Home Left

ଆମୋନିଆ ଗ୍ୟାସ୍‌ ଲିକ୍‌, ଲୋକଙ୍କୁ ଅଣ୍ଡରଗ୍ରାଉଣ୍ଡରେ ରହିବାକୁ ପରାମର୍ଶ

କ୍ୱିଭ୍‌,୨୧।୩: ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧର ଆଜି ୨୬ତମ ଦିନ। ରୁଷିଆ ୟୁକ୍ରେନ ରାଜଧାନୀ କ୍ୱିଭ୍‌ ଦଖଲ ପାଇଁ ପ୍ରାଣପଣେ ଉଦ୍ୟମ ଚଳାଇଛି। କିନ୍ତୁ ୟୁକ୍ରେନରୁ ଆତ୍ମସମର୍ପଣ କରିବାକୁ ଆଦୌ ଚାହୁଁନାହିଁ। ଏହି ସମୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି କହିଛନ୍ତିି,ସେ…

ଗୋଆ ମୁଖ୍ୟମନ୍ତ୍ରୀ ହେବେ ପ୍ରମୋଦ

ନୂଆଦିଲ୍ଲୀ,୨୧ ।୩: ଦେଶର ୫ ବିଧାନସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ମାର୍ଚ୍ଚ ୧୦ରେ ସାମ୍ନାକୁ ଆସିଥିଲା । ୧୧ ଦିନ ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସିତ ରାଜ୍ୟରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାହାସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି…

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ମୋଦିଙ୍କ ଦ୍ୱିତୀୟ ଶିଖର ବୈଠକ

ନୂଆଦିଲ୍ଲୀ,୨୧ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମରିସନଙ୍କ ସହ ଦିନ ୧୨ଟାରେ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ଭର୍ଚୁଆଲ ଶିଖର ବୈଠକରେ ଯୋଗଦେବେ । ପ୍ରଧାନମନ୍ତ୍ରୀ ମରିସନଙ୍କ ପକ୍ଷରୁ ମଧ୍ୟ ଏହି ବୈଠକ ସମ୍ପର୍କରେ ସୂଚନା ଦିଆଯାଇଛି ।…

ମାଙ୍କଡ଼ା ପଥର ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧାରେ ବେଆଇନ ଲଘୁ ଖଣିଜ ଚୋରାଚାଲାଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଧରପଗଡ ଜୋରଦାର କରାଯାଇଛି। ପ୍ରଶାସନ ଏବଂ ପୋଲିସ ପକ୍ଷରୁ ଗଠିତ ମିଳିତ ସ୍କ୍ବାଡ୍‌ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି। ଶୁକ୍ରବାର କୁମାରବସ୍ତରେ ବେଆଇନ ଭାବେ…

ଘର, ପାଚେରି ଭାଙ୍ଗିଲା: ଲୋକେ ଭୟଭୀତ

ନିରାକାରପୁର,୨୧।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ହାତୀପଲ ଗାଁ ମୁହାଁ ହେଉଛନ୍ତି। ଲୋକଙ୍କ ବାରି ଓ କ୍ଷେତରେ ପଶି ଫସଲ ଖାଇବା ସହ ଦଳଚକଟି ନଷ୍ଟ କରୁଛନ୍ତି।…

ଆଜି ୫୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବା…

୭ ବର୍ଷୀୟା ଝିଅକୁ ମା’ର ନିର୍ଯାତନା

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧା ମଧୁସୂଦନ ନଗର ଅଞ୍ଚଳରେ ଜଣେ ୭ବର୍ଷୀୟା ଝିଅକୁ ମା’ ଅକଥନୀୟ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ଦୀର୍ଘଦିନ ହେଲା ଦ୍ୱିତୀୟ ସ୍ବାମୀଙ୍କ ସହ ମା’ ମିଶି ଶିଶୁକନ୍ୟାକୁ ବିଭିନ୍ନ ପ୍ରକାର ନିର୍ଯାତନା ଦେଇଆସୁଥିଲେ। ରବିବାର ସ୍ଥାନୀୟ…

ପାରାଦୀପ ବନ୍ଦରରେ ପୁଣି ଏକ ବୃହତ୍‌ ଜାହାଜ ଲାଗିଲା

ପାରାଦୀପ,୨୧ା୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ରବିବାର ରାତିରେ ପୁଣି ଏକ ବୃହତ ଜାହାଜ ଏମ୍‌.ଭି ଲିଲା ଲିସବନ୍‌ ଲାଗିଛି। ଏଥିରେ ୧ ଲକ୍ଷ ୩୪ ହଜାର ୩୭୫ ମେଟ୍ରିକ ଟନ୍‌ ଜିପସମ ଆମଦାନୀ ହୋଇ ଆସିଛି। ଏତେ ପରିମାଣର ପଣ୍ୟ ଆସିବା ବନ୍ଦର…

ଭାଙ୍ଗିଲା ୭୦ ବର୍ଷର ରେକର୍ଡ: ଚିନି ୧୦୦, ପେଟ୍ରୋଲ ୧୫୦ ଟଙ୍କା

ଇସଲାମାବାଦ,୨୧ ।୩: ପାକିସ୍ତାନରେ ମହଙ୍ଗା ମାଡ ବେଳକୁ ବେଲ ଏତେ ବଢିଯାଇଛି ଯେ ୭୦ ବର୍ଷର ରେକର୍ଡକୁ ଭାଙ୍ଗି ଦେଇଛି । ଫଳରେ ସାଧାରଣ ଜନତା ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଏଥିପାଇଁ ସେମାନେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଦୋଷ…

ଅଧ୍ୟକ୍ଷ ପାଇଁ ବିଜେଡି-କଂଗ୍ରେସ କଡ୍ଡା ଟକ୍କର

ଜଗତ୍‌ସିଂହପୁର ଅଫିସ, ୨୧ା୩: ଜଗତ୍‌ସିଂହପୁର ପୌର ନିର୍ବାଚନରେ ବିଜେଡି, କଂଗ୍ରେସ ଓ ଭାଜପା ନେତୃତ୍ୱ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପୁରା ଦମ୍‌ ଲଗାଇ ଦେଇଛନ୍ତି। ଏକାଧିକ ଓ୍ବାର୍ଡରେ କେଉଁ ଦଳ ଆଗରେ ରହିଛି ସେଚିତ୍ର ଅସ୍ପଷ୍ଟ ରହିଛି। ତେବେ ଅଧ୍ୟକ୍ଷ…

ପ୍ରଚାରରେ ପୂରା ଦମ୍‌ ଲଗାଇଛନ୍ତି ଦଳ

ଯାଜପୁର ଅଫିସ,୨୧ା୩: ଯାଜପୁର ଜିଲାର ୨ ପୌର ପରିଷଦର ୪୪ଟି ୱାର୍ଡ ପାଇଁ ଭୋଟକୁ ଆଉ ମାତ୍ର ୩ ଦିନ ବାକି। ସେଥିପାଇଁ ତିନି ମୁଖ୍ୟ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର…

କେୱାଇସି ଅପଡେଟ୍‌ ଆଳରେ ଠକେଇ ଘଟଣା, ଆଉ ଜଣେ ଗିରଫ

କଟକ ଅଫିସ,୨୧ା୩: କେୱାଇସି ଅପଡେଟ୍‌ ଆଳରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ପ୍ରଫେସର ଜୟଦେବ ଜେନାଙ୍କଠାରୁ ୩ ଲକ୍ଷ ୯୯ ହଜାର ୯୯୬ ଟଙ୍କା ଠକି ନେବା ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri