁଷିଆ ସେନା କ୍ରମାଗତ ଭାବରେ ୟୁକ୍ରେନ ଉପରେ ଆକ୍ରମଣ କରୁଥିବାବେଳେ ୟୁକ୍ରେନ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri