Home Left

ତାମିଲନାଡୁରେ ହାଇଆଲର୍ଟ

ଚେନ୍ନାଇ,୨।୮: ତାମିଲନାଡୁର ସାଲେମରୁ ଆଇଏସ୍‌ ଆତଙ୍କବାଦୀ ସଂଗଠନର ସହଯୋଗୀ ଧରାପଡ଼ିବା ପରେ ରାଜ୍ୟ ଗୋଇନ୍ଦା ବିଭାଗ ଏବଂ ପୋଲିସର ସଜାଗ ହୋଇଉଠିଛି। ଗୋଇନ୍ଦା ଅଧିକାରୀ ଯୁବକଙ୍କୁ ଧରି ଜେରା ପରେ ପୋଲିସକୁ ହସ୍ତାନ୍ତର କରିଥିଲା। ରବିବାର ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।…

ଆଜି ରାଜ୍ୟରେ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୩ ଚିହ୍ନଟ ହୋଇଥିବାବେଳେ…

ଲିକ୍‌ ହେଲା ଏହି ଷ୍ଟାରଙ୍କ ପ୍ରାଇଭେଟ୍‌ ଭିଡିଓ

ଛୋଟ ପରଦାର ଲୋକପ୍ରିୟ କପଲଙ୍କ ମଧ୍ୟରୁ କରଣ କୁନ୍ଦ୍ରା ଏବଂ ତେଜସ୍ବୀ ପ୍ରକାଶ ଅନ୍ୟତମ। ସେମାନେ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ପରସ୍ପର ଉଭୟଙ୍କ ନିକଟତର ଫଟୋ ଓ ଭିଡିଓ ଅନେକ ସମୟରେ ଭାଇରାଲ ହୋଇଥାଏ। ମାତ୍ର ଏଥର ତାଙ୍କର…

ପିୟୁଷ ଜୈନଙ୍କ ବିରୋଧରେ ଇଡିରେ ମନି ଲଣ୍ଡରିଂ ମାମଲା

ଲକ୍ଷ୍ନୌ,୨ ।୮: ଉତ୍ତର ପ୍ରଦେଶ କନ୍ନୌଜର ଅତର ବ୍ୟବସାୟୀ ପିୟୁଷ ଜୈନଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପିୟୁଷଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା ଦାୟର କରିଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…

ପାକିସ୍ତାନ ବନ୍ୟା: ଉଦ୍ଧାର କାର୍ଯ୍ୟରେ ଲାଗିଥିବା ସେନା ହେଲିକପ୍ଟର ନିଖୋଜ

ଇସଲାମାବାଦ,୨ ।୮: ପାକିସ୍ତାନର ଏକ ସେନା ହେଲିକପ୍ଟର ସୋମବାର ନିଖୋଜ ହୋଇଯାଇଛି । ସେନାର ମିଡିଆ ୱିଙ୍ଗ ଟୁଇଟରରେ ସୂଚନାଦେଇ କହିଛନ୍ତି, ଏଭିଏଶନ ହେଲିକପ୍ଟର ବେଲୁଚିସ୍ତାନର ଲାସବେଲାରେ ବନ୍ୟା ପୀଡିତଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ସମୟରେ ଆକାଶମାର୍ଗରେ ଏଟିସିଠାରୁ ସମ୍ପର୍କ…

ଅଲ କାଏଦା ମୁଖ୍ୟଙ୍କ ମୃତ୍ୟୁ ସମ୍ପର୍କରେ ଭାରତ ପାଖରେ ରହିଥିଲା ସୂଚନା!

ନୂଆଦିଲ୍ଲୀ/ୱାଶିଂଟନ,୨ ।୮: କାବୁଲରେ ଆମେରିକାର ଡ୍ରୋନ ଆକ୍ରମଣରେ ଆତଙ୍କବାଦୀ ସଙ୍ଗଠନ ଅଲ କାଏଦା ମୁଖ୍ୟ ଅଲ-ଜବାହିରିଙ୍କ ମୃତ୍ୟୁ ହୋଇଛି । ଗୋଟିଏ ପଟେ ଏହି ଅପରେଶନରେ ଆମରିକାରକୁ ଆତଙ୍କବାଦ ବିରୋଧରେ ବଡ ସଫଳତା ମିଳିଥିବା ବେଳେ ଅନ୍ୟପଟେ ବିଶେଷ ସୂତ୍ରରୁ ମିଳିଥିବା…

ରାଜ୍ୟରେ ମୁଣ୍ଡ ପିଛା ଋଣ ୨୨,୦୪୨ଟଙ୍କା

ଭୁବନେଶ୍ବର, ୨ା୮(ବ୍ୟୁରୋ): ଓଡିଶାର ଏ.ଜି(ମହାଲେଖାକାର)ଙ୍କ ତଥ୍ୟ ଅନୁଯାୟୀ ୨୦୨୧-୨୨ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟ ସରକାରଙ୍କ ମୋଟ ଋଣ ଭାର୯୭,୭୦୨.୦୩ କୋଟି ଟଙ୍କା ରହିଛି। ଚଳିତ ବର୍ଷ ଅର୍ଥାତ୍‌ ୨୦୨୨-୨୩ରେ ରାଜ୍ୟ ସରକାର ୨୫,୫୮୯ କୋଟି ଟଙ୍କାର ଋଣ ଆହରଣ କରିବାକୁ…

ବଢୁଛି କର୍କଟ ରୋଗୀ, ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, ୨ା୮(ବ୍ୟୁରୋ): କର୍କଟ ରୋଗ ଏବେ ରାଜ୍ୟରେ ବଢ଼ିଚାଲିଛି। ଗତ ୩ ବର୍ଷର ସରକାରୀ ରିପୋର୍ଟ ଉପରେ ନଜର ପକାଇଲେ ଏକଥା ସ୍ପଷ୍ଟ ହୋଇଛି। ତେବେ କର୍କଟ ଭଳି ରୋଗକୁ ହ୍ରାସ କରିବା ପାଇଁ ସରକାର ରାଜ୍ୟରେ ପଦକ୍ଷେପ ନେବାରେ ବିଫଳ…

‘ଅରବପତି ପୁଅ ପାଇଁ ମୁଁ ଗର୍ବିତ ନୁହେଁ’

ନ୍ୟୁୟର୍କ,୨।୮: ଟେସଲା ମୁଖ୍ୟ ଏଲନ ମସ୍କଙ୍କ ପିତା ଏରୋଲ ମସ୍କ ଆଜିକାଲି ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ ସ୍ବୀକାର କରିଛନ୍ତି ଯେ ସେ ତାଙ୍କ ଅରବପତି ପୁଅ ପାଇଁ ଗର୍ବିତ ନୁହଁନ୍ତି କାରଣ ସମଗ୍ର ମସ୍କ ପରିବାର ଅନେକ ଦିନ…

ନଦୀ ପାଇଁ ଚିନ୍ତା ନାହିଁ

ଭୁବନେଶ୍ବର, ୨ା୮(ବ୍ୟୁରୋ): ନଦୀଗୁଡ଼ିକ ଉପରେ ମାନବ ସଭ୍ୟତା ସର୍ବଦା ନିର୍ଭରଶୀଳ। ଓଡ଼ିଶାର ପ୍ରାୟ ସାଢ଼େ ୪ କୋଟି ଲୋକ ତାଙ୍କ ଦୈନନ୍ଦିନ ଜୀବନରେ ନଦୀ ଉପରେ ନିର୍ଭର କରିବା ସହ କୃଷି, ପଶୁପାଳନ ପାଇଁ ମଧ୍ୟ ସର୍ବଦା ନିର୍ଭର କରିଥାଆନ୍ତି। ମହାନଦୀ,…

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର, ୨ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକପ୍ରତିନିଧି ଆଇନ ୧୯୫୦/୧୯୫୧ର ପରିବର୍ତ୍ତନ କରାଯାଇ ଭୋଟର ତାଲିକାରେ କେତେଗୁଡ଼ିଏ ସଂଶୋଧନ କରାଯାଇଛି। ଏହା ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

ହାତକୁ ଦି’ହାତ ହେଲେ ଏହି କ୍ରିକେଟର୍‌

ସିଡନୀ,୨।୮:ଅଷ୍ଟ୍ରେଲୀୟ ଟେଷ୍ଟ ଦଳର ଅଧିନାୟକ ପ୍ୟାଟ କୁମିନ୍ସ ଦୀର୍ଘ ଦିନରେ ପ୍ରେମିକା ବେକି ବୋଷ୍ଟନଙ୍କୁ ବିବାହ କରିଛନ୍ତି। ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି କୁମିନ୍ସ ଏହି ସୂଚନା ଦେଇଛନ୍ତି। ଫଟୋ ଶେୟାର କରି ସେ ‘ଜଷ୍ଟ ମ୍ୟାରେଡ୍‌’ ଲେଖିଥିଲେ। କୁମିନ୍ସଙ୍କୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?